ପ୍ରମୂଖ ଖବର
  • ରାହୁଲ ଗାନ୍ଧିଙ୍କ ଓଡ଼ିଶା ଗସ୍ତ, ବରମୁଣ୍ଡାରେ ସମ୍ବିଧାନ ବଞ୍ଚାଅ ସମାବେଶ, ଉତ୍ସାହରେ ଉଚ୍ଛୁଳୁଛି କଂଗ୍ରେସ
  • ||
  • ଗୁଜରାଟ ପୋଲ ଦୁର୍ଘଟଣା, ମିଳିଲାଣି ୧୭ ମୃତଦେହ, ୩ ନିଖୋଜ, ୪ ଅଧିକାରୀଙ୍କ ଉପରେ ଆକ୍ସନ
  • ||
  • ୧୫ ପରେ କମିବ ବର୍ଷା ପରିମାଣ, ୨୦ରୁ ୨୨ ଯାଏ ଖରା ଆଶଙ୍କା, ୨୩ରେ ଲଘୁଚାପ ସମ୍ଭାବନା
  • ||
  • ୪ ଦିନ ବଢିଲା ଆକ୍ସିଓମ୍‌-୪ ମିଶନ୍ ଅବଧି , ଜୁଲାଇ୧୪ରେ ମହାକାଶରୁ ଫେରିବେ ଶୁଭାଂଶୁ ଶୁକ୍ଳା
  • ||

'ଅନନ୍ତା'ର ସଫଳତା ପାଇଁ ସବ୍ୟସାଚୀଙ୍କୁ ଅଭିନନ୍ଦନ ଜଣାଇଲେ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ

Published By : Harapriya Sethi | June 26, 2025 12:29 PM

ଭୁବନେଶ୍ୱର, ୨୬/୦୬: ଲୋକସେବା ଭବନ ଠାରେ ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁଙ୍କର ଓଡ଼ିଆ ସିନେ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ସହ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା ହୋଇଛି । ଏହି ଅବସରରେ ତାଙ୍କ ଅଭିନୀତ ଓଡ଼ିଆ ଚଳଚ୍ଚିତ୍ର 'ଅନନ୍ତା'ର ସଫଳତା ପାଇଁ ମନ୍ତ୍ରୀ ଅଭିନନ୍ଦନ ଜଣାଇଛନ୍ତି । ଅନନ୍ତା ଚଳଚ୍ଚିତ୍ରଟି ବ୍ୟାସକବି ଫକୀର ମୋହନ ସେନାପତିଙ୍କ କାଳଜୟୀ ଗଳ୍ପ 'ରାଣ୍ଡିପୁଅ ଅନନ୍ତା'ରୁ ଅନୁପ୍ରାଣିତ । ଏହି ଅବସରରେ ଆମେ ଓଡ଼ିଆ ଚଳଚ୍ଚିତ୍ର ଶିଳ୍ପର ବିକାଶ ଏବଂ ଉନ୍ନତି ସହିତ ଜଡିତ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଛୁ ବୋଲି ମନ୍ତ୍ରୀ କହିଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.