ପ୍ରମୂଖ ଖବର
  • ବଲାଙ୍ଗୀର : ଲାଞ୍ଚ ନେଇ ଧରାପଡିଲେ କନିଷ୍ଠ ଯନ୍ତ୍ରୀ, ହରେକୃଷ୍ଣ ସାହୁଙ୍କ ଠାରୁ ୭ ହଜାର ଟଙ୍କା ଜବତ କଲା ଭିଜିଲାନ୍ସ
  • ||
  • ବୌଦ୍ଧ : ସାମାନ୍ୟ ବଚସାକୁ ନେଇ ଛୁରା ମାଡ, ଯୁବକ ମୃତ
  • ||
  • ଉଦଳା : ମରିଗଲା ମାନବିକତା, ପୋଲ ତଳେ ନବଜାତକକୁ ଛାଡି ଚାଲିଗଲା ମା
  • ||
  • ଗୁଣପୁର : ପିକ୍‌ଅପ୍ ଭ୍ୟାନ୍ ସହ ୨୫ ଟି ଶାଳ କାଠ ଜବତ, ୨ ଗିରଫ
  • ||
  • ୧୦,୩୦୦ କୁଇଣ୍ଟାଲ୍ ଅର୍ପଣ ଚାଉଳ ନିଲାମ; ୨ କୋଟି ୮୬ ହଜାର ଟଙ୍କାରେ ନିଲାମ, ଶ୍ରୀମନ୍ଦିର ପାଣ୍ଠିରେ ଜମା ହେବ ଟଙ୍କା
  • ||
  • ରାଜଧାନୀରେ ପୋଲିସକୁ ଛୁରାମାଡ଼, କନେଷ୍ଟବଳ ଆହତ
  • ||
  • ଭୁବନେଶ୍ୱର ବିମାନ ବନ୍ଦରରେ ନିର୍ମାଣ ହେବ ତୃତୀୟ ଟର୍ମିନାଲ, ସୂଚନା ଦେଲେ କେନ୍ଦ୍ରମନ୍ତ୍ରୀ
  • ||
  • ଜିଲ୍ଲା ଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ କୋରାପୁଟ ବନ୍ଦ ଡାକରା, ୩୨୬ ନମ୍ବର ରାଞ୍ଚି – ବିଜାଓ୍ବାଡା ଜାତୀୟ ରାଜପଥ ଅବରୋଧ
  • ||
  • ପାଟଣା : ଗାଧୋଇବା ବେଳେ ଅଘଟଣ, ପୋଖରୀରେ ବୁଡି ୪ ବର୍ଷର ଶିଶୁପୁତ୍ରର ମୃତ୍ୟୁ
  • ||
  • ଚୌଦ୍ବାର : ରେଳ ଧାରଣରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ
  • ||
  • ଉଦଳା : ସିସିଟିଭିରେ ଗାମୁଛା ଗୁଡ଼ାଇ ଚୋରି, ଦେଢ଼ ଲକ୍ଷ ଟଙ୍କାର ସୁନା ଅଳଙ୍କାର ସହ ୨୦ ହଜାରରୁ ଉର୍ଦ୍ଧ୍ୱ ଟଙ୍କା ଲୁଟ୍
  • ||
  • ବଣାଇ : ରେଡ଼ିଓକୁଲାର ଲଗାଇବା ପରେ ଦନ୍ତାର ଉତ୍ପାତ, ଘରେ ପଶି ବ୍ୟକ୍ତିଙ୍କୁ କଚାଡ଼ି ମାରିଲା ହାତୀ
  • ||
  • ସୁନ୍ଦରଗଡ : ଘରେ ପଶି ଦୁଇ ଗାଡି ଜାଳିଦେଲେ ଦୁର୍ବୃତ୍ତ; ଜଣେ ଅଟକ
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଦକ୍ଷିଣ ଆଫ୍ରିକା - ୱେଷ୍ଟଇଣ୍ଡିଜ୍‌ ମଧ୍ୟରେ ଟକ୍କର, ସ୍ୱତନ୍ତ୍ର ଜର୍ସି ପିନ୍ଧି ଖେଳିବ ଦ.ଆଫ୍ରିକା
  • ||
  • ଜିଲ୍ଲାଭିତ୍ତିକ ନିଯୁକ୍ତି ଦାବିରେ ୧୨ ଘଣ୍ଟିଆ ନବରଙ୍ଗପୁର ବନ୍ଦ: ଯାତାୟାତ ଠପ୍‌, ଯାତ୍ରୀ ହନ୍ତସନ୍ତ
  • ||
  • ଦଶହରାରେ ବର୍ଷା ନାହିଁ, ରହିବ ଗୁଳୁଗୁଳି ପାଗ: ଓଡ଼ିଶା ଉପରେ ପଡିବନି ଲଘୁଚାପ ପ୍ରଭାବ
  • ||
  • ସମ୍ବଲପୁର ମଣ୍ଡଳ ଜେଲ୍‌ରେ ରେଡ୍‌, ବିପୁଳ ପରିମାଣର ମାଦକ ଦ୍ରବ୍ୟ ଜବତ
  • ||

ଏ ବର୍ଷ ୬.୮% ବଢ଼ିବ ଭାରତର ଜିଡିପି, ଏସ୍‌ ଆଣ୍ଡ୍‌ ପି ଗ୍ଲୋବାଲ ରିପୋର୍ଟ

ନୂଆଦିଲ୍ଲୀ, ୨୫।୯: ଚଳିତ ଆର୍ଥିକବର୍ଷ ଭାରତର ମୋଟ ଘରୋଇ ଉତ୍ପାଦ(ଜିଡିପି) ୬.୮% ବଢ଼ିବ । ଏସ୍‌ ଆଣ୍ଡ୍‌ ପି ଗ୍ଲୋବାଲ ପକ୍ଷରୁ ଜାରି ଏକ ରିପୋର୍ଟରେ ଏହି ଅନୁମାନ କରାଯାଇଛି । ଅନ୍ୟପକ୍ଷରେ, ଚୀନ୍‌ର ଅଭିବୃଦ୍ଧି ଅନୁମାନକୁ ଖସାଇଛି ଏସ୍‌ ଆଣ୍ଡ୍‌ ପି । ଏହା ପ୍ରକାଶ କରିଛି ଯେ, ଚଳିତ କ୍ୟାଲେଣ୍ଡର ବର୍ଷରେ ଚୀନ୍‌ର ଅର୍ଥନୈତିକ ଅଭିବୃଦ୍ଧି ୪.୬% ରହିବ । ପୂର୍ବ ଅନୁମାନ ତୁଳନାରେ ଏହା ୦.୨% କମ୍‌ । ନିଜର ତ୍ରୟମାସିକ ଅର୍ଥନୈତିକ ଦୃଶ୍ୟପଟରେ ଏସ୍‌ ଆଣ୍ଡ୍‌ ପି ଗ୍ଲୋବାଲ କହିଛି ଯେ, ଚଳିତ ଆର୍ଥିକବର୍ଷ ଭାରତରେ ଅର୍ଥନୈତିକ ଅଭିବୃଦ୍ଧି ୬.୮% ରହିବ । 

ଭାରତର ଉନ୍ନତ ଅଭିବୃଦ୍ଧି ଯୋଗୁଁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ମୁଦ୍ରାସ୍ଫୀତିକୁ ଏହାର ଧାର୍ଯ୍ୟ ଲକ୍ଷ୍ୟ ମଧ୍ୟରେ ରଖିବା ପାଇଁ ଫୋକସ୍‌ କରିପାରିବ । ୨୦୨୫-୨୬ ପାଇଁ ମଧ୍ୟ ଭାରତର ଅଭିବୃଦ୍ଧି ଅନୁମାନକୁ ୬.୯%ରେ ସ୍ଥିର ରଖିଛି ଏସ୍‌ ଆଣ୍ଡ୍‌ ପି ଗ୍ଳୋବାଲ । ୨୦୨୫ କ୍ୟାଲେଣ୍ଡର ବର୍ଷ ପାଇଁ ଏହା ଚୀନ୍‌ର ଅଭିବୃଦ୍ଧି ଅନୁମାନକୁ ୪.୩%କୁ ଖସାଇଛି । 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.