ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ଫୁଲନଖରା କ୍ୟାମ୍ପସରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ

Published By : Gurupada Nath | October 10, 2024 6:21 PM

ଭୁବନେଶ୍ୱର, ୧୦/୧୦ :  ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ ସାଇନ୍‌ସେସ ଆଣ୍ଡ ସମ୍ ହସ୍ପିଟାଲ (ଫୁଲନଖରା କ୍ୟାମ୍ପସ) ପରେ ଅକ୍ଟୋବର ୯ ତାରିଖରେ ବିଶ୍ୱ ମାନସିକ ସ୍ୱାସ୍ଥ୍ୟ ଦିବସ ପାଳିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ମାନସିକ ସ୍ୱାସ୍ଥ୍ୟ ବିଶେଷଜ୍ଞ ତଥା ଓଡିଶା ସରକାରଙ୍କ ମାନସିକ ସ୍ୱାସ୍ଥ୍ୟ ଉପଦେଷ୍ଟା ପ୍ରଫେସର (ଡାକ୍ତର) ନୀଳମାଧବ ରଥ ଯୋଗଦେଇ ଉତମ ମାନସିକ ସ୍ୱାସ୍ଥ୍ୟର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ ।  ଚଳିତ ବର୍ଷର ଥିମ୍‌-“ଏଥର କର୍ମକ୍ଷେତ୍ରରେ ମାନସିକ ସ୍ୱାସ୍ଥ୍ୟକୁ ଗୁରୁତ୍ୱ ଦିଅନ୍ତୁ” ଉପରେ ଡାକ୍ତର ରଥ ନିଜର ବକ୍ତବ୍ୟ  ରଖିଥିଲେ । 

ଏହି ଅବସରରେ ଅନୁଷ୍ଠାନର ଉପ କୁଳପତି ପ୍ରଫେସର (ଡାକ୍ତର) ପ୍ରସନ୍ନଜିତ୍ ମହାନ୍ତି, ହସ୍ପିଟାଲ୍‌ର ଡିନ୍ ପ୍ରଫେସର ଡାକ୍ତର ଅରକ୍ଷିତ ସ୍ୱାଇଁ, ଆସିଷ୍ଟାଂଟ ମେଡିକାଲ୍ ସୁପରିଟେଣ୍ଡେଂଟ ଡଃ ସିଦ୍ଧାର୍ଥ ଗୌତମ ପ୍ରମୁଖ ଯୋଗଦେଇ କର୍ମକ୍ଷେତ୍ରରେ ସୁସ୍ଥ ମାନସିକତା ସହ ସଠିକ୍ ଭାବେ ନିଜ ମାନସିକ ସ୍ୱାସ୍ଥ୍ୟର ଯତ୍ନ ନେବା ଆବଶ୍ୟକତା ଆଲୋକପାତ କରିଥିଲେ । ଏଥିରେ ମାନସିକ ବିଭାଗ ତରଫରୁ ବିଭାଗୀୟ ମୁଖ୍ୟ ପ୍ରଫେସର (ଡାକ୍ତର) ଭବାନୀ ଶଙ୍କର ସିଟ୍‌, ଆସିଷ୍ଟାଂଟ ପ୍ରଫେସର (ଡାକ୍ତର) ଅଭିଷେକ ସାମଲ, ଡାକ୍ତର ସାଇପ୍ରସାଦ ରାୟ, ଡାକ୍ତର ସୁଜାତା ସାହୁ, ଡାକ୍ତର ଜ୍ଞାନେନ୍ଦ୍ର ରଘୁବଂଶୀ, ଡାକ୍ତର ସୁଚରିତା ମିଶ୍ର, ସିନିୟର୍ ରେସିଡେଂଟ   ଡାକ୍ତର ସୁମାଇଲା ଆସିଫ୍ ପ୍ରମୁଖ ମାନସିକ ରୋଗ ଉପରେ ରହିଥିବା ବିଭିନ୍ନ ଭୁଲ ଧାରଣା, ରୋଗର ବିଭିନ୍ନ ଲକ୍ଷଣ ଏବଂ ଚିକିତ୍ସା ପଦ୍ଧତି ତଥା କର୍ମକ୍ଷେତ୍ରରେ କିପରି ବିଭିନ୍ନ ମାନସିକ ପରିସ୍ଥିତିକୁ ମୁକାବିଲା କରିହେବ ଏବଂ ଏକ ସୁସ୍ଥ ଜୀବନ ଯାପନ କରିହେବ ସେ ସମ୍ବନ୍ଧରେ ସମସ୍ତଙ୍କୁ  ଅବଗତ କରାଇଥିଲେ । 

ଏହି କାର୍ଯ୍ୟକ୍ରମରେ ହସ୍ପିଟାଲର ଅନ୍ୟ ବିଭାଗର ଡାକ୍ତର, ନର୍ସିଂ କର୍ମଚାରୀ ଏବଂ ଅନ୍ୟାନ୍ୟ କର୍ମଚାରୀମାନେ ମଧ୍ୟ ଯୋଗଦେଇଥିଲେ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.