ପ୍ରମୂଖ ଖବର
  • ଛତ୍ରପୁର: ଡିଆରଡିଏ ଛକରେ ଗୋମାଂସ ଟ୍ରକକୁ ଧରିଲା ବଜରଙ୍ଗଦଳ,୧୨ ଟନ୍ ଗୋମାଂସ ଜବତ, ୨ ଅଟକ
  • ||
  • ଭୁବନେଶ୍ବର ଷ୍ଟେସନ ନିକଟରେ ମାଲବାହୀ ଟ୍ରେନ ଲାଇନଚ୍ୟୁତ, ଅଟକିଛି ଅନେକ ଟ୍ରେନ୍
  • ||
  • ମଝି ଚିିଲିକାରେ ପୁଣି ଫସିଲା ଯାତ୍ରୀବାହୀ ଡଙ୍ଗା, ଡଙ୍ଗାରେ ଅଛନ୍ତି ୧୭ ଯାତ୍ରୀ
  • ||
  • ଦିଲ୍ଲୀ ଦ୍ବାରିକା ସେକ୍ଟର ୧୨ରେ ଭୁଶୁଡ଼ିଲା ନିର୍ମାଣାଧୀନ ହସ୍ପିଟାଲ କୋଠା, ଜଣେ ମୃତ, ୯ ଆହତ
  • ||
  • କାରଗିଲ୍‌ ବିଜୟ ଦିବସ ୨୫ ବର୍ଷ ପୂର୍ତ୍ତି, ଯୁଦ୍ଧ ସହିଦ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଦେବେ ମୋଦି
  • ||
  • ଶୁକ୍ରବାର ପ୍ୟାରିସ ଅଲିମ୍ପିକ ଉଦ୍‌ଘାଟନୀ ଉତ୍ସବ, ପରେଡରେ ସାମିଲ ହେବେ ୭୦୦୦ କ୍ରୀଡ଼ାବିତ
  • ||

ଜନଜାତି ବହୁଳ ଜିଲ୍ଲାମାନଙ୍କରେ ନିୟୋଜିତ ବହୁଭାଷୀ ଶିକ୍ଷକଙ୍କ ପାରିତୋଷିକ ୧୦ହଜାରକୁ ବୃଦ୍ଧି

ଭବନେଶ୍ବର,୨/୩ : ରାଜ୍ୟର ଜନଜାତି ବହୁଳ ଜିଲ୍ଲାମାନଙ୍କରେ ଜନଜାତି ବର୍ଗର ପିଲାମାନଙ୍କୁ ଶିକ୍ଷା ପ୍ରତି ଆକୃଷ୍ଟ କରିବା ପାଇଁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE(EV)) ନିୟୋଜିତ କରାଯାଇଛି।

ସୂଚନାଯୋଗ୍ୟ ଯେ, ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲ୍ଲା ଗସ୍ତ ଅବସରରେ ସେମାନେ ସେମାନଙ୍କ ଅସୁବିଧା ସଂପର୍କରେ ଅଧ୍ୟକ୍ଷଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ବର୍ତ୍ତମାନ ସେମାନଙ୍କ ଦାବିକୁ ସହୃଦୟତାର ସହ ବିଚାର କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ବହୁଭାଷୀ ଶିକ୍ଷା ସ୍ବେଚ୍ଛାସେବୀ (MLE (EV)) ମାନଙ୍କ ପାରିତୋଷିକ  ୫୩୭୯ଟଙ୍କାରୁ  ୧୦ହଜାର  ଟଙ୍କାକୁ   ବୃଦ୍ଧି  କରାଯାଇଛି । ଏତଦବ୍ୟତୀତ ଯୋଗ୍ୟତା ଭିତ୍ତିରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ସଂଖ୍ୟାଲଘୁ ସଂପ୍ରଦାୟ ଓ ପଛୁଆବର୍ଗ କଲ୍ୟାଣ ବିଭାଗରେ ବହୁଭାଷୀ  ଶିକ୍ଷକମାନଙ୍କୁ ନିୟମିତ କରିବା ପାଇଁ  ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.