ପ୍ରମୁଖ ଖବର
  • ନୂଆଦିଲ୍ଲୀ : ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ: ୧୬୭ ଜଣଙ୍କ ବିରୋଧରେ ସଙ୍ଗିନ ମାମଲା, କଂଗ୍ରେସର ଭେଙ୍କଟରମଣ ସବୁଠୁ ଧନୀ
  • ||
  • ଭୁବନେଶ୍ୱର : ପିସିସି ପ୍ରଚାର କମିଟି ବୈଠକ, ୨୮ରେ ଓଡ଼ିଶା ଆସିବେ ରାହୁଲ ଗାନ୍ଧି
  • ||
  • ଆଇପିଏଲ୍‌ରେ ଆଜି ଦିଲ୍ଲୀ ଓ ଗୁଜୁରାଟ ମଧ୍ୟରେ ଟକ୍କର, ଅହମ୍ମଦାବାଦରେ ହେବ ମୁକାବିଲା
  • ||
  • ଦୁବାଇରେ ବର୍ଷାର ପ୍ରକୋପ, ଚାରିଆଡେ ଖାଲି ପାଣି ପାଣି, ଓମାନରେ ଚାଲିଗଲା ୧୮ ଜୀବନ
  • ||
  • ଭୁବନେଶ୍ଵର : ଅସହ୍ୟ ତାତି ଓ ଗୁଳୁଗୁଳିରେ ସିଝୁଛି ରାଜ୍ୟ, ୪ ଦିନ ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ, ୧୮ ଓ ୧୯ରେ ୪୫ ଡିଗ୍ରୀ ଛୁଇଁବ
  • ||
  • ଭୁବନେଶ୍ଵର : ଆଜି ପବିତ୍ର ରାମନବମୀ, ପ୍ରାଣ ପ୍ରତିଷ୍ଠା ପରେ ଅଯୋଧ୍ୟାରେ ପ୍ରଥମ ରାମନବମୀ, ଆସିବେ ୨୫ ଲକ୍ଷ ଶ୍ରଦ୍ଧାଳୁ
  • ||

ଜନଜାତି ବହୁଳ ଜିଲ୍ଲାମାନଙ୍କରେ ନିୟୋଜିତ ବହୁଭାଷୀ ଶିକ୍ଷକଙ୍କ ପାରିତୋଷିକ ୧୦ହଜାରକୁ ବୃଦ୍ଧି

ଭବନେଶ୍ବର,୨/୩ : ରାଜ୍ୟର ଜନଜାତି ବହୁଳ ଜିଲ୍ଲାମାନଙ୍କରେ ଜନଜାତି ବର୍ଗର ପିଲାମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE(EV)) ନିୟୋଜିତ କରାଯାଇଛି।

ସୂଚନାଯୋଗ୍ୟ ଯେ, ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ବର୍ତ୍ତମାନ ସେମାନଙ୍କ ଦାବିକୁ ସହୃଦୟତାର ସହ ବିଚାର କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE (EV)) ମାନଙ୍କ ପାରିତୋଷିକ  ୫୩୭୯ଟଙ୍କାରୁ  ୧୦ହଜାର  ଟଙ୍କାକୁ   ବୃଦ୍ଧି  କରାଯାଇଛି । ଏତଦବ୍ୟତୀତ ଯୋଗ୍ୟତା ଭିତ୍ତିରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂଖ୍ୟାଲଘୁ ସଂପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗରେ ବହୁଭାଷୀ  ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ  ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.