PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦୁଝର ସଦର : ମଦ୍ୟପଙ୍କ ଉନ୍ମୁକ୍ତ କାଣ୍ଡ, ବାପାକୁ ପିଟିପିଟି ହତ୍ୟା କଲା ପୁଅ
  • ||
  • ଭୁବନେଶ୍ଵର : ଅକ୍ଟୋବର ୨ରୁ ଏକ ମାସ ବ୍ୟାପି ପଦଯାତ୍ରା କରିବ ବିଜେଡି, ୨୯ ଏବଂ ୩୦ ତାରିଖରେ ବସିବ ପ୍ରସ୍ତୁତି ବୈଠକ
  • ||
  • ବାରିପଦା : ବ୍ୟାଙ୍କ୍‌ରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଏଟିଏମ୍
  • ||
  • ଭୁବନେଶ୍ଵର : ରାଜଧାନୀରେ ଚାଞ୍ଚଲ୍ୟ, ବାର୍‌ରେ ୩ଟି ବୋମାମାଡ଼ କଲେ ୨ ଦୁର୍ବୃତ୍ତ
  • ||

ଶୀକାର କରି ଫଟୋ ଉଠାଇବା ପଡ଼ିଲା ମହଙ୍ଗା,  ୫ ବର୍ଷ ପରେ ଧରାପଡ଼ିଲା ବାଘ ଶିକାରୀ

ନୟାଗଡ଼, ୧୨/୮: ବାଘ ଶୀକାର କରି ଫଟୋ ଉଠାଇବା ପଡ଼ିଛି ମହଙ୍ଗା। ଗତ ୫ ବର୍ଷ ପୂର୍ବରୁ ଜଣେ ଯୁବକ ବାଘ ଶୀକାର କରି ଉଠାଇଥିଲେ ଫଟୋ ।

ଏହି ଅଭିଯୋଗରେ ସମ୍ପୃକ୍ତ ଯୁବକଙ୍କୁ ପଞ୍ଚରିଡା ରେଞ୍ଜ ବନବିଭାଗ ଗିରଫ କରିଛି । ଯୁବକଙ୍କୁ ଗିରଫ ନେଇ ନୟାଗଡ଼ ଜିଲ୍ଲା ବନ ଖଣ୍ଡ ଅଧିକାରୀ କ୍ଷମା ଷଡ଼ଙ୍ଗୀ ସୂଚନା ଦେଇଛନ୍ତି ।

ସମ୍ବନ୍ଧିତ ଖବର