PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ଏହି ଜିଲ୍ଲାମାନଙ୍କରେ ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା

https://www.thechronicle.com.au/

ଭୁବନେଶ୍ୱର ୫/୮: ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ପ୍ରାୟ ଜିଲ୍ଲାରେ ବର୍ଷା ହୋଇଛି । ତେବେ ଆଜି କିଛି ଜିଳ୍ଲାରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ ।ସେହି  ଜିଲ୍ଲାଗୁଡ଼ିକ ହେଲା ଯାଜପୁର, ଭଦ୍ରକ, କଟକ, ଅନୁଗୁଳ, ରାୟଗଡ଼ା, କନ୍ଧମାଳ, ମାଲକାନଗିରି, ବାଲେଶ୍ୱର, ଗଞ୍ଜାମ, କେନ୍ଦୁଝର, ଢ଼େଙ୍କାନାଳ, ଗଜପତି ଓ କୋରାପୁଟ । ଏହି ସବୁ ଜିଲ୍ଳାରେ ବର୍ଷା ସହ ବଜ୍ରପାତ ହେବା ନେଇ ଆଶଙ୍କା ରହିଛି । ଏନେଇ ଜିଲ୍ଲାମାନଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।