ପ୍ରମୂଖ ଖବର
  • ସୁନ୍ଦରଗଡ଼ : ରାସ୍ତାରେ ହୁତୁ ହୁତୁ ହୋଇ ଜଳିଗଲା କୋଇଲା ବୋଝେଇ ଟ୍ରେଲର; ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • ସମ୍ବଲପୁର : ହୀରାକୁଦରୁ ନିଷ୍କାସନ ହେବ ବର୍ଷର ପ୍ରଥମ ବନ୍ୟାଜଳ, ଆସନ୍ତା ୬ରୁ ଖୋଲିବ ଗେଟ୍
  • ||
  • ସୁନ୍ଦରଗଡ଼ : ହାଇୱା-ଓମିନି ଭ୍ୟାନ୍‌ ମୁହାଁମୁହିଁ ଧକ୍କା:୨ ମୃତ, ୪ ଗୁରୁତର
  • ||
  • ହିମାଚଳ ପ୍ରଦେଶରେ ପ୍ରକୃତିର ତାଣ୍ଡବ; ୩୭ ମୃତ, ୪୦୦ କୋଟିରୁ ଅଧିକ କ୍ଷୟକ୍ଷତି
  • ||
  • ଇଣ୍ଡିଆ-ଇଂଲଣ୍ଡ ଦ୍ବିତୀୟ ଟେଷ୍ଟ,କ୍ୟାପ୍ଟେନ୍ ଶୁବମନଙ୍କ ଡବଲ ସେଞ୍ଚୁରୀ, ୫୧୦ ରନ୍‌ ପିଛା କରୁଛି ଘରୋଇ ଦଳ
  • ||
  • ମୟୂରଭଞ୍ଜ : କାଶିଆବେଡା ଗାଁରେ ଅଭାବନୀୟ ଘଟଣା, ଘରେ ପଶି ବୃଦ୍ଧଙ୍କୁ ଦଳିଦେଲା ଦନ୍ତା
  • ||
  • ଲଗାତାର ଘୂର୍ଣ୍ଣିବଳୟ, ଛାଡ଼ିବନି ବର୍ଷା : ଆଜି ସୁନ୍ଦରଗଡ଼କୁ ଅରେଞ୍ଜ, ୭ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି
  • ||
  • ସରି ଆସୁଛି ଜନ୍ମବେଦୀରେ ଲୀଳାଖେଳା; ଆଜି ସନ୍ଧ୍ୟା ଦର୍ଶନ, ଆଡ଼ପ ମଣ୍ଡପରେ ଶେଷ ଦିଅଁ ଦେଖା
  • ||
  • କଳାହାଣ୍ଡି : ଲଗାଣ ବର୍ଷାର ପ୍ରଭାବ: ଥୁଆମୂଳ ରାମପୁରର ସ୍ଥିତି ବେହାଲ, ଜନଜୀବନ ପ୍ରଭାବିତ
  • ||

ସ୍କୁଲ ବନ୍ଦ ନିର୍ଦ୍ଦେଶକୁ ବିରୋଧ, ବାରଣ୍ଡାରେ ଧାରଣା ଦେଲେ ଶତାଧିକ ଛାତ୍ରଛାତ୍ରୀ

Published By : Harapriya Sethi | April 10, 2025 10:59 AM

ଭୁବନେଶ୍ୱର,୧୦/୦୪: ସ୍କୁଲ ବନ୍ଦ ଚେତାବନୀକୁ ବିରୋଧ । ସ୍କୁଲ ବାରଣ୍ଡାରେ ଧାରଣାରେ ବସିଲେ ଛାତ୍ରଛାତ୍ରୀ । ଏହା କୌଣସି ଉପାନ୍ତ ଅଞ୍ଚଳ ନୁହେଁ ଖୋଦ୍‌ ରାଜଧାନୀ ସ୍ଥିତ ମଞ୍ଚେଶ୍ୱର ରେଲଓ୍ୱେ କଲୋନୀ ସ୍କୁଲର ଶତାଧିକ ଛାତ୍ରଛାତ୍ରୀ ବାରଣ୍ଡାରେ ବସି ଧାରଣା ଦେଉଛନ୍ତି ।

ସୂଚନା ମୁତାବକ, ଭୁବନେଶ୍ୱର ସ୍ଥିତ ମଞ୍ଚେଶ୍ୱର ରେଲଓ୍ୱେ କଲୋନୀରେ ଥିବା ସ୍କୁଲକୁ ବନ୍ଦ କରିବା ପାଇଁ ନିର୍ଦ୍ଦେଶ ଆସିଥିଲା । ଯାହାକୁ ନେଇ ଛାତ୍ରଛାତ୍ରୀମାନେ ବିରୋଧ କରିଥିଲେ । ଏପିରିକି ଗୁରୁବାର ଦିନ ସକାଳୁ ସକାଳୁ ଛାତ୍ରଛାତ୍ରୀମାନେ ସ୍କୁଲ ବାରଣ୍ଡାରେ ବସି ବିରୋଧ କରୁଛନ୍ତି । ସ୍କୁଲ ବାହାରେ ମଧ୍ୟ ଛାତ୍ରଛାତ୍ରୀଙ୍କ ଅଭିଭାବକମାନେ ବିରୋଧ କରୁଛନ୍ତି । ଉକ୍ତ ସ୍ଥାନରେ ସ୍କୁଲ ଚାଲିବା ସପକ୍ଷରେ ସ୍ଥାନୀୟ ନେତା, ବିଧାୟକ ଏବଂ ବିଦ୍ୟାଳୟ କର୍ତ୍ତୃପକ୍ଷ ମତ ଦେଇଛନ୍ତି । କାହା ଚାପରେ ଶିକ୍ଷା ବିଭାଗର ଅଧିକାରୀମାନେ ଏହି ନିଷ୍ପତ୍ତି ନେଇ ଛାତ୍ରଛାତ୍ରୀଙ୍କ ଭବିଷ୍ୟତକୁ ଅନ୍ଧକାରକୁ ଠେଲି ଦେଉଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.