PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କୋଇଡା ବ୍ଲକର ଫଟାଟାଙ୍ଗର ଆଶ୍ରମ ଛାତ୍ରୀ ନିବାସରେ ଖାଦ୍ୟ ଖାଇ ୧୦୦ରୁ ଊର୍ଦ୍ଧ୍ବ ଛାତ୍ରୀ ଅସୁସ୍ଥ
  • ||
  • ୫ମ ଟେଷ୍ଟ: ଜୋ ରୁଟ୍‌ ଏବଂ ଜନି ବୈୟାରିଷ୍ଟୋଙ୍କ ଶତକୀୟ ଇନିଂସ, ଭାରତକୁ ୭ ଓ୍ବିକେଟରେ ହରାଇ ସିରିଜ ବରାବର୍‌ କଲା ଇଂଲଣ୍ଡ
  • ||
  • ପୁଣି ରାଜଧାନୀରେ ଛାତ୍ରୀଙ୍କ ଆତ୍ମହତ୍ୟା, ଭୁବନେଶ୍ବର ସ୍ଥିତ ଆଚାର୍ଯ୍ୟବିହାର ନିକଟ ଏକ ଭଡାଘରୁ ଛାତ୍ରୀଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜ୍ୟରେ ଉତ୍କଟ ବେକାରୀ ସମସ୍ୟା, ମୁଲତବୀ ପ୍ରସ୍ତାବ ଆଲୋଚନା ବେଳେ ସରକାରଙ୍କୁ ଘେରିଲେ ବିରୋଧୀ
  • ||
  • ପଟ୍ଟାମୁଣ୍ଡାଇ : ମୋବାଇଲ୍ ଗେମ୍ ହେଲା କାଳ, ଅନଲାଇନ୍ ଗେମ୍ ଖେଳି ୧୦ ହଜାର ଟଙ୍କା ହାରିଯିବାରୁ ଆତ୍ମହତ୍ୟା କଲେ ଯୁବକ
  • ||
  • ସମ୍ଵଲପୁର : ବାଇକ୍‌କୁ ଧକ୍କା ଦେଲା ଅଜଣା ଟ୍ରକ୍, ୨ ମୃତ ଜଣେ ଗୁରୁତର
  • ||
  • ଭୁବନେଶ୍ଵର : ରାଜ୍ୟରେ ନିର୍ମାଣ ହେବ ୫୫ଟି ନୂତନ ବାତ୍ୟା ଓ ବନ୍ୟା ଆଶ୍ରୟସ୍ଥଳୀ, ଦ୍ଵିତୀୟ ପର୍ଯ୍ୟାୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୨୯ କୋଟି ୩୬ ଲକ୍ଷ ମଞ୍ଜୁର
  • ||
  • କୋରାପୁଟ : ପୋଲିସ ପଞ୍ଝାରେ ଦୁଇ ନକଲି ମାଓବାଦୀ, ବ୍ୟବସାୟୀଙ୍କୁ ହତ୍ୟା ଧମକ ଦେଇ ମାଗୁଥିଲେ ୫ ଲକ୍ଷ
  • ||
  • ଝାରସୁଗୁଡା : ଜଙ୍ଗଲ ଭିତରୁ ବାପା ଓ ଝିଅ-ପୁଅଙ୍କ ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଲମତାପୁଟ: କମାଣ୍ଡର ଜିପ୍‌ରୁ ୩୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ଡ୍ରାଇଭର ଫେରାର
  • ||
  • ପୁରୀ: ଆଜି ହେରାପଞ୍ଚମୀ, ନନ୍ଦିଘୋଷ ରଥ ଭାଙ୍ଗି ରାଗ ଶୁଝାଇବେ ଅଭିମାନିନୀ ମା’ ଲକ୍ଷ୍ମୀ ସାଆନ୍ତାଣୀ
  • ||
  • ଭୁବନେଶ୍ୱର: ଉତ୍ତର ଓଡ଼ିଶାରେ ଲଘୁଚାପ ବଳୟ ସୃଷ୍ଟି, ୪ ଦିନ ପ୍ରବଳ ବର୍ଷା: ୧୧ ଜିଲ୍ଲାରେ ପ୍ରବଳ ଛେଚିବ
  • ||

କ୍ରିକେଟ୍ ବିଶ୍ବକପ୍: ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି ଭାରତ

LONDON, ENGLAND - MAY 25: Jasprit Bumrah of India celebrates with his teammates after dismissing Colin Munro of New Zealand during the ICC Cricket World Cup 2019 Warm Up match between India and New Zealand at The Kia Oval on May 25, 2019 in London, England. (Photo by Jordan Mansfield/Getty Images)

ନୂଆଦିଲ୍ଲୀ,୨୨।୬: କ୍ରିକେଟ୍ ବିଶ୍ୱକପରେ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି ଭାରତ। ଅଧିନାୟକ ବିରାଟ କୋହଲି ସାଉଥହାମ୍ପଟନ୍ ଆଫଗାନିସ୍ତାନ ବିପକ୍ଷରେ ପ୍ରଥମେ ବ୍ୟାଟିଂ କରିବାକୁ ଚୟନ କରିଛନ୍ତି । ତେବେ ଭାରତୀୟ ଟିମରେ ଗୋଟିଏ ପରିବର୍ତ୍ତନ ହୋଇଛି । ପାକିସ୍ତାନ ବିପକ୍ଷରେ ହୋଇଥିବା ଗତ ମ୍ୟାଚରେ ଆହତ ହୋଇଥିବା ଭୁବନେଶ୍ୱର କୁମାରଙ୍କ ବଦଳରେ ଦଳରେ ମହମ୍ମଦ ସାମିଙ୍କୁ ସୁଯୋଗ ମିଳିଛି ।

ଅନ୍ୟପଟେ ବର୍ତମାନ ଯାଏଁ ବିଶ୍ୱକପରେ ଅପରାଜେୟ ରହିଥିବା ଭାରତ, ଆଫଗାନିସ୍ତାନ ବିପକ୍ଷରେ ବିଜୟ ଧାରାକୁ ବଜାୟ ରଖିବା ଲକ୍ଷ୍ୟ ପଡିଆକୁ ଓହ୍ଲାଇବ । ବିଶ୍ୱକପ ଅଭିଯାନର ପଂଚମ ମ୍ୟାଚରେ ଭାରତ ଅନଭିଜ୍ଞ ଆଫଗାନିସ୍ତାନକୁ ଭେଟୁଛି । ବର୍ତମାନ ଚମକ୍ରାର ଫର୍ମରେ ରହିଛି ଟିମ୍ ଇଣ୍ଡିଆ । ତେଣୁ ଆଫଗାନିସ୍ତାନ ବିପକ୍ଷ ମ୍ୟାଚରୁ ପୁରା ୨ ପଏଂଟ ହାସଲ କରି ଦଳ ପଏଂଟ ଚେବୁଲରେ ନିଜ ସ୍ଥିତି ଦୃଢ କରିବାକୁ ଉଦ୍ୟମ କରିବ ବିରାଟ ବାହିନୀ ।