ପ୍ରମୂଖ ଖବର
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ଆଇଏଏସ ସଞ୍ଜୟ ସିଂହ ହେଲେ ପୂର୍ତ୍ତ ସଚିବ

Published By : Suraj Kumar | May 9, 2025 10:25 PM

ଭୁବନେଶ୍ବର, ୯।୫ :ଆଇଏଏସ ସଞ୍ଜୟ ସିଂହଙ୍କୁ ପୂର୍ତ୍ତ ସଚିବ ଭାବେ ଦାୟିତ୍ବ ଦିଆଯାଇଛି। ଏଥିସହ ଆଇ ଆଣ୍ଡ ପିଆର  ସଚିବ ଭାବେ  ଅତିରିକ୍ତ ଦାୟିତ୍ବ ତୁଲାଇବେ। ଏଥିସହ ଖାଦ୍ୟ ଓ ଯୋଗାଣ ବିଭାଗ ସଚିବ ଦାୟିତ୍ବରେ ମଧ୍ୟ ରହିବେ। ସେହିପରି ଯାମିନୀ ଷଡଙ୍ଗୀଙ୍କୁ  ଗ୍ରାମ୍ୟ ଉନ୍ନୟନ ସଚିବ ଭାବେ ଦାୟିତ୍ବ ଦିଆଯାଇଛି। ଏ ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.