ପ୍ରମୂଖ ଖବର
  • ବରମୁଣ୍ଡା ସମାବେଶରେ ରାହୁଲଙ୍କ ରଣହୁଙ୍କାର : 'ସମ୍ବିଧାନକୁ ଆକ୍ରମଣ କରୁଛି ଡବଲ ଇଞ୍ଜିନ, ଓଡ଼ିଶା ବଞ୍ଚାଇବା ଆମ ଦାୟିତ୍ଵ'
  • ||
  • ବାଲେଶ୍ୱର : ରକ୍ତ ସମ୍ପର୍କରେ ରକ୍ତ ଛିଟା; ପୂର୍ବ ଶତ୍ରୁତାରୁ ସାନଭାଇକୁ ହାଣିଲା ବଡ଼ଭାଇ
  • ||
  • ଅନୁଗୁଳ : ଟ୍ରେଲରକୁ ପିଟିଲା ବାଇକ୍‌: ଜଣେ ମୃତ, ଜଣେ ଗୁରୁତର
  • ||
  • ଭଦ୍ରକ : ଷଣ୍ଢ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର
  • ||
  • ପାକିସ୍ତାନର ବେଲୁଚିସ୍ତାନରେ ଆତଙ୍କୀ ହମଲା, ବସ୍‌କୁ ଅଟକାଇ ୯ ଜଣଙ୍କୁ ହତ୍ୟା କଲେ ଆତଙ୍କୀ
  • ||
  • ସୁବର୍ଣ୍ଣପୁର : ସରପଞ୍ଚଙ୍କ ସ୍ୱାମୀଙ୍କୁ ନିର୍ମମ ହତ୍ୟା, କାରଣ ଅସ୍ପଷ୍ଟ
  • ||
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

ପ୍ରଥମ ଇନିଂସରେ ଭାରତ ୫୮୭ ରନରେ ଆଉଟ; ଗିଲ୍ ବନିଲେ ସବୁଠାରୁ ବଡ଼ ଇନିଂସ ଖେଳିଥିବା ଭାରତୀୟ ଅଧିନାୟକ

Published By : Bijay Swain | July 3, 2025 10:22 PM

Image courtesy: bcci

ନୂଆଦିଲ୍ଲୀ: ଆଣ୍ଡରସନ୍-ତେନ୍ଦୁଲକର ଟ୍ରଫିର ଦ୍ୱିତୀୟ ଟେଷ୍ଟର ପ୍ରଥମ ଇନିଂସରେ ଭାରତୀୟ ଦଳ ଇଂଲଣ୍ଡ ବିପକ୍ଷରେ ୫୮୭ ରନରେ ଅଲଆଉଟ୍ ହୋଇଯାଇଥିଲା। ଗୁରୁବାର, ମ୍ୟାଚର ଦ୍ୱିତୀୟ ଦିନ ଟିମ୍ ଇଣ୍ଡିଆ ୩୧୦/୫ ସ୍କୋରରୁ ଖେଳିବା ଆରମ୍ଭ କରିଥିଲା।

ଭାରତ ପକ୍ଷରୁ ଶୁଭମନ ଗିଲ୍ ୨୬୯ ରନ କରି ଆଉଟ ହୋଇଥିଲେ। ସେ ଟେଷ୍ଟରେ ସବୁଠାରୁ ବଡ଼ ଇନିଂସ ଖେଳିଥିବା ଭାରତୀୟ ଅଧିନାୟକ ହେବାର ଗୌରବ ଅର୍ଜନ କରିଛନ୍ତି। ସେହିପରି ଯଶସ୍ୱୀ ଜୟସୱାଲ ୮୭ ରନ କରି ଆଉଟ ହୋଇଥିଲେ ଏବଂ ରବିନ୍ଦ୍ର ଜାଡେଜା ୮୯ ରନ କରି ଆଉଟ ହୋଇଥିଲେ। ୱାଶିଂଟନ ସୁନ୍ଦର ମୋଟ୍ ୪୨ ରନର ଅବଦାନ ରଖିଥିଲେ।

ଇଂଲଣ୍ଡ ପକ୍ଷରୁ ସୋଏବ ବଶିର ୩ ୱିକେଟ ନେଇଥିଲେ। କ୍ରିସ୍ ୱକ୍ସ ଏବଂ ଜୋଶ୍ ଟଙ୍ଗ୍ ପ୍ରତ୍ୟେକେ ୨-୨ ୱିକେଟ ପାଇଥିଲେ। ବ୍ରାଇଡନ୍ କାର୍ସେ, ଜୋ ରୁଟ୍ ଏବଂ ଅଧିନାୟକ ବେନ୍ ଷ୍ଟୋକ୍ସ ଗୋଟିଏ ଲେଖାଏଁ ୱିକେଟ ପାଇଥିଲେ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.