PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ହୋଟେଲରୁ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ନା ଆତ୍ମହତ୍ୟା ?

ପୁରୀ, ୨୯/୦୯ : ହୋଟେଲରୁ ମହିଳାଙ୍କ ମୃତଦେହ ଉଦ୍ଧାର। ପୁରୀର ଏକ ହୋଟେଲରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ସମୂଦ୍ର କୂଳ ଥାନା ପୋଲିସ ପହଞ୍ଚି ମହିଳାଙ୍କ ମୃତଦେହ ଉଦ୍ଧାର କରିଛି। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହାର କାରଣ ଅସ୍ପଷ୍ଟ ରହିଛି।

ସୂଚନାନୁଯାୟୀ, ମହିଳା ଜଣଙ୍କ ହେଉଛନ୍ତି ଐଶ୍ୱରିୟା ସାହାନାବାଗ। GIZ କମ୍ପାନୀର ୱାଟର ରିଶୋର୍ସ କନଫରେନ୍ସରେ ଯୋଗ ଦେବା ପାଇଁ ଗତକାଲି ସେ କମ୍ପାନୀ କର୍ମଚାରୀଙ୍କ ସହ ପୁରୀ ଆସିଥିଲେ। ହୋଟେଲ ରୁମ୍ ନମ୍ବର ୧୧୧୧ ରେ ରାତିରେ ଚେକ୍ ଇନ୍ କରିଥିଲେ। ହେଲେ ରାତିରେ କଲ ରିସିଭ ନକରିବା ସହ କବାଟ ନ ଖୋଲିବାରୁ ସନ୍ଦେହ କରି ରୁମ୍ ଖୋଲିବାରୁ ମହିଳାଙ୍କ ମୃତଦେହ ପଡିରହିଥିବା ଦେଖିବାକୁ ମିଳିଥିଲା। ଖବର ପାଇ ଘଟଣାସ୍ଥଳରେ ସମୁଦ୍ର କୂଳ ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ତାହା ତଦନ୍ତ ପରେ ସ୍ପଷ୍ଟ ହେବ ବୋଲି ପୋଲିସ ସୂଚନା ଦେଇଛି ।

ସମ୍ବନ୍ଧିତ ଖବର