ପ୍ରମୁଖ ଖବର
  • ମୁମ୍ବାଇ: ମଝି ସମୁଦ୍ରରେ ହୁତୁହୁତୁ ହୋଇ ଜଳିଗଲା ବିଳାସପୂର୍ଣ୍ଣ ବୋଟ, ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ
  • ||
  • ପାରାଦୀପ: ବିଦେଶୀ ଜାହାଜରେ ୨୨୦ କୋଟିର କୋକେନ୍‌ ଜବତ ମାମଲା, କ୍ରୁ ମେମ୍ବରଙ୍କୁ ଜେରା କରୁଛି ଏନ୍‌ସିବି ଟିମ୍‌
  • ||
  • ଭୁବନେଶ୍ୱର: ଚାକିରୀରୁ ବିଦା ହେଲେ ବୈପାରୀଗୁଡ଼ା ଥାନା IIC, ୩୭ ଲକ୍ଷରୁ ଉର୍ଦ୍ଧ୍ଵ ଟଙ୍କା ଜବତ କରିଥିଲା ଭିଜିଲାନ୍ସ
  • ||
  • ଆଜି ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ: ପ୍ରଦୂଷଣ କମାନ୍ତୁ, ପ୍ରକୃତି ବଞ୍ଚାନ୍ତୁ
  • ||
  • ଭୁବନେଶ୍ୱର: ପାହାଳରେ ଟ୍ରକ୍‌କୁ ପିଟିଲା କାର୍, ଡ୍ରାଇଭରଙ୍କ ସହ ୩ ମୃତ
  • ||
  • ଭୁବନେଶ୍ୱର: ଆଜିଠୁ ଏମ୍‌ଆର୍‌ଏଫ୍‌ଟି ଆବେଦନ ଆରମ୍ଭ, ୩୦୦ ପିଲାଙ୍କୁ ମିଳିବ ଗବେଷଣା ପାଇଁ ଛାତ୍ରବୃତ୍ତି
  • ||
  • ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତ, ୩ରେ ନେବ ବାତ୍ୟା ରୂପ: ୫ରୁ ପ୍ରବଳ ବର୍ଷା ସମ୍ଭାବନା, ଫସଲ ନଷ୍ଟ ଆଶଙ୍କା
  • ||
  • ଭୁବନେଶ୍ୱର: ୱାଟ୍‌କୋ ଦାଦାଗିରି: ରାତିଅଧିଆ ବନ୍ଦ କରିଦେଲେ ଗଣ୍ଡମୁଣ୍ଡା-ଜାଗମରା ରାସ୍ତା, ଇଟାଲୀରେ ମଉଜ କରୁଛନ୍ତି ଯନ୍ତ୍ରୀ
  • ||
  • ଭୁବନେଶ୍ୱର: ଏଲ୍‌-ନିନୋ ପ୍ରଭାବ: ଏ ବର୍ଷ ଶୀତ ପ୍ରକୋପ ପୂରା କମ୍‌, ଫେବ୍ରୁଆରୀରୁ ମାଡ଼ି ଆସିବ ତାତି
  • ||

ଅନ୍ତର୍ଜାତୀୟ ଫଟୋଗ୍ରାଫି ପ୍ରଦର୍ଶନୀ

ଭୁବନେଶ୍ୱର,୨୪ା୧(ବ୍ୟୁରୋ): ଓଡ଼ିଶା ମଡର୍ଣ୍ଣ ଆର୍ଟ ଗ୍ୟାଲେରୀରେ ଅନ୍ତର୍ଜାତୀୟ ଫଟୋଗ୍ରାଫି ପ୍ରଦର୍ଶନୀ ଆଜି ଉଦ୍‌ଘାଟିତ ହୋଇଯାଇଛି । ଏହା ସହ ଗୁଜରାଟ ଓଡ଼ିଶା ଲଳିତ କଳା ଏକାଡେମୀ ପକ୍ଷରୁ ଆସିଥିବା ତୃପ୍ତି ରଭର ଓ ଅଲିୟ ମିସ୍ତ୍ରୀଙ୍କ ଏକକ ଚିତ୍ରକଳାର ମଧ୍ୟ ପ୍ରଦର୍ଶନୀ ହୋଇଛି । ପଦ୍ମଶ୍ରୀ ସୁଦର୍ଶନ ସାହୁ ଓ ବରିଷ୍ଠ ଫଟୋଗ୍ରାଫର ପ୍ରଫୁଲ୍ଲ ଚନ୍ଦ୍ର ଧୀର ଅତିଥି ଭାବେ ଯୋଗ ଦେଇ ପ୍ରଦର୍ଶନୀକୁ ଉଦ୍‌ଘାଟନ କରିଥିଲେ । ଏହି ପ୍ରଦର୍ଶନୀରେ ୧୫ ଜଣ ଫଟୋଗ୍ରାଫର ଅଂଶଗ୍ରହଣ କରିଛନ୍ତି । ଏଥିରେ ୩୬ଟି ଫଟୋଗ୍ରାଫ, ୫୦ଟି ଛବି ଓ ସ୍କ୍ରାପ ମେଟାଲ୍‌କୁ ନେଇ ୬ଟି ଭାସ୍କର୍ଯ୍ୟ ପ୍ରଦର୍ଶନ କରାଯାଇଛି । ପ୍ରଦର୍ଶନୀ ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ । କାର୍ଯ୍ୟକ୍ରମରେ ଗ୍ୟାଲେରୀର ପ୍ରତିଷ୍ଠାତା ତାରାକାନ୍ତ ପରିଡ଼ା, ଡ. ଫାଲ୍‌ଗୁନି ରାଏ ପ୍ରମୁଖ ଉପସ୍ଥିତ ଥିଲେ ।

Copyright © 2022 - Summa Real Media Private Limited. All Rights Reserved.