ପ୍ରମୁଖ ଖବର
  • ଖଣ୍ଡପଡ଼ା: ପୋଖରୀରେ ବୁଡ଼ି ପଞ୍ଚମ ଶ୍ରେଣୀର ଛାତ୍ରଙ୍କ ମୃତ
  • ||
  • ଯଜ୍ଞର ପ୍ରସାଦ ଖାଇ ୫୦ରୁ ଉର୍ଦ୍ଧ୍ବ ଲୋକ ଝାଡ଼ାବାନ୍ତି, ଖଲ୍ଲିକୋଟ ମେଡିକାଲରେ ଭର୍ତ୍ତି
  • ||
  • ଶନିବାରଠୁ ପିଜି ନାମଲେଖା ଆବେଦନ, ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ: ଜୁନ୍‌ ୨୨ରେ ଆଡମିଟ୍‌ କାର୍ଡ, ଜୁଲାଇ ୩ରୁ ୧୪ ପ୍ରବେଶିକା ପରୀକ୍ଷା
  • ||
  • ବାଲିପାଟଣା-ନିମାପଡ଼ା ରାସ୍ତାରେ ବିଦ୍ୟୁତ୍ ଖୁଣ୍ଟକୁ ଧକ୍କା ଦେଲା କାର
  • ||
  • ରଥଖଳା ହାଲ୍‌ଚାଲ୍‌...ନିର୍ମାଣସ୍ଥଳରେ ମୁଗୁର ଓ ନିହଣ ଶବ୍ଦର କମ୍ପନ, ଚାଲିଛି ତୁମ୍ବରେ ବିନ୍ଧ ଖୋଦେଇ
  • ||
  • ବିଜେପି ନେତାଙ୍କ ମାରାଥନ୍‌ ପ୍ରଚାର: ଆଜି ଅଶ୍ୱିନୀ, ହେମାମାଳିନୀ ଓ ତୋମାରଙ୍କ କରିବେ ପ୍ରଚାର, ଧର୍ମେନ୍ଦ୍ର, ଭୂପେନ୍ଦ୍ର, ଅନୁଭବ, ସିଦ୍ଧାନ୍ତ ବି ବୁଲିବେ
  • ||
  • ହରିୟାଣାରେ ଟୁରିଷ୍ଟ ବସ୍ ଦୁର୍ଘଟଣା, ନିଆଁ ଲାଗି ୮ ମୃତ, ୨୪ରୁ ଅଧିକ ଗୁରୁତର
  • ||
  • ସନ୍ଧ୍ୟାରେ ଥମିବ ୫ମ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର, ସୋମବାର ୪୯ ଲୋକସଭା ଆସନରେ ଭୋଟିଂ
  • ||
  • IPL 2024: ଚିନ୍ନାସ୍ୱାମୀରେ ଆରସିବିକୁ ଭେଟିବ ସିଏସ୍‌କେ, ପ୍ଲେ-ଅଫ୍‌ ପାଇଁ ଶେଷ ସୁଯୋଗ
  • ||
  • ରାଜ୍ୟରେ ୧୯ରୁ ବଢ଼ିବ ତାତିି, ୨୦ରୁ କଲବଲ କରିବ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ବିଭିନ୍ନ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ
  • ||

ସୋମବାର ପ୍ରକାଶ ପାଇବ ଆଇସିଏସ୍‌ଇ ରେଜଲ୍ଟ,ଦିନ ୧୧ଟାରେ ବାହାରିବ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ

ଭୁବନେଶ୍ୱର,୦୬/୦୫: ସୋମବାର  କାଉନ୍‌ସିଲ୍‌ ଫର ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌  ଏକ୍ସାମିନ୍‌ନେସନ୍ସ (ସିଆଇଏସ୍‌ସିଇ) ରେଜଲ୍ଟ ପ୍ରକାଶ  ପାଇବ । ଆଇସିଏସ୍‌ଇ (ଦଶମ) ଓ ଆଇଏସ୍‌ସି  (ଦ୍ୱାଦଶ) ଶ୍ରେଣୀର ରେଜଲ୍ଟ ପ୍ରକାଶ ପାଇବ । ଦିନ  ୧୧ଟାରେ ସିଆଇଏସ୍‌ସିଇର ୱେବ୍‌ସାଇଟ୍‌ www. cisce.orgରେ ଫଳ ପ୍ରକାଶ ପାଇବ । ପରୀକ୍ଷା  ଫଳ ପ୍ରକାଶ ପରେ ସ୍କୋର କାର୍ଡ ଡିଜି ଲକର୍‌ ଏବଂ  ବୋର୍ଡ ୱେବ୍‌ସାଇଟ୍‌ ଏବଂ କ୍ୟାରିଅର ପୋର୍ଟାଲ୍‌ରେ  ଉପଲବ୍ଧ ହେବ । ଏଠାରୁ ପରୀକ୍ଷାର୍ଥୀମାନେ  ନିଜର ତଥ୍ୟ ଦେଇ ସ୍କୋର କାର୍ଡ ଡାଉନଲୋଡ୍‌  କରିପାରିବେ । ପାଇଥିବା ନମ୍ବରରେ ସନ୍ତୁଷ୍ଟ ନ ଥିଲେ  ମେ ୧୦ ତାରିଖ ମଧ୍ୟରେ ରିଚେକିଂ ପାଇଁ ଆବେଦନ  କରିପାରିବେ । ଏଥିପାଇଁ ୧ହଜାର ଟଙ୍କା ଆବେଦନ  ଫି ଦାଖଲ କରିବାକୁ ପଡ଼ିବ । ପୁନଃ ମୂଲ୍ୟାୟନ  ପାଇଁ ପେପର ପିଛା ଦେଢ଼ ହଜାର ଟଙ୍କା ଦାଖଲ  କରିବେ । ୪ ସପ୍ତାହ ମଧ୍ୟରେ ରିଚେକିଂ ରେଜଲ୍ଟ  ମିଳିବ । ଫେଲ୍‌ ହୋଇଥିବା ପରୀକ୍ଷାର୍ଥୀଙ୍କ ପାଇଁ  ଜୁଲାଇ ମାସରେ ଇମ୍ପ୍ରୁଭ୍‌ମେଣ୍ଟ ପରୀକ୍ଷା ହେବ ।

  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.