ପ୍ରମୂଖ ଖବର
  • ଜଗତସିଂହପୁର : ବାଇକ୍‌କୁ ଧକ୍କା ଦେଲା ଯାତ୍ରୀବାହୀ ବସ୍, କନଷ୍ଟେବଲ ମୃତ
  • ||
  • ବାସୁଦେବପୁର : ରତାଙ୍ଗ ଗ୍ରାମରେ ନବ ବଧୁର ଆତ୍ମହତ୍ୟା, କାରଣ ଅସ୍ପଷ୍ଟ
  • ||
  • ମହାଷ୍ଟମୀରେ ମଣ୍ଡପ ବୁଲି ମହାମୟାଙ୍କ ଆଶିଷ ନେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ବରମୁଣ୍ଡା ବ୍ରିଜ ନିକଟରୁ ମିଳିଲା ଯୁବକଙ୍କ ମୃତଦେହ, ବିଦ୍ୟୁତ ସଂପ୍ପର୍ଶରେ ଆସି ମୃତ୍ୟୁ ହୋଇଥିବା ସନ୍ଦେହ
  • ||
  • ଭୁବନେଶ୍ଵର : ଦଶହରାରେ ମୁଖ୍ୟମନ୍ତ୍ରୀଙ୍କ ଦୁର୍ଗାପୂଜା ଭେଟି, ରାଜ୍ୟବ୍ୟାପୀ ପେଣ୍ଡାଲ ଭଡ଼ା ଛାଡ଼
  • ||
  • ଖୁଣ୍ଟୁଣି ରେଞ୍ଜରେ ଦନ୍ତା ଉତ୍ପାତ, ଛେଳି ଚରାଇବାକୁ ଯାଇ ମହିଳା ମୃତ
  • ||
  • ମହାଦେବ ବେଟିଙ୍ଗ ଆପ୍‌ ମାଲିକ ସୌରଭ ଚକ୍ରଧର ଦୁବାଇରେ ଅଟକ, ସପ୍ତାହେ ଭିତରେ ଅଣାଯିବ ଭାରତ !
  • ||
  • ବ୍ରହ୍ମପୁର : ୧୫୨ ଲିଟର ବିଦେଶୀ ମଦ ଜବତ, ୨ ଗିରଫ
  • ||
  • ଆରପାରିରେ ପୋଲସରାର ପୂର୍ବତନ ବିଧାୟକ, ଶୋକ ପ୍ରାକାଶ ପଲେ ନେତୃବୃନ୍ଦ
  • ||
  • ସୁନ୍ଦରଗଡ଼ : ଲେଫ୍ରିପଡା ଓ ଟାଙ୍ଗରପାଲି ଜଙ୍ଗଲରେ ଅବକାରୀ ବିଭାଗର ଚଢାଉ, ଶହେ ଲିଟର ଦେଶୀ ମଦ ଜବତ
  • ||
  • ମା'ଙ୍କ ଆଗମନରେ ଉତ୍ସବ ମୁଖର ଭୁବନେଶ୍ୱର, ମଣ୍ଡପରେ ମହାଷ୍ଟମୀ ଏବଂ ପୀଠରେ ଚାଲିଛି ମହାନବମୀ ପୂଜା
  • ||
  • ଜଗତପୁର : ଯୁବକଙ୍କୁ ଅପହରଣ କରିବା ବେଳେ ଧରାପଡ଼ିଲେ ଦୁର୍ବୃତ୍ତ, ୧୦ ଅଟକ
  • ||
  • କଳାହାଣ୍ଡିରେ ମା' ମାଣିକେଶ୍ବରୀଙ୍କ ଛତରଯାତ୍ରା, ଲକ୍ଷାଧିକ ଭକ୍ତଙ୍କ ସମାଗମ
  • ||

ଧରାପଡ଼ିଲା ଅନ୍ତରାଜ୍ୟ ବାଇକ୍‌ ଚୋର, ୧୯ ବାଇକ୍ ଜବତ

ଗଜପତି,୨୯/୦୯: ପାରଳାଖେମୁଣ୍ଡି ପୋଲିସର ବଡ ସଫଳତା । ଅନ୍ତରାଜ୍ୟ ବାଇକ ଚୋରି ଘଟଣାରେ ଜଣେ ଅଭିଯୁକ୍ତ ଗିରଫ ହେବା ସହ୧୯ ଟି ନାମିଦାମୀ ବାଇକ ଜବତ ।  ଗିରଫ ହୋଇଥିବା ଅଭିଯୁକ୍ତ ଆନ୍ଧ୍ର ପ୍ରଦେଶର ଶ୍ରୀକାକୁଲମ ଜିଲ୍ଲା ପଳାସା ଅଞ୍ଚଳର ରଘୁ ପ୍ରଧାନ ବୋଲି ଜଣାପଡ଼ିଛି ।

ସୂଚନା ମୁତାବକ,  ରଘୁ ପ୍ରଧାନ ଦୀର୍ଘଦିନ ଧରି ଅନେକ ସ୍ଥାନରୁ ବାଇକ ଚୋରି କରି ଆସୁଥିଲା । ତେବେ ଏହି ଘଟଣାରେ ପାରଳାଖେମୁଣ୍ଡି ପୋଲିସକୁ ସଫଳତା ମିଳିଛି । ଉକ୍ତ ଚୋରକୁ ପୋଲିସ ଗିରଫ କରିଛି । ଗିରଫ ହେବା ପରେ ତା ପାଖରୁ ୧୯ ଟି ନାମିଦାମୀ ବାଇକ  ମଧ୍ୟ ଜବତ କରିଛି ପୋଲିସ । ଉକ୍ତ ବାଇକ୍ ଗୁଡ଼ିକର ମାଲିକଙ୍କୁ ଖୋଜି ଘଟଣାର ତଦନ୍ତ ଚଳାଇଛି ପୋଲିସ ।

 

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.