ପ୍ରମୁଖ ଖବର
  • ସୁନା ଦର ୭୪ ହଜାର ଟଙ୍କା ପାର୍, ବର୍ଷକରେ ୮୫,୦୦୦କୁ ଯିବ
  • ||
  • ରାଜଧାନୀରେ ରାଜନୈତିକ ହିଂସା, ବିଜେଡି କାର୍ଯାଳୟ ଉପରେ ବୋମା ମାଡ଼
  • ||
  • ମେ’ ୨୦ରେ ବଡ଼ଦାଣ୍ଡରେ ମୋଦିଙ୍କ ମେଗା ରୋଡ୍‌ ସୋ’, ମହାପ୍ରଭୁଙ୍କୁ କରିବେ ଦର୍ଶନ
  • ||
  • ରଥଖଳା ହାଲ୍‌ଚାଲ୍‌..ତୁମ୍ବରେ ସୁତା ବାଡ଼ିଆ ପରେ ବିନ୍ଧ ଅନୁକୂଳ, ଖଳାରେ ପହଞ୍ଚିଲା ତୁମ୍ବ ଖୋଦେଇ ଯନ୍ତ୍ର
  • ||
  • ଆଇପିଏଲ୍ ମହାସମର ମୁମ୍ବାଇକୁ ଭେଟିବ ଲକ୍ଷ୍ନୌ, ସମ୍ମାନ ପାଇଁ ଶେଷ ଲଢ଼େଇ
  • ||
  • ଶୁକ୍ରବାର ସମ୍ବଲପୁର, ଅନୁଗୁଳ, ଢେଙ୍କାନାଳ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ବିଜେଡି ପ୍ରାର୍ଥୀଙ୍କ ପାଇଁ ମାଗିବେ ଭୋଟ
  • ||
  • ରାଜ୍ୟରେ ପୁଣି ତାତି ଲେଉଟିବ: ୪ରୁ ୫ ଡିଗ୍ରୀ ବଢ଼ିବ ତାପମାତ୍ରା, ଆଭ୍ୟନ୍ତର ଓ ପଶ୍ଚିମ ଓଡ଼ିଶାରେ ପାରଦ ୪୪ ଡେଇଁବ
  • ||

ଚୁନା ଘାଟିରେ ଲୁହା ପଥର ବୋଝେଇ ଟ୍ରକ୍‌ ଦୁର୍ଘଟଣା, ଡ୍ରାଇଭର୍ ମୃତ

ବଣାଇ, ୦୧/୦୫ : କେ ବଲାଙ୍ଗ ଥାନା ଚୁନା ଘାଟିରେ ମଙ୍ଗଳବାର ମଧ୍ୟରାତ୍ରୀରେ ଦୁର୍ଘଟଣା। ଡ୍ରାଇଭର ମୃତ, ହେଲପର ଆହତ । ଦୁଇ ଘଣ୍ଟା ପରେ ଉଦ୍ଧାର ହେଲା ଡ୍ରାଇଭର୍‌ଙ୍କ ମୃତଦେହ।

ସୂଚନାନୁଯାୟୀ, କେ ବଲାଙ୍ଗ ଥାନା ଚୁନା ଘାଟିରେ ମଙ୍ଗଳବାର ମଧ୍ୟରାତ୍ରୀରେ ଏକ ଲୁହା ପଥର ବୋଝେଇ ଟ୍ରକ୍‌ର ବ୍ରେକ ଫେଲ୍ ହେବାରୁ ସମ୍ନାରେ ଥିବା ଆଉ ଏକ ଲୁହାପଥର ବୋଝେଇ ଟ୍ରକ୍‌କୁ କ୍ଷିପ୍ର ଗତିରେ ଆସି ଧକ୍କା ଦେଇଥିଲେ। ଫଳରେ ଗାଡ଼ିରେ ଚାପି ହୋଇ ଘଟଣା ସ୍ଥଳରେ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ହେଲପର ଆହତ ହୋଇଛନ୍ତି। ଦୁଇ ଘଣ୍ଟାର କଠିନ ପରିଶ୍ରମ ପରେ ଅଗ୍ନିଶମ ବାହିନୀ କଟର ସାହଯ୍ୟରେ ଟ୍ରକ୍‌କୁ କାଟି ଡ୍ରାଇଭରଙ୍କ ଶବକୁ ଉଦ୍ଧାର କରିଛି।

  • prameyanews
  • PrameyaOdia
  • prameya
  • News7 Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.