ପ୍ରମୂଖ ଖବର
  • ପଦରୁ ଇସ୍ତଫା ଦେଲେ ବିଷ୍ଣୁପଦ ସେଠୀ, ମୁଖ୍ୟ ଶାସନ ସଚିବଙ୍କୁ ଦେଲେ ପତ୍ର
  • ||
  • କଂଗ୍ରେସ ସଂକଳ୍ପ ସମାବେଶ ଯାତ୍ରା ବେଳେ ତଳେ ପଡିଗଲେ ପିସିସି ସଭାପତି ଭକ୍ତ ଦାସ
  • ||
  • ଖୁଡ଼ିର ପୁତୁରା ପାପ ସଂପର୍କ ବିରୋଧ କରିବା ପଡିଲା ମହଙ୍ଗା, ସ୍ବାମୀଙ୍କୁ ମାରିଦେଇଥିବା ଅଭିଯୋଗ
  • ||
  • IAS ବିଷ୍ଣୁପଦ ସେଠୀଙ୍କ ଘରେ ସିବିଆଇ ରେଡ୍, ବ୍ରିଜ୍ ଆଣ୍ଡ ରୁଫ୍ କମ୍ପାନୀ ଲିଙ୍କ୍‌କୁ ନେଇ ଖୋଳତାଡ଼
  • ||
  • ବାହାଘର ଭୋଜି ଖାଇବା ହେଲା କାଳ: ୩୦୦ ଅସୁସ୍ଥ, ୮୦ ଗୁରୁତର ବିଭିନ୍ନ ହସ୍‌ପିଟାଲରେ ଭର୍ତ୍ତି
  • ||
  • ଦେବଗଡ଼: ବିପଦରେ ଗଜରାଜ, ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦନ୍ତା ହାତୀ ମୃତ
  • ||
  • କୁଜଙ୍ଗ ବଜାର ନିକଟରେ ଓଲଟିଲା ମଦ ବୋଝେଇ ଟ୍ରକ୍ , ହେଲପର୍ ମୃତ, ଡ୍ରାଇଭର ଆହତ
  • ||
  • ପୁରୀ: ବୁଧବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ
  • ||
  • ଏଫ୍‌ଆଇଏଚ୍‌ ପ୍ରୋ ଲିଗ୍‌: ଆଜି ଜର୍ମାନୀକୁ ଭେଟିବ ପୁରୁଷ ଭାରତୀୟ ଦଳ, ମହିଳା ଟିମ୍ ସ୍ପେନ୍‌କୁ ଦେବ ଟକ୍କର
  • ||
  • ଜ୍ଞାନେଶ କୁମାର ମୁଖ୍ୟ ନିର୍ବାଚନ କମିଶନର, ବୁଧବାର ସମ୍ଭାଳିବେ ଦାୟିତ୍ବ, ଆଜି ଅବସର ନେବେ ରାଜୀବ କୁମାର
  • ||
  • ଖରା ପାଇଁ ଉଚ୍ଚଶିକ୍ଷା ବିଭାଗର ମାର୍ଗଦର୍ଶିକା, କଲେଜ ଓ ବିଶ୍ୱବିଦ୍ୟାଳୟରେ ସକାଳୁଆ ପଢ଼ା, ନିଷ୍ପତ୍ତି ନେବେ
  • ||
  • ଆଜିଠୁ ଯୁକ୍ତ ଦୁଇ ବୋର୍ଡ ପରୀକ୍ଷା: ୧୨୭୬ କେନ୍ଦ୍ରରେ ୩ ଲକ୍ଷ ୯୩ ହଜାର ପରୀକ୍ଷାର୍ଥୀ,କପି ରୋକିବ ୩୫ ସ୍କ୍ୱାଡ ଡିପୋ
  • ||

ନବଦାସଙ୍କ ଭାଇଙ୍କ ଘରେ ବଡ଼ ଧରଣର ରେଡ୍‌, ତନାଘନା କରୁଛି ଆୟକର ଟିମ୍‌

Published By : Harapriya Sethi | January 17, 2025 10:55 AM

ସମ୍ୱଲପୁର,୧୭/୦୧: ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଆୟକର ବିଭାଗର ଚଢାଉ । ଆୟକର ଫାଙ୍କିବା ଅଭିଯୋଗରେ ଏହି ରେଡ୍‌ କରାଯାଉଛି । ବ୍ରଜ ଦାସଙ୍କ ଘରେ ଏବଂ ସିଟି ଷ୍ଟେସନ୍‌ ନିକଟସ୍ଥ ଭଡ଼ା ଘରେ ଶୁକ୍ରବାର ରେଡ୍‌ କରାଯାଉଛି । ୧୦ଟି ଇନୋଭା ଗାଡ଼ିରେ ଆୟକର ବିଭାଗର ଟିମ୍‌ ଆସି ନବ ଦାସଙ୍କ ଭାଇ ବ୍ରଜ ଦାସଙ୍କ ଘରେ ଚଢାଉ କରୁଛନ୍ତି । ଏକକାଳୀନ ୧୫ ଟି ସ୍ଥାନରେ ୨୦ ରୁ ଅଧିକ ଟିମ୍‌ ରେଡ୍‌ ଜାରି ରଖିଛନ୍ତି ।
କହିରଖୁ କି, ସ୍ୱର୍ଗତ ନେତା ନବ ଦାସଙ୍କ ଭାଇ ବ୍ରଜକିଶୋଦ ରାସ ଜଣେ ସୁପର କ୍ଲାସ କଣ୍ଟ୍ରାକ୍ଟର । ଦୀର୍ଘଦିନ ଧରି ସେ ଆୟକର ଫାକିବା ନେଇ ଅଭିଯୋଗ ହେଉଥିଲା । ଏହି ଅଭିଯୋଗରେ ଚଢାଉ କରାଯାଉଛି । 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.