ପ୍ରମୂଖ ଖବର
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଏନଡିଏ ସରକାର ଗଢ଼ିବ, ମୋ ବାପା ପୁଣି ଥରେ ମୁଖ୍ୟମନ୍ତ୍ରୀ ହେବେ…ନୀତୀଶ କୁମାରଙ୍କ ପୁଅ ନିଶାନ୍ତଙ୍କ ବଡ଼ ଦାବି
  • ||
  • ଇଣ୍ଡୋନେସିଆରେ ମଝି ସମୁଦ୍ରରେ ହୁତୁ ହତୁ ହୋଇ ଜଳିଗଲା ଜାହାଜ, ଜୀବନ ବିକଳରେ ପାଣିକୁ ଡେଇଁପଡ଼ିଲେ ଯାତ୍ରୀ
  • ||
  • ବ୍ରିଟେନ ଓ ମାଳଦ୍ୱୀପ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
  • ||
  • ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି,ପ୍ରଭାବରେ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା, ଦକ୍ଷିଣ ଓଡ଼ିଶାରେ ବର୍ଷିବ
  • ||
  • ଭବାନୀପାଟଣା, ସ୍ୱାମୀର ପରକୀୟା ପ୍ରୀତି ଯୋଗୁଁ ସ୍ତ୍ରୀଙ୍କ ଆତ୍ମହତ୍ୟା, ସୁଇସାଇଡ୍‌ ନୋଟ୍‌ ଦୁଇ ଜଣଙ୍କ ନାମ
  • ||
  • ଏଫ୍ଏମ୍‌ ଛାତ୍ରୀ ଆତ୍ମାହୁତି ଘଟଣାର ତଦନ୍ତ ପାଇଁ ପହଞ୍ଚଲେ କ୍ରାଇମବ୍ରାଞ୍ଚ ଡିଜି, ଭାରପ୍ରାପ୍ତ ଅଧ୍ୟକ୍ଷଙ୍କୁ ଘଟଣାର ବିଭିନ୍ନ ଦିଗ ସମ୍ପର୍କରେ ପଚାରି ବୁଝିଥିଲେ
  • ||
  • ଏୟାର ଲିଫ୍ଟ ହେଲେ ବଳଙ୍ଗା ପୀଡିତା, ଉନ୍ନତ ଚିକିତ୍ସା ପାଇଁ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତର
  • ||
  • ବଳଙ୍ଗା ନାବାଳିକା ପୋଡ଼ି ଘଟଣା : ପୀଡିତାଙ୍କ ପିଉସୀଙ୍କୁ ଉଠାଇନେଲା ପୋଲିସ
  • ||
  • ପଦ୍ମନାଭପୁର ଟୋଲଗେଟରେ ଭାରସାମ୍ୟ ହରାଇ ବୁଥ ଉପରକୁ ମାଡିଗଲା ଦ୍ରୁତଗାମୀ କାର, ଚାଳକ ଗୁରୁତର
  • ||
  • AIIMSରେ ଚିକିତ୍ସାଧୀନ ବଳଙ୍ଗା ପୀଡ଼ିତାଙ୍କ ହେବ ଏୟାରଲିଫ୍ଟ, ସୂଚନା ଦେଲେ ପୀଡ଼ିତାଙ୍କ ସମ୍ପର୍କୀୟ ଭାଇ
  • ||
  • ଭୂମିକମ୍ପ ଝଟ୍‌କାରେ ଥରିଲା ଇରାନ୍, ତାଜିକିସ୍ତାନ, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୬ ରେକର୍ଡ, ଆସାମର ନାଗାୱରେ ବି ଭୂକମ୍ପ ଅନୁଭୂତ
  • ||
  • ଶରଣକୂଳ ଥାନା ଦରପଦା ନିକଟରେ ବୋଲବମ୍ ଅଟୋକୁ ଧକ୍କା ଦେଲେ ପିକ୍ଅପ୍ ଭ୍ୟାନ୍, ଯବତୀ ମୃତ, ୭ ଗୁରୁତର
  • ||
  • ସୋମବାରଠୁ ସଂସଦର ମୌସୁମୀ ଅଧିବେଶନ,ଆଜି ନୂଆଦିଲ୍ଲୀରେ ବସିବ ସର୍ବଦଳୀୟ ବୈଠକ, ଆସିପାରେ ୮ଟି ବିଲ୍
  • ||
  • ସୋସିଆଲ ମଡିଆରେ ହାତଲେଖା ପ୍ରଶ୍ନପତ୍ର ଭାଇରାଲ, ଆଜି ହେବାକୁ ସ୍ପେସାଲ୍‌ ଓଟିଇଟି-୨୦୨୫ ବାତିଲ
  • ||

ଆଇବିସିଏସ୍‌ରେ ଗବେଷଣା ସମ୍ପର୍କିତ ଆନ୍ତର୍ଜାତିକ କର୍ମଶାଳା ଆୟୋଜିତ; ଏମ୍‌ସିଡିଏମ୍ ଟୁଲ୍‌ସର ମହତ୍ୱ ଉପରେ ଗୁରୁତ୍ୱାରୋପ

Published By : Bijay Swain | July 1, 2025 11:10 PM

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ବିଜିନେସ୍‌ ଆଣ୍ଡ କମ୍ପ୍ୟୁଟର ଷ୍ଟଡିଜ୍‌ (ଆଇବିସିଏସ୍‌) ପକ୍ଷରୁ ନିକଟରେ ‘ଆପ୍ଲିକେସନ୍‌ ଅଫ୍‌ ମଲ୍ଟି- କ୍ରାଇଟେରିଆ ଡିସିସନ୍‌ ମେକିଂ (ଏମ୍‌ସିଡିଏମ୍‌) ଟୁଲ୍‌ସ ଇନ୍‌ ରିସର୍ଚ୍ଚ’ ସମ୍ପର୍କିତ ଏକ ଆନ୍ତର୍ଜାତିକ କର୍ମଶାଳା   ଆୟୋଜିତ ହୋଇଯାଇଛି । 

ପାପୁଆ ନ୍ୟୁଗିନି ସ୍ଥିତ ପାପୁଆ ନ୍ୟୁଗିନି ୟୁନିଭର୍ସିଟି ଅଫ୍‌ ଟେକ୍ନୋଲଜିର ସହଯୋଗରେ ଏହି କର୍ମଶାଳାର ଆୟୋଜନ କରାଯାଇଥିଲା ।

କର୍ମଶାଳାକୁ ଓଡ଼ିଶା ବୈଷୟିକ ଓ ଗବେଷଣା ବିଶ୍ୱବିଦ୍ୟାଳୟର ଛାତ୍ର ମଙ୍ଗଳ ଡିନ୍‌ ତଥା କମ୍ପ୍ୟୁଟର ସାଇନ୍ସ ଆଣ୍ଡ ଆପ୍ଲିକେସନ୍ସ ବିଭାଗର ପ୍ରଫେସର (ଡକ୍ଟର) ଜିବିତେଶ ମିଶ୍ର ଉଦ୍‌ଘାଟନ କରିବା ଅବସରରେ ଏମ୍‌ସିଡିଏମ୍‌ ଟୁଲ୍‌ସର ମହତ୍ୱ ଉପରେ ଗୁରୁତ୍ୱାରୋପ କରି ଏହା କିଭଳି ବିଶ୍ୱସ୍ତରରେ ବ୍ୟବସାୟିକ ପରିବେଶର ଅସ୍ଥିତ୍ୱ ଜାହିର କରୁଛି ସେ ସମ୍ପର୍କରେ ମତବ୍ୟକ୍ତ କରିଥିଲେ । 

କାର୍ଯ୍ୟକ୍ରମରେ ଆଇବିସିଏସ୍‌ର ଡିନ୍‌ ପ୍ରଫେସର ଅୟସକାନ୍ତ ମହାନ୍ତି ଅଧ୍ୟକ୍ଷତା କରିଥିବା ବେଳେ ଆସୋସିଏଟ୍‌ ଡିନ୍‌ ପ୍ରଫେସର ମନୋରଞ୍ଜନ ଦାଶ ବକ୍ତବ୍ୟ ରଖିଥିଲେ । 

ବୈଷୟିକ ପର୍ଯ୍ୟାୟ ଗୁଡ଼ିକୁ ପାପୁଆ ନ୍ୟୁଗିନି ୟୁନିଭର୍ସିଟି ଅଫ୍‌ ଟେକ୍ନୋଲଜିର ମେକାନିକାଲ୍‌ ଇଞ୍ଜିନିୟରିଂ ବିଭାଗର ମୁଖ୍ୟ ପ୍ରଫେସର କମଳାକାନ୍ତ ମୁଦୁଲି ପରିଚାଳନା କରି ପରିଚାଳନା ଗବେଷଣା କ୍ଷେତ୍ରରେ ଏମ୍‌ସିଡିଏମ୍‌ର ବ୍ୟବହାରିକ କାର୍ଯ୍ୟଧାରା ସମ୍ପର୍କରେ ଗୁରୁତ୍ୱାରୋପ କରିଥିଲେ । 

କର୍ମଶାଳାକୁ ଆଇବିସିଏସ୍‌ର ଆସୋସିଏଟ୍‌ ପ୍ରଫେସର ଡକ୍ଟର ବିଭୁତି ଭୂଷଣ ମିଶ୍ର ଏବଂ ଆସିଷ୍ଟାଂଟ ପ୍ରଫେସର ଡକ୍ଟର ପ୍ରିତି ୱାଇ ଷଡ଼ଙ୍ଗୀ ପରିଚାଳନା କରିଥିଲେ ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.