ପ୍ରମୁଖ ଖବର
  • ଭୁବନେଶ୍ବର : ରାଜ୍ୟର ଉର୍ଦ୍ଦୁ ଶିକ୍ଷକଙ୍କ ମାସିକ ପାରିଶ୍ରମିକ ୭,୪୦୦ ରୁ ୧୫,୦୦୦ ଟଙ୍କାକୁ ବୃଦ୍ଧି
  • ||
  • ଭଦ୍ରକ : ସାଲାଇନ ନଦେବାରୁ ଫାର୍ମାସିଷ୍ଟଙ୍କୁ ନିସ୍ତୁକ ମାଡ଼, ଜଣେ ଅଟକ
  • ||
  • ବଲାଙ୍ଗୀର : ଭିଜିଲାନ୍ସ ଜାଲରେ ଆଗଲପୁର ଅମିନ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ
  • ||
  • ଦ୍ୱାରାଶୁଣି ଘାଟିରେ ଖସିଲା ପିଆଜ ବୋଝଇ ଟ୍ରକ,ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର
  • ||
  • କଟକ: ଶେଷ ହେଲା ଚଳିତ ବର୍ଷର ମାଟ୍ରିକ୍ ପରୀକ୍ଷା, ଏବେ ରେଜଲ୍ଟକୁ ଅପେକ୍ଷା
  • ||
  • ବିଜେପିରେ ମିଶିଲେ ପୂର୍ବତନ ବିଧାୟକ ନବୀନ, ଓ ଶତାଧିକ ବିଜେଡି ଓ କଂଗ୍ରେସ କର୍ମୀ
  • ||
  • କଟକ-ବାରବାଟୀ ନିର୍ବାଚନୀ ଅନିୟମିତତା ମାମଲା, ମହମ୍ମଦ ମୋକିମଙ୍କ ନିର୍ବାଚନକୁ ଅସିଦ୍ଧ ଘୋଷଣା କଲେ ହାଇକୋର୍ଟ
  • ||
  • ଯାନ୍ତ୍ରିକ ତ୍ରୁଟି ଯୋଗୁଁ ଚିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଦୀର୍ଘ ଏକଘଣ୍ଟା ପରେ ଉଦ୍ଧାର ହେଲେ ୩୦ ଯାତ୍ରୀ
  • ||
  • ମଙ୍ଗଳବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରାଜ୍ୟବାସୀଙ୍କୁ ଦେବେ ୧୯,୬୦୦ କୋଟିର ପ୍ରକଳ୍ପ ଭେଟି
  • ||
  • ପୁଲିସକୁ ଢେଲାମାରି ହତ୍ୟା ଉଦ୍ୟମ ଅଭିଯୋଗ: ଦୁର୍ଦ୍ଦାନ୍ତ ପାକା ଗିରଫ, ଭାଇ ଫେରାର
  • ||
  • ଆଜି ସରିବ ମାଟ୍ରିକ୍‌ ପରୀକ୍ଷା: ଭାଇରାଲ୍‌ ଓ ଲିକ୍‌ ଗୁଜବର ଘଟୁନି ଅନ୍ତ, କ୍ରାଇମ୍‌ବ୍ରାଞ୍ଚ୍‌ରେ ବୋର୍ଡ ଏତଲାର ଫଳ ଶୂନ୍ୟ
  • ||
  • WPL-2024: ଦିଲ୍ଲୀ କ୍ୟାପିଟାଲ୍ସର ଦମଦାର ପ୍ରଦର୍ଶନ, ଗୁଜରାଟକୁ ୨୫ରନ୍‌ରେ ହରାଇଲା
  • ||
  • କଳାହାଣ୍ଡିରେ ଇନ୍ଦ୍ରାବତୀ ଦକ୍ଷିଣ କେନାଲରେ ୨୦ ଫୁଟ୍‌ର ଘାଇ, ଦେପୁରରେ କୃତ୍ରିମ ବନ୍ୟା
  • ||
  • ରାଜ୍ୟରେ ବଦଳିବ ପାଣିପାଗ ମିଜାଜ: ଆଜିଠୁ କମିବ ତାତି, ୭ ଜିଲ୍ଲାରେ ବର୍ଷା ସମ୍ଭାବନା
  • ||

ବାୟୁସେନାର ଟ୍ରେନି ଏୟାରକ୍ରାପ୍ଟ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ ମୃତ

ହାଇଦ୍ରାବାଦ, ୦୪/୧୨ : ତେଲେଙ୍ଗାନା ଡିଣ୍ଡିଗୁଲରେ ଭାରତୀୟ ବାୟୁସେନାର ଏକ ଟ୍ରେନି ଏୟାରକ୍ରାପ୍ଟ ଦୁର୍ଘଟଣାଗ୍ରସ୍ତ। ଏହି ଦୁର୍ଘଟଣାର ୨ ଜଣ ପାଇଲଟଙ୍କ ମୃତ୍ୟୁ ହୋଇଛି। ପାଇଲଟଙ୍କ ମଧ୍ୟରେ ଜଣେ ପ୍ରଶିକ୍ଷକ ଏବଂ ଜଣେ କ୍ୟାଡେଟ୍ ସାମିଲ ଅଛନ୍ତି। ବାୟୁସେନାର ଜଣେ ଅଧିକାରୀ ଏନେଇ ସୂଚନା ଦେଇଛନ୍ତି। ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି। 



ସୂଚନାନୁଯାୟୀ, ନିୟମିତ ଉଡାଣ ଭରୁଥିବା ବାୟୁସେନାର ଏକ ଟ୍ରେନି ଏୟାରକ୍ରାପ୍ଟ ସୋମବାର ସକାଳ ୮ଟା ୫୫ରେ ତେଲେଙ୍ଗାନା ଡିଣ୍ଡିଗୁଲରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୨ ଜଣ ପାଇଲଟଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି। ଏନେଇ ତଦନ୍ତ ଚାଲିଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏନେଇ ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ହାଇଦ୍ରାବାଦ ନିକଟରେ ହୋଇଥିବା ଏହି ଦୁର୍ଘଟଣାରେ ୨ ପାଇଲଟଙ୍କ ମୃତ୍ୟୁ ହୋଇଛି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୋର ସମବେଦନା।


    

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.