ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ବାୟୁସେନାର ଟ୍ରେନି ଏୟାରକ୍ରାପ୍ଟ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ ମୃତ

ହାଇଦ୍ରାବାଦ, ୦୪/୧୨ : ତେଲେଙ୍ଗାନା ଡିଣ୍ଡିଗୁଲରେ ଭାରତୀୟ ବାୟୁସେନାର ଏକ ଟ୍ରେନି ଏୟାରକ୍ରାପ୍ଟ ଦୁର୍ଘଟଣାଗ୍ରସ୍ତ। ଏହି ଦୁର୍ଘଟଣାର ୨ ଜଣ ପାଇଲଟଙ୍କ ମୃତ୍ୟୁ ହୋଇଛି। ପାଇଲଟଙ୍କ ମଧ୍ୟରେ ଜଣେ ପ୍ରଶିକ୍ଷକ ଏବଂ ଜଣେ କ୍ୟାଡେଟ୍ ସାମିଲ ଅଛନ୍ତି। ବାୟୁସେନାର ଜଣେ ଅଧିକାରୀ ଏନେଇ ସୂଚନା ଦେଇଛନ୍ତି। ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି। 



ସୂଚନାନୁଯାୟୀ, ନିୟମିତ ଉଡାଣ ଭରୁଥିବା ବାୟୁସେନାର ଏକ ଟ୍ରେନି ଏୟାରକ୍ରାପ୍ଟ ସୋମବାର ସକାଳ ୮ଟା ୫୫ରେ ତେଲେଙ୍ଗାନା ଡିଣ୍ଡିଗୁଲରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ୨ ଜଣ ପାଇଲଟଙ୍କ ମୃତ୍ୟୁ ହୋଇଛି। ଦୁର୍ଘଟଣାର କାରଣ ଅସ୍ପଷ୍ଟ ରହିଛି। ଏନେଇ ତଦନ୍ତ ଚାଲିଛି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଏନେଇ ଦୁଃଖ ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ହାଇଦ୍ରାବାଦ ନିକଟରେ ହୋଇଥିବା ଏହି ଦୁର୍ଘଟଣାରେ ୨ ପାଇଲଟଙ୍କ ମୃତ୍ୟୁ ହୋଇଛି। ଶୋକ ସନ୍ତପ୍ତ ପରିବାର ବର୍ଗଙ୍କୁ ମୋର ସମବେଦନା।


    

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.