ପ୍ରମୂଖ ଖବର
  • ଭୁବନେଶ୍ୱର : ଗଣେଶ ପୂଜା ମଣ୍ଡପରେ ବୁଲିଲା ଖଣ୍ଡା, ଅଭିଯୁକ୍ତ ଗିରଫ
  • ||
  • ଲମତାପୁଟ : ପାଣି ପଶି ବନ୍ଦ ହୋଇଥିଲା ବିଦ୍ୟୁତ ଉତ୍ପାଦନ, ପାଞ୍ଚ ଦିନ ପରେ ଆରମ୍ଭ ହେଲା ମାଛକୁଣ୍ଡ ଜଳବିଦ୍ୟୁତ ପ୍ରକଳ୍ପ
  • ||
  • ଭୁବନେଶ୍ଵର : 'ମୋ ସ୍କୁଲ୍‌ ଅଭିଯାନ' ଏବେ ‘ପଞ୍ଚଶଖା ଶିକ୍ଷା ସେତୁ’, ନାଁ ବଦଳାଇଲେ ସରକାର
  • ||
  • ପାରାଦ୍ଵୀପ : ସଭାଗୃହରେ ଠେଲାପେଲା, ଘଟଣାକୁ ନେଇ କୁଜଙ୍ଗ ଥାନାରେ ୩ ଏତଲା
  • ||
  • ପାଟଣା : ପୋଖରୀରେ ଭାସୁଛି ଯୁବକଙ୍କ ମୃତଦେହ, କାରଣ ଅସ୍ପଷ୍ଟ
  • ||
  • କାଠଯୋଡ଼ି ନଦୀରେ ଭାସିଗଲେ ବୃଦ୍ଧ, ଅଗ୍ନିଶମ ବାହିନୀର ସର୍ଚ୍ଚ ଅପରେସନ ଜାରି
  • ||
  • ପୁରୁଷ ଏସିଆନ୍‌ ଚାମ୍ପିଅନ୍ସ ଟ୍ରଫି: ଆଜି ଭାରତ-ପାକିସ୍ତାନ ଲଢ଼େଇ
  • ||
  • ସୁବର୍ଣ୍ଣପୁର : ନାଳରେ ଭାସୁଛି ମଲା କୁକୁଡ଼ା, କିଏ ପକାଇଲା ତାକୁ ନେଇ ଚର୍ଚ୍ଚା
  • ||
  • ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା, ଉଦ୍ଧାର କାର୍ଯ୍ୟ ଆରମ୍ଭ
  • ||
  • କରଞ୍ଜିଆ : ଜେଲ୍ ମାନୁଆଲକୁ ଉଲଙ୍ଘନ କରିବା ପଡ଼ିଲା ମହଙ୍ଗା, ଜେଲ୍ ୱାର୍ଡର ସ୍ୱାଗତ ରଥ ସସ୍‌ପେଣ୍ଡ
  • ||
  • ପ୍ରଥମ ମଙ୍କିପକ୍ସ ଟିକାକୁ ଡବ୍ଲ୍ୟୁଏଚ୍‌ଓ ମଞ୍ଜୁରି, ୪ ସପ୍ତାହ ବ୍ୟବଧାନରେ ୨ଟି ଡୋଜ୍‌ ନେବେ ୧୮ ବର୍ଷରୁ ଊଦ୍ଧ୍ୱର୍
  • ||
  • ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଲୀଳା: କଂସକୁ ମାରିଲେ ଶ୍ରୀକୃଷ୍ଣ, ରାଜା ହେଲେ ଉଗ୍ରସେନ
  • ||
  • ଭଞ୍ଜନଗର : ଗଣେଶ ଭସାଣି ବେଳେ ଗଣ୍ଡଗୋଳ, ଦୁଇ ଗୋଷ୍ଠୀ ମଧ୍ୟରେ ଟେକାପଥର ମାଡ଼
  • ||
  • ଏ ବର୍ଷ ହାଡ଼ଭଙ୍ଗା ଶୀତ, ଡିସେମ୍ବର-ଜାନୁଆରୀରେ ଥଣ୍ଡା ପ୍ରକୋପ ଅଧିକ: IMD
  • ||
  • ବଙ୍ଗୋପସାଗରରେ ଅବପାତର ରୂପ ନେବ ଲଘୁଚାପ ! ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା, ମୟୂରଭଞ୍ଜକୁ ରେଡ୍ ଆଲର୍ଟ
  • ||

ବର୍ଷାରେ ଘାଟିରୁ ପଥର ଖସି ରାସ୍ତା ଅବରୋଧ

ମାଲକାନଗିରି/ଖଇରପୁଟ, ୬/୮(ଆପ୍ର ):  ମାଲକାନଗିରି ଜିଲ୍ଲାରେ ଦୀର୍ଘ ୨୨ ଦିନ ଧରି ଲଗାଣ ବର୍ଷା ଲାଗି ରହିବା ଦ୍ୱାରା ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ଘଟିଛି । ବିଶେଷ କରି ବଣ୍ଡା ଘାଟିରେ ଦୁଇଥର ପାହାଡ଼ ଧସି ଯୋଗାଯୋଗ ବିଛିନ୍ନ ହୋଇଛି। ପ୍ରଶାସନ ପକ୍ଷରୁ ଯୁଦ୍ଧକାଳୀନ ଭିତିରେ ବଣ୍ଡା ଘାଟି ରାସ୍ତା ମରାମତି କରାଯିବା ପରେ ଯାତାୟତ ସ୍ୱାଭାବିକ ହୋଇପାରିଛି। 

ପୁଣି ଗତ କାଲି ରାତି‌ରେ  ପ୍ରବଳ ବର୍ଷାରେ ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଳକ୍ ବଣ୍ଡାଘାଟୀର ମାଙ୍କଡ ଝୋଲା ଝରଣାରେ ପ୍ରବଳ ବେଗରେ ପାଣି ପ୍ରଭାବିତ ହୋଇ ପାହାଡ ଉପରୁ ଝରଣା ପାଣିରେ ମାଟି ପଥର ଖସି ଆସି  ରାସ୍ତା ଅବରୋଧ ହୋଇଥିଲା। ବ୍ଲକ ପ୍ରଶାସନିକ ଅଧିକାରୀ ସେଠାରେ ପହଁଚି ରାସ୍ତାରୁ ମାଟି ପଥର ହଟାଇବା ପରେ ଖଇରପୁଟରୁ ବଣ୍ଡା ଘାଟି ମୁଦୁଲିପଡାକୁ ଯାନବାହାନ ଚଳାଚଳ ସ୍ୱାଭାବିକ ହୋଇଛି।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.