ପ୍ରମୂଖ ଖବର
  • ବଜେଟ୍ ୨୦୨୪: ସଂସଦରେ ଜାମ୍ମୁ-କାଶ୍ମୀର ବଜେଟ୍ ଉପସ୍ଥାପିତ
  • ||
  • ବଜେଟ ୨୦୨୪: ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଡ଼ ଘୋଷଣା, ପର୍ଯ୍ୟଟନର ବିକାଶ ପାଇଁ ମିଳିବ ଆର୍ଥିକ ସହାୟତା
  • ||
  • ବଜେଟ୍ ୨୦୨୪: ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ, ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ
  • ||
  • ବଜେଟ ୨୦୨୪:୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ,ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ ସୁବିଧା
  • ||
  • ବଜେଟ୍୨୦୨୪: ବନ୍ୟା ମୁକାବିଲା ପାଇଁ ବିହାରକୁ ୧୧, ୫୦୦ କୋଟିର ସହାୟତା,ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମ୍‌କୁ ମିଳିବ ସହାୟତା
  • ||
  • ବଜେଟ ୨୦୨୪: ବନ୍ୟା ନିୟନ୍ତ୍ରଣ ପାଇଁ ସହାୟତା ଘୋଷଣା,ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ୱତନ୍ତ୍ର ସହାୟତାର ଘୋଷଣା
  • ||
  • ବଜେଟ ୨୦୨୪: ଜମିବାଡ଼ି ସୁବ୍ୟବସ୍ଥିତ କରିବାକୁ ଆରମ୍ଭ ହେବ ଭୂ-ଆଧାର, ଭୂ-ଆଧାର ଜରିଆରେ ଜମିବାଡ଼ି ଡିଜିଟାଇଜେସନ ହେବ
  • ||
  • ବଜେଟ୍ ୨୦୨୪: ମୁଦ୍ରା ଲୋନ୍‌ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ,ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍‌ ପାଇପାରିବେ
  • ||
  • ବିଜେଟ୍ ୨୦୨୪-୨୫: ଗୟାରେ ହେବ ଇଣ୍ଡଷ୍ଟିଆଲ୍ କରିଡ଼ିର, ୧ ହଜାର ଆଇଟିଆଇକୁ ଅପଗ୍ରେଡ୍ କରାଯିବ
  • ||
  • ବିହାର, ଆନ୍ଧ୍ରପ୍ରଦେଶ ପାଇଁ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ହେବ, ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ
  • ||
  • ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ, ୪ଟା ଯାଏଁ ଗୃହ ମୁଲତବି
  • ||

ଗୁଜରାଟ ଟାଇଟନ୍ସରେ ନୂଆ ଖେଳାଳି: ରବିନ ମିଞ୍ଜଙ୍କ ସ୍ଥାନରେ ଶରଥ

ଅହମ୍ମଦାବାଦ,୨୩/୦୩: ଗୁଜରାଟ ଟାଇଟନ୍ସ  ମଧ୍ୟ ଜଣେ ନୂଆ ଖେଳାଳିଙ୍କ ସହ ଚୁକ୍ତି କରିଛି । ଝାଡ଼ଖଣ୍ଡର ଯୁବ ୱିକେଟ୍‌ କିପର ରବିନ ମିଞ୍ଜଙ୍କ ସ୍ଥାନରେ କର୍ଣ୍ଣାଟକ ୱିକେଟ୍‌ କିପର ବି ଆର ଶରଥଙ୍କ ସହ ୨୦ଲକ୍ଷ ଟଙ୍କା ମୂଲ୍ୟରେ ଚୁକ୍ତି କରିଛି । ଶରଥ କର୍ଣ୍ଣାଟକ ପକ୍ଷରୁ ୨୮ଟି ଟି-ଟ୍ୱେଣ୍ଟି ଖେଳିଛନ୍ତି ।  ଗତ ନିଲାମରେ ମିଞ୍ଜ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ  ସାଜିଥିଲେ । ଗୁଜରାଟ ଟାଇଟନ୍ସ ତାଙ୍କୁ ୩କୋଟି ୬୦ଲକ୍ଷ  ଟଙ୍କା ମୂଲ୍ୟରେ କିଣିଥିଲା । ପ୍ରଥମ ଆଦିବାସୀ ଖେଳାଳି  ଭାବେ ସେ ଆଇପିଏଲ୍‌ ଖେଳିବାକୁ ଯାଉଥିଲେ । ମାତ୍ର  ଏକ ମୋଟର ସାଇକେଲ୍‌ ଦୁର୍ଘଟଣାରେ ରବିନ ଆହତ  ହୋଇ ଆଇପିଏଲ୍‌ରୁ ବାଦ ପଡ଼ିଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.