ପ୍ରମୁଖ ଖବର
  • ସାଲେପୁର : ବିପୁଳ ପରିମାଣର ଚୋରା ବିଦେଶୀ ମଦ ଜବତ, ବେପାରୀ ଫେରାର
  • ||
  • ଚାନ୍ଦବାଲିରୁ ଶାହାଙ୍କ ହୁଙ୍କାର । ଚିଟଫଣ୍ଡ ଦୁର୍ନୀତିଖୋରଙ୍କୁ ଜେଲ ପଠାଇବୁ, ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବୁ
  • ||
  • ବାଣୀବିହାର ସତସଙ୍ଗ ପାର୍କ ଆଗରେ ପୋଲିସ ଗାଡ଼ି ଦୁର୍ଘଟଣା, ୭ ଆହତ
  • ||
  • ମିଜୋରାମରେ ପ୍ରବଳ ବର୍ଷା ଯୋଗୁ ଭୁଷୁଡିଲା ପଥର ଖଦାନ, ୧୦ ଶ୍ରମିକ ଚାଲିଗଲା ଜୀବନ, ଏକାଧିକ ଆହତ
  • ||
  • ଇଣ୍ଡିଗୋ ବିମାନରେ ବୋମା ଆତଙ୍କ,ଏମର୍ଜେନ୍ସି ଡୋର ଦେଇ ବାହାରିଲେ ଯାତ୍ରୀ
  • ||
  • ମୁମ୍ବାଇ ବିମାନବନ୍ଦର, ତାଜ ହୋଟେଲ ଉଡ଼ାଇବାକୁ ଧମକ, ଉତ୍ତରପ୍ରଦେଶରୁ ଆସିଥିଲା କଲ୍
  • ||
  • ଉପକୂଳରେ ଜୋରଦାର ପ୍ରଚାର, ମଙ୍ଗଳବାର ବାଲେଶ୍ବରରେ କାର୍ତ୍ତିକ୍ ପାଣ୍ଡିଆନଙ୍କ ଶକ୍ତି ପ୍ରଦର୍ଶନ
  • ||
  • ଆମେରିକାରେ ଘୂର୍ଣ୍ଣିଝଡ଼ ରଚିଲା ତାଣ୍ଡବ, ୨୨ ମୃତ,ଶତାଧିକ ଆହତ, ୧୦ କୋଟି ଲୋକ ପ୍ରଭାବିତ
  • ||
  • ରଥଖଳା ହାଲ୍‌ଚାଲ୍‌...ବୁଧବାର ରଥ ତ୍ରୟର ଚକ-ଅଖ ଡ଼େରା ନୀତି, ଚକକୁ ସୁରକ୍ଷା ଦିଏ ପନ୍ଦାରି ଚାବି
  • ||
  • କଟକ ଚାନ୍ଦବାଲି ରାସ୍ତାରେ OSRTC ବସ୍-ସ୍କୁଟି ମୁହାଁମୁହିଁ ଧକ୍କା, ଆଖିବୁଜିଲେ ଜଣେ ମହିଳା
  • ||
  • ମେ’ ୩୧ ସୁଦ୍ଧା କେରଳ ଛୁଇଁବ ମୌସୁମୀ: ଦେଶରେ ଅଧିକ ବର୍ଷିବ, ଓଡ଼ିଶାରେ ନିଅଣ୍ଟିଆ ବର୍ଷା ଆକଳନ
  • ||

ଚୁନା ଘାଟିରେ ଲୁହା ପଥର ବୋଝେଇ ଟ୍ରକ୍‌ ଦୁର୍ଘଟଣା, ଡ୍ରାଇଭର୍ ମୃତ

ବଣାଇ, ୦୧/୦୫ : କେ ବଲାଙ୍ଗ ଥାନା ଚୁନା ଘାଟିରେ ମଙ୍ଗଳବାର ମଧ୍ୟରାତ୍ରୀରେ ଦୁର୍ଘଟଣା। ଡ୍ରାଇଭର ମୃତ, ହେଲପର ଆହତ । ଦୁଇ ଘଣ୍ଟା ପରେ ଉଦ୍ଧାର ହେଲା ଡ୍ରାଇଭର୍‌ଙ୍କ ମୃତଦେହ।

ସୂଚନାନୁଯାୟୀ, କେ ବଲାଙ୍ଗ ଥାନା ଚୁନା ଘାଟିରେ ମଙ୍ଗଳବାର ମଧ୍ୟରାତ୍ରୀରେ ଏକ ଲୁହା ପଥର ବୋଝେଇ ଟ୍ରକ୍‌ର ବ୍ରେକ ଫେଲ୍ ହେବାରୁ ସମ୍ନାରେ ଥିବା ଆଉ ଏକ ଲୁହାପଥର ବୋଝେଇ ଟ୍ରକ୍‌କୁ କ୍ଷିପ୍ର ଗତିରେ ଆସି ଧକ୍କା ଦେଇଥିଲେ। ଫଳରେ ଗାଡ଼ିରେ ଚାପି ହୋଇ ଘଟଣା ସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ଦୁଇ ଘଣ୍ଟାର କଠିନ ପରିଶ୍ରମ ପରେ ଅଗ୍ନିଶମ ବାହିନୀ କଟର ସାହଯ୍ୟରେ ଟ୍ରକ୍‌କୁ କାଟି ଡ୍ରାଇଭରଙ୍କ ଶବକୁ ଉଦ୍ଧାର କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.