ପ୍ରମୂଖ ଖବର
  • କାମାକ୍ଷାନଗର : ସ୍ତ୍ରୀ ସମ୍ମୁଖରେ ସ୍ୱାମୀକୁ ପଥରରେ ଛେଚି ହତ୍ୟା, ୩ ଅଭିଯୁକ୍ତ ଫେରାର
  • ||
  • ଗଞ୍ଜାମ ଏସପି ଭାବେ ଦାୟିତ୍ୱ ନେଲେ ଶୁଭେନ୍ଦୁ ପାତ୍ର, ଅପରାଧ ନିୟନ୍ତ୍ରଣ ଏବଂ ଅପରାଧୀ ଦମନ ରହିବ ଲକ୍ଷ
  • ||
  • ବଦଳିଲେ ଭଦ୍ରକ ଏସପି; କାର୍ଯ୍ୟଭାର ଗ୍ରହଣ କଲେ ସନ୍ଦୀପ ସମ୍ପଦ, ନୂତନ ଏସପିଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ସ୍ୱାଗତ
  • ||
  • ଟ୍ୱିନ୍‌ସିଟି ଅତିରିକ୍ତ ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଉମାଶଙ୍କର ଦାସ
  • ||
  • ଭୋଗରାଇ : ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ପଡିଲା ତାଲା, ରାସ୍ତାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ
  • ||
  • ବାଲିଗୁଡା : ଦୁର୍ଗାପାଙ୍ଗାରେ ମହାମାରୀ ରୂପ ନେଉଛି ଝାଡାବାନ୍ତି; ୬ ମୃତ,୧୫ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ
  • ||
  • ହିନ୍ଦୋଳ : ପୋଖରୀରେ ବୁଡି ମହିଳା ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଭୁବନ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ହତ୍ୟା କରି କୂଅରେ ପକାଇଲା ସ୍ୱାମୀ
  • ||
  • ସାଲେପୁର : ଅନଲାଇନ୍ ଗେମ୍ ଖେଳିବା ପଡ଼ିଲା ମହଙ୍ଗା, ଲକ୍ଷାଧିକ ଟଙ୍କା ହାରି ଜୀବନ ହାରିଲେ ଯୁବକ
  • ||
  • ନୟାଗଡ : ବନ୍ଧୁକ ଦେଖାଇ କେନ୍ଦୁପତ୍ର ଫଡି ଘରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ସହ ଟଙ୍କା ଏବଂ ମୋବାଇଲ୍ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଜଳେଶ୍ବର : ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା ଲୁଟ୍‌, ଜଣେ ଅଟକ
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ ଅରବିନ୍ଦ କେଜରିୱାଲ, ଆପ୍‌ ମୁଖ୍ୟାଳୟ ନିକଟରେ ଚୂଡ଼ାନ୍ତ ହୋଇଛି ଘର
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା, ଆଜି ୫ ପୁଲିସ ଅଧିକାରୀଙ୍କ ପଲିଗ୍ରାଫ୍‌ ପରୀକ୍ଷା
  • ||
  • କାମାକ୍ଷାନଗର : ଶୌଚ ହେବାକୁ ଯାଇଥିବାବେଳେ ଧକ୍କା ଦେଲା ଟ୍ରେନ୍, କଟିଗଲା ଯୁବକଙ୍କ ବାମ ଗୋଡ଼
  • ||
  • ବାଲେଶ୍ୱର : ରାଇସ୍‌ ମିଲ୍‌ ମାଲିକଙ୍କ ଦବଙ୍ଗଗିରି, ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କୁ ଆକ୍ରମଣ
  • ||
  • UAEରେ ବାଜିବ ମହିଳା ଟି-ଟ୍ୱେଣ୍ଟି ୨୦୨୪ ବିଶ୍ୱକପ୍ ବିଗୁଲ, ୧୦ ଦଳ, ୨୩ ମ୍ୟାଚ୍‌, ୨ ଭେନ୍ୟୁରେ ଖେଳାଯିବ
  • ||
  • ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟ, ୪ରେ ସୁଦ୍ଧା ଲଘୁଚାପ: ଆଇଏମ୍‌ଡି ଡିଜି
  • ||

ହୁରୁନ୍‌ ଇଣ୍ଡିଆ ଅଣ୍ଡର୍‌ ୩୫ ତାଲିକାରେ ଈଶା, ଆକାଶ ଅମ୍ବାନି...

ନୂଆଦିଲ୍ଲୀ,୨୭/୦୯: ଈଶା ଅମ୍ବାନି ଏବଂ ପରିତା  ପାରେଖଙ୍କୁ ‘୨୦୨୪ ହୁରୁନ୍‌  ଇଣ୍ଡିଆ ଅଣ୍ଡର୍‌ ୩୫’ର ପ୍ରଥମ  ତାଲିକାରେ ସବୁଠୁ କମ୍‌ ବୟସ୍କ ମହିଳା ଭାବେ ସାମିଲ  କରାଯାଇଛି । ଈଶା ରିଲାଏନ୍ସ  ରିଟେଲ୍‌ର ଅଣ-କାର୍ଯ୍ୟନିର୍ବାହୀ  ନିର୍ଦ୍ଦେଶିକା ଏବଂ ମୁକେଶ  ଅମ୍ବାନିଙ୍କ ଝିଅ । ସେହିଭଳି ପରିତା ପାରେଖ ଟିଚିଂ ଏବଂ  ଲର୍ଣ୍ଣିଂ ପ୍ଲାଟ୍‌ଫର୍ମ ଟଡଲ୍‌ର ପ୍ରତିଷ୍ଠାତା । 

ସେହିଭଳି ସେୟାର୍‌ଚାଟ୍‌ର ଅଙ୍କୁଶ ସଚଦେବା ଏବଂ ରିଲାଏନ୍ସ ଜିଓର ଆକାଶ ଅମ୍ବାନି  ସବୁଠୁ କମ୍‌ ବୟସ୍କ ଇଣ୍ଡିଭିଜୁଆଲ ଏଣ୍ଟ୍ରୋପ୍ରେନ୍ୟୁର୍‌ ରହିଛନ୍ତି । ସେମାନଙ୍କ ବୟସ ୩୧ ବର୍ଷ । ହୁରୁନ୍‌ ଇଣ୍ଡିଆର  ଏହି ତାଲିକାରେ ସାମିଲ ୮୨% ଉଦ୍ୟୋଗୀ ସେଲ୍‌ଫମେଡ୍‌ ।  ୨୦୨୪ ହୁରୁନ୍‌ ଇଣ୍ଡିଆ ଅଣ୍ଡର୍‌-୩୫ ତାଲିକାରେ ଅନେରୀ  ପଟେଲ, ଅନିଷା ତିୱାରୀ ଏବଂ ଅଞ୍ଜଳି ମର୍ଚ୍ଚାଣ୍ଟଙ୍କ ସହିତ ୭  ଜଣ ମହିଳା ଉଦ୍ୟୋଗୀ ସାମିଲ ଅଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.