ପ୍ରମୂଖ ଖବର
  • ଜେଲ୍‌ରୁ ଫେରି ପୀଡିତାଙ୍କୁ ଅପହରଣ କରି ହତ୍ୟା କଲା ଅଭିଯୁକ୍ତ: ଏଆଇ କ୍ୟାମେରାରେ କଏଦ ହେଲା ଦୃଶ୍ୟ, ୨ ଗିରଫ
  • ||
  • ସୁନ୍ଦରଗଡ଼ : ହଜିଗଲା ମାନବିକତା: ୮ ବଙ୍ଗୀୟ ମିସ୍ତ୍ରୀଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇଲେ ଲୋକେ
  • ||
  • ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ଯବାନଙ୍କ ଗୁଳିରେ ୭ ମାଓବାଦୀ ନିପାତ
  • ||
  • ମାଲକାନଗିରି ମୋଟୁରେ NIA ରେଡ୍, ମାଓ ଲିଙ୍କ ସନ୍ଦେହରେ ତନାଘନା
  • ||
  • ଆନନ୍ଦପୁର : ବିଲରେ ଚାଷ କାମ ତଦାରଖ ବେଳେ କାମୁଡ଼ିଲା ସାପ, ଚାଷୀ ମୃତ
  • ||
  • ରାଜଧାନୀ ରାଜରାସ୍ତାରେ ଯୁବକଙ୍କ ଆତଙ୍କରାଜ: ଗାଡି ସାଇଡ୍‌ ମରାକୁ ନେଇ ମାରପିଟ,୫ ଅଟକ
  • ||
  • କୋରାପୁଟରେ ଅପରେସନ ଗ୍ରୀନ୍‌ କ୍ଲିନ୍‌, ୫୧ ହଜାରରୁ ଉର୍ଦ୍ଧ୍ୱ ଗଞ୍ଜେଇ ଗଛ ନଷ୍ଟ
  • ||
  • କରଞ୍ଜିଆ : ଟ୍ରାକ୍ଟର ସହ ଧକ୍କା ହେଲା ପିଆଜ ବୋଝେଇ ଟ୍ରକ୍: ଜଣେ ମୃତ, ୨ ଗୁରୁତର
  • ||
  • ବୌଦ୍ଧରେ ଅପରେସନ୍‌ ଗ୍ରୀନ୍‌ କ୍ଲିନ, ୨ ଦିନରେ ୨୦ କୋଟିର ଗଞ୍ଜେଇ ଗଛ ନଷ୍ଟ
  • ||
  • ଦୈତନଗରୀରେ ଗଡିବ ୩୦ ଇଆର୍‌ଏସ୍‌ଏସ୍‌ ଯାନ, ଆଜି ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ବଣାଇ : ଲୁଟ୍ କରିବାକୁ ଆସି ଗର୍ଭବତୀଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ଲୁଟେରା ଫେରାର
  • ||
  • ବଣାଇରେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା, ବିଳମ୍ବିତ ରାତିରେ ଲୁଟ୍‌ ପାଇଁ ଆସି ହତ୍ୟା କଲେ ଦୁର୍ବୃତ୍ତ
  • ||
  • କୁହୁଡିର ଚାଦର ତଳେ ପାଟଣା, ଯାନବାହନ ଚଳାଚଳରେ ସମସ୍ୟା
  • ||
  • ରାଜ୍ୟରେ ବଢ଼ିଲା ଶୀତର ପ୍ରକୋପ, ଦିନକରେ ୫ ଡିଗ୍ରୀ ଖସିଲା ପାରଦ: ୧୫ ଡିଗ୍ରୀ ତଳେ ୧୩ ସହର ତାପମାତ୍ରା
  • ||

ବିଧାନସଭା ଆରମ୍ଭରୁ ହଟ୍ଟଗୋଳ, ୧୨ଟା ୧୫ ମିନିଟ୍ ଯାଏଁ ଗୃହ ମୁଲତବୀ

Published By : Prameya | November 26, 2024 11:49 AM

ଭୁବନେଶ୍ଵର, ୨୬/୧୧ : ସପ୍ତଦଶ ବିଧାନସଭାର ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି। ଗୃହ ଆରମ୍ଭରୁ ପ୍ରଶ୍ନକାଳରେ ବିରୋଧୀ ହଙ୍ଗାମା କରିଛନ୍ତି। ବିଭିନ୍ନ ପ୍ରସଙ୍ଗକୁ ନେଇ ସରକାରଙ୍କୁ ବିରୋଧୀ ଘେରିଛନ୍ତି। ମୋହନ ମାଝୀ ହାଏ ହାଏ ନାରାରେ ଗୃହ କମ୍ପିଛି। ଗ୍ରାମ୍ୟ ଉନ୍ନୟନ ଏବଂ ପଞ୍ଚାୟତରାଜ ମନ୍ତ୍ରୀ ରବି ନାୟକ ବିଭିନ୍ନ ପ୍ରଶ୍ନର ଉତ୍ତର ଦେବା ବେଳେ ପ୍ରବଳ ହଟ୍ଟଗୋଳ ହୋଇଛି। ଏଥିପାଇଁ ବାଚସ୍ପତି ସୁରମା ପାଢ଼ୀ ଦିନ ୧୨ଟା ୧୫ ମିନିଟ୍ ଯାଏଁ ଗୃହ ମୁଲତବୀ ଘୋଷଣ କରିଛନ୍ତି।

ସୂଚନାନୁଯାୟୀ, କନ୍ଧମାଳ ଆମ୍ବ ଟାକୁଆ ପ୍ରସଙ୍ଗ, ଅନାହାର ମୃତ୍ୟୁ ପ୍ରସଙ୍ଗ ଉଠାଇ କଂଗ୍ରେସ ବିଧାୟକମାନେ ଗୃହରେ ହଙ୍ଗାମା କରିଛନ୍ତି। ମୋହନ ସରକାରଙ୍କ ଇସ୍ତଫା ଦାବି କରିଛନ୍ତି। ଗୃହର ମଧ୍ୟ ଭାଗରେ ହଟ୍ଟଗୋଳ ଏବଂ ନାରାବାଜି କରିଛନ୍ତି। ଏହା ସହ ବିଚାର ବିଭାଗୀୟ ତଦନ୍ତ ଦାବି କରିଛନ୍ତି। 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.