ପ୍ରମୂଖ ଖବର
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା , ସମୂହ ଛୁଟିରେ ଯିବେ ଓଏଏସ ଅଧିକାରୀ
  • ||
  • ବିଏମସି ଅତିରିକ୍ତ କମିଶନରଙ୍କୁ ଆକ୍ରମଣ ଘଟଣା, କର୍ପୋରେଟର ଜୀବନ ରାଉତ ସମେତ ୩ ଗିରଫ
  • ||
  • କନ୍ଧମାଳ ଜଙ୍ଗଲରେ ଏନ୍‌କାଉଣ୍ଟର, ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ମାଓବାଦୀ
  • ||
  • ବାହାରିଲା ପ୍ରଥମ ଦିନର ଆଡ଼ପ ଅବଢ଼ା, ମହାପ୍ରଭୁଙ୍କୁ ଦର୍ଶନ ସହ ମହାପ୍ରସାଦ ପାଇ ଭକ୍ତ ଆନନ୍ଦିତ
  • ||
  • ବରିଷ୍ଠ ଓଏଏସ୍ ମିର୍ଦ୍ଧା ଟପ୍ପୋଙ୍କୁ ଗୁରୁଦାୟିତ୍ବ, ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ସଚିବ ଭାବେ ମିଳିଲା ନୂଆ ନିଯୁକ୍ତି
  • ||
  • ଏଣିକି ପାନ୍‌କାର୍ଡ ଆବେଦନ ଲାଗି ଆଧାର ଜରୁରୀ, ଜୁଲାଇ ପହିଲାରୁ ହେବ କାର୍ଯ୍ୟକାରୀ
  • ||
  • ସୁନ୍ଦରଗଡ଼ :ଲଗାଣ ବର୍ଷା ପାଇଁ ବଢୁଛି ବ୍ରାହ୍ମଣୀ ନଦୀର ଜଳସ୍ତର, ଖୋଲିଲା ମନ୍ଦିରା ଡ୍ୟାମ୍‌ର ୪ ଗେଟ୍‌
  • ||
  • କଟକ ରେଳ ଷ୍ଟେସନ୍‌ ନିକଟରେ ମାଲବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ, ଟ୍ରାକ୍‌ରୁ ଖସିଲା ୩ ଖାଲି ବଗି
  • ||
  • ଫିଫା କ୍ଲବ ବିଶ୍ୱକପ, କ୍ୱାର୍ଟରରେ ଚେଲସୀ, ପାମେରାସ୍‌
  • ||
  • ଉତ୍ତରାଖଣ୍ଡ-ହିମାଚଳରେ ପ୍ରକୃତି କୋପ; ରେଡ୍ ଆଲର୍ଟ ପରେ ସ୍କଲ କଲେଜ ବନ୍ଦ,ଚାରିଧାମ ଯାତ୍ରାରୁ ହଟିଲା ୨୪ ଘଣ୍ଟିଆ ବ୍ରେକ୍
  • ||
  • ଗଞ୍ଜାମ : ପୂର୍ବ ଶତ୍ରୁତାରୁ ଗଡ଼ିଲା ମୁଣ୍ଡ, ଯୁବକଙ୍କୁ ମାରଣାସ୍ତ୍ରରେ ଆକ୍ରମଣ
  • ||
  • ମଙ୍ଗଳବାରଠୁ ଅନିର୍ଦ୍ଦିଷ୍ଟକାଳ ପାଇଁ ଶିମିଳିପାଳ ଜାତୀୟ ଉଦ୍ୟାନ ବନ୍ଦ
  • ||
  • ସୋମବାରଠୁ ଏସ୍‌ଓଏସ୍‌ସି ପରୀକ୍ଷା, ସକାଳ ୯ ଟାରୁ ୧୧ଟା ଯାଏ ଚାଲିବ: ଜୁଲାଇ ପହିଲାରୁ ସପ୍ଲିମେଣ୍ଟାରୀ ପରୀକ୍ଷା
  • ||
  • ପ୍ରବଳ ବର୍ଷା ଯୋଗୁ ବାଲେଶ୍ୱର, ମୟୂରଭଞ୍ଜକୁ ବନ୍ୟା ଭୟ: ଆଜିଠୁ ୩ ଯାଏ ମୟୂରଭଞ୍ଜରେ ସ୍କୁଲ ଛୁଟି ଘୋଷଣା
  • ||
  • ବାଲେଶ୍ୱର : ସୁବର୍ଣ୍ଣରେଖାରେ ବନ୍ୟାସ୍ଥିତି, ବିପଦ ସଂକେତ ଟପିଲା ବନ୍ୟାଜଳ
  • ||
  • ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ: ୫ ଯାଏ ପ୍ରବଳରୁ ଅତିପ୍ରବଳ ବର୍ଷା ଆକଳନ, ଆଜି ୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ପ୍ରବାଦ ପୁରୁଷଙ୍କୁ ଅସମ୍ମାନ ପ୍ରସଙ୍ଗରେ କମ୍ପିଲା ବିଧାନସଭା, ୧୨ଟା ଯାଏଁ ଗୃହ ମୁଲତବୀ

Published By : Rasmita Pradhan | March 7, 2025 10:48 AM

ଭୁବନେଶ୍ଵର, ୦୭/୦୩ : ବିଧାନସଭାରେ ‘ବିଜୁ ଝଡ଼’। ଦ୍ଵିତୀୟ ପର୍ଯ୍ୟାୟ ଅଧିବେଶନ ଆରମ୍ଭରୁ ଗୃହ ହୁଲୁସ୍ତୁଲୁ। ପ୍ରଶ୍ନକାଳ ଆରମ୍ଭରୁ ପ୍ରବଳ ହଟ୍ଟଗୋଳ। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଅସମ୍ମାନ ପ୍ରସଙ୍ଗରେ କମ୍ପିଲା ଗୃହ। ମଧ୍ୟାହ୍ନ ୧୨ଟା ଯାଏଁ ଗୃହ ମୁଲତବୀ ଘୋଷଣା କଲେ ବାଚସ୍ପତି। 

ସୂଚନାନୁଯାୟୀ, ରାଜ୍ୟସ୍ତରୀୟ ପଞ୍ଚାୟତିରାଜ ଦିବସକୁ ବିଜୁ ଜୟନ୍ତୀ ଦିନରୁ କାହିଁକି ବାତିଲ କରାଗଲା ସେନେଇ ବିଜେଡି ସଦସ୍ୟ ପ୍ରତିବାଦ କରିବା ସହ ନାରାବାଜି କରିଥିଲେ। ଅନ୍ୟପଟେ ମହିଳାଙ୍କ ସୁରକ୍ଷା ପ୍ରସଙ୍ଗ ଉଠାଇ କଂଗ୍ରେସ ବିଧାୟକ ପ୍ରତିବାଦ କରିଥିଲେ। ଗୃହ ମଧ୍ୟ ଭାଗରେ ପ୍ଲାକାର୍ଡ ଦେଖେଇ ହୋହାଲ୍ଲା କରିଥିଲେ। ବିଜେଡି ବିଧାୟକ ଅଧୀରାଜ ପାଣିଗ୍ରାହୀ ଏବଂ କଂଗ୍ରେସ ବିଧାୟକ ତାରା ବାହିନୀପତି ପୋଡିୟମ ଉପରକୁ ଚଢିବାକୁ ଉଦ୍ୟମ କରିଥିଲେ। 

ବିଧାନସଭା ଆରମ୍ଭ ହେବା ପୂର୍ବରୁ କଂଗ୍ରେସ ବିଧାୟକମାନେ ପ୍ରଥମେ ପ୍ରତିବାଦ କରିଥିଲେ। ରାଜ୍ୟରେ ବିପର୍ଯ୍ୟସ୍ତ ଆଇନ ଶୃଙ୍ଖଳା ନେଇ ବିଧାନସଭା ପରିସରରେ ଥିବା ଗାନ୍ଧୀ ମୂର୍ତ୍ତି ତଳେ ପ୍ରତିବାଦ କରିଥିଲେ। 

ଏହି ଖବରଟିକୁ ପଢନ୍ତୁ-୧୪ରେ ଶ୍ରୀମନ୍ଦିରରେ ଦୋଳପୂର୍ଣ୍ଣିମା: ସକାଳ ୮ରୁ ରାତି ସାଢ଼େ ୧୦ ଦାରୁଦିଅଁଙ୍କ ସୁନାବେଶ

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.