ପ୍ରମୂଖ ଖବର
  • ଜାମ୍ମୁ-କାଶ୍ମୀରରେ ଏନକାଉଣ୍ଟର, ୩ ଯବାନ ଆହତ , ଜଣେ ଆତଙ୍କୀ ନିପାତ
  • ||
  • ମୁମ୍ବାଇରେ ଭୁଶୁଡିଲା ତିନି ମହଲା କୋଠା, ଏକାଧିକ ଆହତ
  • ||
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

ଗୁଳୁଗୁଳିରୁ ସାମାନ୍ୟ ତ୍ରାହି, ଟ୍ଵିନ୍ ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା

ଭୁବନେଶ୍ଵର, ୦୧/୦୫ : ଅସହ୍ୟ ଗ୍ରୀଷ୍ମ ପ୍ରବାହରୁ ଆଶ୍ଵସ୍ତି ଦେଲାଲା କାଳବୈଶାଖୀ। ଟ୍ଵିନ୍ ସିଟି ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ହେଉଛି। କଟକ ଓ ଭୁବନେଶ୍ଵରରେ ମେଘୁଆ ପାଗ ସାଙ୍ଗକୁ ଝିପିଝିପି ବର୍ଷା ଜାରି ରହିଛି। ଫଳରେ ଖରା ଓ ଗୁଳୁଗୁଳିରୁ ରାଜ୍ୟବାସୀଙ୍କୁ କିଛିଟା ଆଶ୍ଵସ୍ତି ମିଳିଛି। 

ସୂଚନାନୁଯାୟୀ, କାଳବୈଶାଖୀ ଓ ବଜ୍ରପାତ ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ୬ ଜିଲ୍ଲାକୁ ଆଲର୍ଟ ଜାରି କରାଯାଇଛି। ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, କଟକ, କନ୍ଧମାଳ ଓ ଢେଙ୍କାନାଳ ଜିଲ୍ଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଆଲର୍ଟ ଜାରି କରାଯାଇଛି। ଆସନ୍ତା ୩ ଘଣ୍ଟା ପାଇଁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.