ପ୍ରମୂଖ ଖବର
  • ଏଫ୍‌ଏମ୍‌ କଲେଜ ଛାତ୍ରୀ ଆତ୍ମାହୁତି ଘଟଣା: ଆଜି ବାଲେଶ୍ୱରରେ ଉଚ୍ଚଶିକ୍ଷା ବିଭାଗ କମିଟିର ତଦନ୍ତ, ଉପସ୍ଥିତ ରହିବେ ଆଇସିସିର ସମସ୍ତ ସଦସ୍ୟ
  • ||
  • TRFକୁ ଆତଙ୍କୀ ସଂଗଠନ ଘୋଷଣା କଲା ଆମେରିକା, ପହଲଗାମ ଆତଙ୍କୀ ଆକ୍ରମଣ ପାଇଁ କଲା ଦାୟୀ
  • ||
  • ୨୧ ଯାଏ ଅଧିକ ବର୍ଷା ସମ୍ଭାବନା, ଆଜି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ
  • ||

ରାଉରକେଲାରେ ଓଡ଼ିଶା ବନ୍ଦ ଡାକରାର ପ୍ରଭାବ; ଗାଡ଼ି ଚଳାଚଳ ଠପ୍, ଦୋକାନ ବଜାର ବନ୍ଦ

Published By : Harapriya Sethi | July 17, 2025 11:11 AM

ରାଉରକେଲା,୧୭/୦୭: ଏଫ୍ଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣାର ବିଚାର ବିଭାଗୀୟ ତଦନ୍ତ ଦାବିରେ କଂଗ୍ରେସ ଓ ବାମପନ୍ଥୀ ଦଳ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ବନ୍ଦର ପ୍ରଭାବ ରାଉରକେଲା ଓ ଏହାର ଆଖପାଖ ଅଞ୍ଚଳରେ ଦେଖିବାକୁ ମିଳିଛି । ଯାତ୍ରୀବାହୀ ବସ୍ ଚଳାଚଳ ସମେତ ଅନ୍ୟାନ୍ୟ ଗାଡ଼ି ଚଳାଚଳ ମଧ୍ୟ ବନ୍ଦ ରହିଛି । ଏପରିକି ରାଉରକେଲା ଡେଲି ମାର୍କେଟ, ଇସ୍ପାତ ମାର୍କେଟ ସମେତ ସେକ୍ଟର ଅଞ୍ଚଳରେ ଥିବା ଦୋକାନ ବଜାର ବନ୍ଦ ରହିଛି । ମାତ୍ର ଟ୍ରେନ ଚଳାଚଳ ଉପରେ କୌଣସି ପ୍ରଭାବ ପଡ଼ିନାହିଁ । ଆନ୍ଦୋଳନକାରୀମାନେ ବିଭିନ୍ନ ସ୍ଥାନରେ ରାସ୍ତାରୋକ କରିଛନ୍ତି। ସହରର ବିଭିନ୍ନ ସ୍ଥାନରେ ପୁଲିସ ପକ୍ଷରୁ ଆନ୍ଦୋଳନକାରୀ ହଟା ଯାଉଥିବା ଦେଖିବାକୁ ମିଳିଛି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.