ପ୍ରମୂଖ ଖବର
  • ବିହାର ଭୋଟର ତାଲିକାରୁ କଟିପାରେ ୩୪ ଲକ୍ଷ ମତଦାତାଙ୍କ ନାଁ, କାରଣ କହିଲେ ନିର୍ବାଚନ ଆୟୋଗ
  • ||
  • ବିହାର ରାଜନୀତିରେ ବଡ଼ ଟ୍ବିଷ୍ଟ, ଖୁବଶୀଘ୍ର ନୂଆ ଦଳ ଘୋଷଣା କରିପାରନ୍ତି ତେଜ ପ୍ରତାପ ଯାଦବ
  • ||
  • ଜନ୍ମଦିନରେ ଛତିଶଗଡ଼ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ପୁଅ ଗିରଫ; ଅବକାରୀ ଦୁର୍ନୀତି ମାମଲାରେ ବନ୍ଧିଲା ଇଡି
  • ||
  • ସକାଳେ ଗୁଳୁଗୁଳି, ଅପରାହ୍ନରେ ବର୍ଷା: ଭିଜିବ ଉପକୂଳରୁ ନେଇ ଆଭ୍ୟନ୍ତରୀଣ ଓଡ଼ିଶା, ୨୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||
  • FM କଲେଜରେ ପହଞ୍ଚିଲେ ୟୁଜିସି ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍, ତଦନ୍ତ କରୁଛନ୍ତି ୪ ଜଣିଆ ଦଳ
  • ||
  • ଚାକିରି ଆଶା ଦେଖାଇ ଯୁବତୀଙ୍କୁ ନିର୍ଯାତନା: ରାଜସ୍ଥାନରୁ ଉଦ୍ଧାର ପରେ ଘରକୁ ଫେରିଲେ ଝିଅ
  • ||
  • ରାଜଧାନୀରେ ବିଭତ୍ସ ହତ୍ୟାକାଣ୍ଡ, ଯୁବକଙ୍କୁ ପଥରରେ ଛେଚି ମାରିଦେଲେ ବାଇକ୍ ଚୋର
  • ||
  • ଦିଲ୍ଲୀରେ ପୁଣି ୨୦ ଅଧିକ ବୋମା ଧମକ,ଆସିଥିଲା ଧମକପୂର୍ଣ୍ଣ ମେଲ୍, ପୁଲିସର ତଦାଘନା
  • ||
  • ଭୂକମ୍ପ ଝଟକାରେ ଥରିଲା ଚିଲି, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ଼
  • ||
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||

ଲଗାଣ ବର୍ଷାରେ ଭାଙ୍ଗିଲା ଘର, ତୁରନ୍ତ ଥଇଥାନ ପାଇଁ ଦାବି

Published By : Harapriya Sethi | June 28, 2025 12:43 PM

ଘଷିପୁରା,୨୮/୦୬: ଲଗାଣ ବର୍ଷାରେ ଭାଙ୍ଗିଲା ଘର । ଭିଜିଲା ଜିନିଷ ପତ୍ର । ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ କେନ୍ଦୁଝର ଜିଲ୍ଲା ଆନନ୍ଦପୁର ବ୍ଲକ କୋଳିମାଟି ପଞ୍ଚାୟତ ନୂଆପଡା ଗ୍ରାମରେ ୨ ଜଣଙ୍କ ଘର ଭାଙ୍ଗି ଯାଇଛି । ତୁରନ୍ତ ପ୍ରଶାସନ ସ୍ତରରେ ତଦନ୍ତ କରାଯାଇ ଥଇଥାନ ପାଇଁ ଦାବି ହେଉଛି ।

ସୂଚନା ମୁତାବକ, ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁଁ ଆନନ୍ଦପୁର ବ୍ଲକ କୋଳିମାଟି ପଞ୍ଚାୟତ ନୂଆପଡା ଗାଁରେ ଦୁଇ ଜଣଙ୍କ ଘର ଭାଙ୍ଗିଯାଇଛି । ଦର୍ଶନିଆ ମହାକୁଡ଼ ଓ ନରୋତ୍ତମ ମହାରଣାଙ୍କ ଘର ଭାଙ୍ଗି ଯାଇଛି । ଭଗବାନଙ୍କ କୃପାରୁ ସେହି ସମୟରେ ସେମାନେ ଘର ବାହାରକୁ ଆସି ଯିବାରୁ ଜୀବନ ବଞ୍ଚି ଯାଇଛି । ଘରର ଜିନିଷ ପତ୍ର ସହ ଧାନ ଚାଉଳ ଭିଜିଯାଇଛି । ଶୁକ୍ରବାର ରାତିରୁ ଆନନ୍ଦପୁର ଅଞ୍ଚଳରେ ଲଗାଣ ବର୍ଷା ଲାଗି ରହିଛି । ତୁରନ୍ତ ପ୍ରଶାସନ ସ୍ତରରେ ତଦନ୍ତ କରାଯାଇ ଥଇଥାନ ପାଇଁ ଦାବି ହେଉଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.