ପ୍ରମୁଖ ଖବର
  • ମଙ୍ଗଳବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରାଜ୍ୟବାସୀଙ୍କୁ ଦେବେ ୧୯,୬୦୦ କୋଟିର ପ୍ରକଳ୍ପ ଭେଟି
  • ||
  • ପୁଲିସକୁ ଢେଲାମାରି ହତ୍ୟା ଉଦ୍ୟମ ଅଭିଯୋଗ: ଦୁର୍ଦ୍ଦାନ୍ତ ପାକା ଗିରଫ, ଭାଇ ଫେରାର
  • ||
  • ଆଜି ସରିବ ମାଟ୍ରିକ୍‌ ପରୀକ୍ଷା: ଭାଇରାଲ୍‌ ଓ ଲିକ୍‌ ଗୁଜବର ଘଟୁନି ଅନ୍ତ, କ୍ରାଇମ୍‌ବ୍ରାଞ୍ଚ୍‌ରେ ବୋର୍ଡ ଏତଲାର ଫଳ ଶୂନ୍ୟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସର ଦମଦାର ପ୍ରଦର୍ଶନ, ଗୁଜରାଟକୁ ୨୫ରନ୍‌ରେ ହରାଇଲା
  • ||
  • କଳାହାଣ୍ଡିରେ ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟ୍‌ର ଘାଇ, ଦେପୁରରେ କୃତ୍ରିମ ବନ୍ୟା
  • ||
  • ରାଜ୍ୟରେ ବଦଳିବ ପାଣିପାଗ ମିଜାଜ: ଆଜିଠୁ କମିବ ତାତି, ୭ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ଟ୍ରକ- ବାଇକ ମୁହାଁମୁହିଁ ଧକ୍କା : ଦମ୍ପତି ମୃତ

ନୂଆପଡା,୩।୧୨ : ୩୫୩ ନଂ ଜାତୀୟ ରାଜପଥ  କୋମନା ଥାନା ଅଧୀନ ମାନିଗୁଡା ଛକ ପାଖରେ ଟ୍ରକ  ଓ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦମ୍ପତିଙ୍କ ମୃତ୍ୟୁ ଘଟିଛି।  ମୃତକମାନେ ହେଲେ   ଜୋଙ୍କ ଥାନା ଅଁଳାଯୁବା ଗ୍ରାମର ଜୟରାମ ମାଝୀ ଓ ତାଙ୍କ ସ୍ତ୍ରୀ।

ଜୋଙ୍କ ଥାନା ଅଁଳାଯୁବା ଗ୍ରାମର ଜୟରାମ ମାଝୀ ଓ ତାଙ୍କ ସ୍ତ୍ରୀ ଏକ ବାଇକ ଯୋଗେ ସମ୍ପର୍କୀୟ ଙ୍କ ଘରକୁ ଯାଉଥିଲେ। କୋମନା ଥାନା ଅଧୀନ ମାନିଗୁଡା ଛକ ପାଖରେ ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ଘଟଣାସ୍ଥଳରେ ଜୟରାମଙ୍କ ମୃତ୍ୟୁ ଘଟିଥିଲା।   ତାଙ୍କ ସ୍ତ୍ରୀ ଗୁରୁତର ହୋଇଥିଲେ। ଘଟଣା ସ୍ଥଳକୁ ତାରାବୋଡ଼ ପୋଲିସ ପହଞ୍ଚି ଉଦ୍ଧାର କରି ୧୦୮ ଆମ୍ବୁଲାନ ଯୋଗେ ନୂଆପଡା ହସ୍ପିଟାଲରେ ଗୁରୁତରଙ୍କୁ ଭର୍ତ୍ତି କରିଥିଲେ। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ  ତାଙ୍କର ମୃତ୍ୟୁ ଘଟିଥିଲା।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.