ପ୍ରମୂଖ ଖବର
  • ଯାତ୍ରା କଳିରେ ପଡିଲା ଯବନିକା, ୫ ବର୍ଷ ରହିବି ବର୍ଷେ ପରେ ମଞ୍ଚରେ ଚଢିବି କହିଲେ ପୀୟୂଷ
  • ||
  • ମହାକାଶକୁ ଉଡ଼ାଣ ଭରିବେ ଶୁଭାଂଶୁ ଶୁକ୍ଳା; ୬ ଥର ଘୁଞ୍ଚିଲା ପରେ ଆସନ୍ତାକାଲି ଲଞ୍ଚ ହେବ ଆକ୍ସିଓମ୍‌-୪ ମିଶନ୍
  • ||
  • ଗଞ୍ଜାମ: ୨ ଦଳିତଙ୍କୁ ଲଣ୍ଡା କରି ଆଣ୍ଠେଇ ଚଲାଇବା ମାମଲା, ଘଟଣାସ୍ଥଳକୁ ଯାଇ ଅନୁଧ୍ୟାନ କରିବ କଂଗ୍ରେସର ଫ୍ୟାକ୍ଟ ଫାଇଣ୍ଡିଂ ଟି
  • ||
  • ବୁଧବାର BMC କର୍ପୋରେସନ ବୈଠକ: ଏକାଧିକ ପ୍ରସ୍ତାବରେ ବାଜିବ ମୋହର, ଉଠିବ ଜଳବନ୍ଦୀ ଓ ଡେଙ୍ଗୁ ପ୍ରସଙ୍ଗ
  • ||
  • ପାଟନାରେ ପୂର୍ବାଞ୍ଚଳ ଶକ୍ତି ମନ୍ତ୍ରୀ ସମ୍ମିଳନୀ, ଆଜି ଯୋଗ ଦେବେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ
  • ||
  • ମହାପ୍ରଭୁଙ୍କୁ ଲାଗି ହେବା ପୂର୍ବରୁ ଦଶମୂଳ ମୋଦକ ଚୋରି, ମାରା ମହୌଷଧି ଶ୍ରୀଜିଉଙ୍କୁ ଲାଗି ହେଲା କିପରି ?
  • ||
  • ଗୋପାଳପୁର ଗଣଦୁଷ୍କର୍ମ ମାମଲା, ୬ ଅଭିଯୁକ୍ତଙ୍କୁ ଦିନିକିଆ ରିମାଣ୍ଡରେ ନେବ କ୍ରାଇମ୍‌ବ୍ରାଞ୍ଚ
  • ||
  • କେନ୍ଦୁଝର: ଟ୍ରକ୍ ପଛରେ ପିଟିହେଲା କନ୍ୟାଯାତ୍ରୀ ବସ୍, ଜଣେ ମୃତ ୧୩ ଗୁରୁତର
  • ||
  • ଇରାନ୍-ଇସ୍ରାଏଲ୍ ଯୁଦ୍ଧ ନେଇ ଟ୍ରମ୍ପ୍‌ଙ୍କ ବଡ଼ ଘୋଷଣା, ୧୨ ଦିନ ପରେ ସମ୍ପୂର୍ଣ୍ଣ ଅସ୍ତ୍ରବିରତି ଘୋଷଣା
  • ||
  • ଘୂର୍ଣ୍ଣିବଳୟ ପ୍ରଭାବରେ ଲଗାଣ ବର୍ଷା: ସପ୍ତାହେ ଯାଏ ପ୍ରବଳ ଛେଚିବ,୨୫ରେ ୩ଟି,୨୬ରେ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ
  • ||

ଆଇସିଏମ୍‌ଏଆଇ ପକ୍ଷରୁ ସୋଆ ପ୍ରତିଷ୍ଠାତା ସଭାପତିଙ୍କୁ ସମ୍ବର୍ଦ୍ଧନା

Published By : Ladu Kishor | May 28, 2025 10:09 PM

ଭୁବନେଶ୍ୱର ୨୮/୫ : ଦେଶରେ ଶିକ୍ଷା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ନିମନ୍ତେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜ ରଂଜନ ନାୟକଙ୍କୁ ଇନଷ୍ଟିଚ୍ୟୁଟ୍‌ ଅଫ୍‌ କଷ୍ଟ୍‌ ଆଣ୍ଡ ମ୍ୟାନେଜେମେଣ୍ଟ ଆକାଉଣ୍ଟାଟସ୍‌ ଅଫ୍‌ ଇଣ୍ଡିଆ (ଆଇସିଏମ୍‌ଏଆଇ) ପକ୍ଷରୁ ମଙ୍ଗଳବାର ସମ୍ବର୍ଦ୍ଧିତ କରାଯାଇଛି।

ଆଇସିଏମ୍‌ଏଆଇ ଭୁବନେଶ୍ୱର ପକ୍ଷରୁ ଏହାର ବରିଷ୍ଠ ଅଧିକାରୀ ଶ୍ରୀ ହେମନ୍ତ କୁମାର ବିଶ୍ୱାଳ ସୋଆ ବିଶ୍ୱବିଦ୍ୟାଳୟ କାର୍ଯ୍ୟାଳୟରେ ପ୍ରଫେସର ନାୟକଙ୍କୁ ସାକ୍ଷାତ କରିବା ସହ ସମ୍ବର୍ଦ୍ଧିତ କରିଥିଲେ ।

ଶିକ୍ଷା କ୍ଷେତ୍ରରେ ଅଭୂତପୂର୍ବ ଅବଦାନ ନିମନ୍ତେ ସୋଆ ଜାତୀୟ ଓ ଅର୍ନ୍ତଜାତୀୟ ସ୍ତରରେ ସୁନାମ ଅର୍ଜନ କରିଛି । ସେହିଭଳି ଶ୍ରୀ ନାୟକଙ୍କ ଔଦ୍ୟୋଗିକତା ଯାତ୍ରା ଏବଂ ସମାଜ ପ୍ରତି କିଛି କରିବାର ପ୍ରତିବଦ୍ଧତା ଅନ୍ୟପାଇଁ ଉଦାହରଣ ସୃଷ୍ଟି କରିଛି ବୋଲି ଆଇସିଏମ୍‌ଏଆଇ ପକ୍ଷରୁ ପ୍ରଶଂସା କରାଯାଇଛି ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.