ପ୍ରମୂଖ ଖବର
  • ବାଲିପାଟଣା : ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ସାଲେପୁର : ଝରକା ତାଡ଼ି ୩ ଘରୁ ଚୋରି, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଗଞ୍ଜାମ : ୧୧କେଭି ତାର ଲାଗି ଜଣେ ମୃତ, ଜଣେ ଗୁରୁତର
  • ||
  • ବାଲେଶ୍ଵର : ବାଇକ୍‌କୁ ଧକ୍କା ଦେଲା ମାଲବାହୀ ଟ୍ରକ୍; ଜଣେ ମୃତ,୨ ଗୁରୁତର
  • ||
  • ସୁନ୍ଦରଗଡ଼ : ପୂଜା ଦେଖିବାକୁ ଆସିଥିବା ବେଳେ ଯୁବତୀଙ୍କୁ ଗଣଦୁଷ୍କର୍ମ, ୩ ଅଟକ
  • ||
  • ଉଦଳା : ସରକାରୀ ଡାକ୍ତରଖାନାରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ , ଚିକିତ୍ସା ଅଭାବରୁ ଚାଲିଗଲା ଶିଶୁକନ୍ୟାର ଜୀବନ
  • ||
  • ଯାଜପୁର : ଖରସ୍ରୋତା ବ୍ରିଜ୍‌ ଉପରୁ ନଦୀକୁ ଡେଇଁଲେ ମହିଳା, ଉଦ୍ଧାର କାର୍ଯ୍ୟ ଜାରି
  • ||
  • ବ୍ରହ୍ମପୁର : ନକଲି ଗୁଟଖା କମ୍ପାନିରେ ଚଢାଉ; ନକଲି ଗୁଟଖା, ଗୁଟଖା ସାମଗ୍ରୀ ଏବଂ ମେସିନ ଠାବ
  • ||
  • ଦିଗପହଣ୍ଡି : ବାର୍ଦ୍ଧକ୍ୟ ଭତ୍ତା ଆଣିବାକୁ ଯାଇ କେନାଲରେ ଭାସିଗଲେ ବୃଦ୍ଧା,୧୦ ଘଣ୍ଟା ପରେ ମୃତଦେହ ଉଦ୍ଧାର
  • ||
  • ଆସ୍କା : ଟ୍ରକ୍‌କୁ ପିଟିଲା ପିକଅପ୍‌ ଭ୍ୟାନ୍‌, ୨ ମୃତ
  • ||
  • ଗୁରୁବାରଠୁ ଭାରତ- ବାଂଲାଦେଶ ପ୍ରଥମ ଟେଷ୍ଟ: ଚିପକ୍‌ରେ ରାଜୁତି କରିବେ ସ୍ପିନର୍‌, ଫେରିବେ ପନ୍ତ ଏବଂ ରାହୁଲ
  • ||
  • ମୋହନାରେ ଟ୍ରକ୍‌-ବାଇକ୍‌ ଧକ୍କା, ୨ ବାଇକ୍‌ ଆରୋହୀ ମୃତ
  • ||
  • ଭୁବନେଶ୍ୱର : ରାଜଧାନୀରେ ବୋମା ମାଡ଼; ସିସିଟିଭିରେ କଏଦ ହେଲା ଦୃଶ୍ୟ, ଦୁର୍ବୃତ୍ତଙ୍କୁ ଖୋଜୁଛି ପୋଲିସ
  • ||
  • ପୁରୀ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ୧୦୦ ଦିନର ସଫଳତା ସମାବେଶ ଓ ପ୍ରଦର୍ଶନୀରେ ଯୋଗଦେବେ
  • ||
  • ୨୨ରୁ ଉତ୍ତର ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା, ଆହୁରି ବିଗିଡ଼ିପାରେ ବାଲେଶ୍ୱର, ମୟୂରଭଞ୍ଜ ସ୍ଥିତି
  • ||

ବାଂଲାଦେଶ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ପ୍ରକ୍ରିୟା ଆରମ୍ଭ, ସମସ୍ତ ଜିଲ୍ଲାପାଳ ଏବଂ ଏସ୍ପିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ଵର, ୦୨/୦୯ : ବାଂଲାଦେଶ ଅନୁପ୍ରବେଶକାରୀଙ୍କୁ ଚିହ୍ନଟ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା। ବିଧାନସଭାରେ ଲିଖିତ ଉତ୍ତର ରଖିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ସମସ୍ତ ଜିଲ୍ଲାପାଳ ଓ ଏସ୍ପିଙ୍କୁ ବାଂଲାଦେଶ ଅନୁପ୍ରବେଶକାରୀମାନଙ୍କୁ ଚିହ୍ନଟ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତହସିଲ, ବ୍ଲକ, ଏବଂ ଥାନା ସ୍ତରରେ କମିଟି ଗଠନ ପାଇଁ କୁହାଯାଇଛି। ବିଶେଷ କରି ଭୁବନେଶ୍ୱର, କେନ୍ଦ୍ରାପଡା ଓ ପୁରୀରେ ଥିବା ଅନୁପ୍ରବେଶକାରୀଙ୍କୁ ଚିହ୍ନଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। 

ସୂଚନା ଅନୁଯାୟୀ, ୨୦୨୧ ମସିହା ସୁଦ୍ଧା ରାଜ୍ୟରେ ସମୁଦାୟ ୩୭୪୦ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀ ବେଆଇନ ଭାବେ ବିଭିନ୍ନ ଜିଲ୍ଲାରେ ରହିଆସୁଛନ୍ତି। ବରଗଡ଼ ଜିଲ୍ଲାରେ ୨ ଜଣ, ଭଦ୍ରକ ଜିଲ୍ଲାରେ ୧୯୯ ଜଣ, କେନ୍ଦ୍ରାପଡ଼ାରେ ୧୬୪୯ ଜଣ, ଭୁବନେଶ୍ଵରରେ ୧୭ ଜଣ, ଜଗତସିଂହପୁରରେ ୧୧୧୨ ଜଣ, ମାଲକାନଗିରିରେ ୬୫୫ ଜଣ ଏବଂ ନବରଙ୍ଗପୁର ଜିଲ୍ଲାରେ ୧୦୬ ଜଣ ବସବାସ କରୁଛନ୍ତି। 


  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.