ପ୍ରମୁଖ ଖବର
  • ଆଉ ୫ଟି ଲୋକସଭା ଆସନ ଲାଗି ଆପ୍‌ର ପ୍ରାର୍ଥୀ ଘୋଷଣା
  • ||
  • ବଲାଙ୍ଗିର ଭୀମଭୋଇ ମେଡିକାଲରେ ମୃତ ଶବ ଛାଡି ଫେରାର ସମ୍ପର୍କୀୟ,ଟାଉନ ଥାନା ପୋଲିସର ତଦନ୍ତ ଆଇମ୍ଭ
  • ||
  • ମିଶନ ଶକ୍ତି ମହିଳାଙ୍କ ଆକାଉଣ୍ଟକୁ ଗଲା ଟଙ୍କା,୭୩୦ କୋଟିର ସହାୟତା ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
  • ||
  • ସୁନ୍ଦରଗଡ଼: ବାଇକ ଚାଳକ ଙ୍କ ଉପରେ ଚଢ଼ିଗଲା ପାଉଁଶ ବୋଝେଇ ଟ୍ରକ,ବାଇକ ଚାଳକର ମୃତ୍ୟୁ
  • ||
  • ପାଲଲହଡ଼ା ଯାଉଥିଲା ରାଧାମାଧବ, ଅଧାରସ୍ତାରେ ଓଲଟିଲା ବସ୍‌
  • ||
  • କୋରାପୁଟ: ନାଲକୋ ଦାମନଯୋଡ଼ିରେ ରଡ଼ ପଶି ଦୁଇ ଶ୍ରମିକ ମୃତ, ଜଣେ ଗୁରୁତର
  • ||
  • ଗଗନ ଯାନ ମିଶନ ପାଇଁ ୪ ମହାକଶଚାରୀଙ୍କ ନାଁ ଘୋଷଣା କଲା ଇସ୍ରୋ, ପ୍ରଧାନମନ୍ତ୍ରୀଙ୍କ ଉପସ୍ଥିତିରେ ନାଁ ଘୋଷଣା ହୋଇଛି
  • ||
  • ମିଶନ ଶକ୍ତି ବଜାର ଶୁଭାରମ୍ଭ, ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
  • ||
  • ବିନିକାରୁ ଅପହୃତ ବ୍ୟବସାୟୀ ବୁର୍ଲାରୁ ଉଦ୍ଧାର, ପୁଲିସର ବ୍ଲକିଂ ଦେଖି ଗୋଲଗୁଣ୍ଡା ପାଖରେ ଛାଡ଼ି ଅପହର୍ତ୍ତା ଫେରାର
  • ||

ସୋମବାରଠୁ ଷୋଡ଼ଶ ବିଧାନସଭାର ଅନ୍ତିମ ଅଧିବେଶନ, ଆଜି ସନ୍ଧ୍ୟାରେ ବସିବ ସର୍ବଦଳୀୟ ବୈଠକ

ଭୁବନେଶ୍ୱର ୦୪/୦୨: ଷୋଡ଼ଶ ବିଧାନସଭାର ଅନ୍ତିମ ଅଧିବେଶନ ଆରମ୍ଭ ହେଉଛି ଆସନ୍ତା ୫ ତାରିଖଠାରୁ । ଏହି ଅଧିବେଶନ ୧୩ ତାରିଖ ଯାଏ ଚାଲିବ ।  ଏଥିରେ କାମଚଳା ବଜେଟ ଆସିବ । ନିର୍ବାଚନ ପୂର୍ବରୁ ଏହା ଶେଷ ଅଧିବେଶନ ଥିବାରୁ ସଂକ୍ଷିପ୍ତ ହେଲେ ମଧ୍ୟ ବେଶ୍‌ ସରଗରମ ରହିବା ସମ୍ଭାବନା ଅଛି । ବିଧାନସଭା ଅଧିବେଶନକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା କରିବା ପାଇଁ ରବିବାର ସନ୍ଧ୍ୟାରେ ବସିବ ସର୍ବଦଳୀୟ ବୈଠକ । ବାଚସ୍ପତି ପ୍ରମିଳା ମଲ୍ଲିକଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହେବ । 

ବିଧାନସଭା ଅଧିବେଶନ   ନେଇ ବିଜେଡିର ବିଧାୟକ ଦଳ ବୈଠକ ୫ ତାରିଖ ପୂର୍ବାହ୍ଣରେ ବସିବ । ବିଜେପି   ବିଧାୟକ ଦଳ ବୈଠକ ମଧ୍ୟ ସୋମବାର ସକାଳ ୯ଟାରେ ଦଳୀୟ କାର୍ଯ୍ୟାଳୟରେ  ହେବ । ବିଧାନସଭା ନେଇ କଂଗ୍ରେସ ମଧ୍ୟ ରଣନୀତି ପ୍ରସ୍ତୁତି ଚଳାଇଛି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.