ପ୍ରମୂଖ ଖବର
  • ନୀଳଗିରି ବ୍ଲକ ତେଲିପାଳ ପଞ୍ଚାୟତ ଋଷିଆ କେନାଲରେ ଅଘଟଣ, ବଜ୍ରପାତରେ ୩ ମୃତ
  • ||
  • କଟକ: ଓସିଏ କନ୍‌ଫରେନ୍ସ ହଲ୍‌ରେ ଅଗ୍ନିକାଣ୍ଡ , କାରଣ ଅସ୍ପଷ୍ଟ
  • ||
  • ଅସହ୍ୟ ହେଲା ଅଧ୍ୟାପକଙ୍କ ନିର୍ଯାତନା, ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଲେ ଛାତ୍ରୀ, ଉଦ୍ଧାର କରିବାକୁ ଯାଇ ଛାତ୍ର ଗୁରୁତର
  • ||
  • ରାୟଗଡ଼ା : କଞ୍ଜାମଯୋଡି ଗ୍ରାମରେ କଙ୍ଗାରୁକୋର୍ଟ ଘଟଣା: ରାୟଗଡ଼ା ଉପଜିଲ୍ଲାପାଳଙ୍କ ତଦନ୍ତ ନିର୍ଦ୍ଦେଶ
  • ||
  • ଅନୁଗୁଳ : ସାପ କାମୁଡ଼ାରେ ନାବାଳକ ମୃତ
  • ||
  • କଟକ : ପାରିବାରିକ କଳହର କରୁଣ ପରିଣତି, ମୁଣ୍ଡଳୀ ବ୍ରିଜ୍‌ରେ ଗାଡ଼ି ରଖି ମହାନଦୀକୁ ଡେଇଁ ପଡ଼ିଲେ ଯୁବକ!
  • ||
  • ମୁମ୍ବାଇରୁ ଓଡ଼ିଶା ଫେରିବେ ବିରୋଧୀ ଦଳ ନେତା ନବୀନ, ସ୍ୱାଗତ ପାଇଁ ବିଜେଡି ନେତା ଓ କର୍ମୀ ପ୍ରସ୍ତୁତ
  • ||
  • ଡ୍ରାଇଭର ମହାସଂଘ ହାତ ଛାଡ଼ିଲେ ବସ୍‌ ମାଲିକ, ରାଜ୍ୟରେ ସ୍ୱାଭାବିକ ହେଲା ଘରୋଇ ବସ୍‌ ଚଳାଚଳ
  • ||
  • ଦିଲ୍ଲୀରେ ଭୁଶୁଡ଼ିଲା ୪ ମହଲା ବିଲ୍ଡିଂ, ୧୨ ଜଣ ଚାପି ହୋଇଥିବା ଆଶଙ୍କା
  • ||
  • ଦୁର୍ବଳ ହେଉଛି ମାଓ ସଙ୍ଗଠନ, ଆତ୍ମସମର୍ପଣ କଲେ ୨୨ ମାଓବାଦୀ
  • ||
  • ଭୁବନେଶ୍ୱର : ପୁଲିସ ଭବନ ସମ୍ମୁଖରେ ସିରିଜ୍ ଦୁର୍ଘଟଣା, ଡ୍ରାଇଭର ଗୁରୁତର
  • ||
  • କେନ୍ଦୁଝର: ଗୋଠଛଡ଼ା ଦନ୍ତା ଆକ୍ରମଣରେ ଜଣେ ମୃତ, ଜଣେ ଗୁରୁତର
  • ||
  • ଅହମ୍ମଦାବାଦ ପ୍ଲେନ୍‌ କ୍ରାସ୍‌ର ଆସିଲା ତଦନ୍ତ ରିପୋର୍ଟ, ଉଡ଼ାଣର ୯୦ ସେକେଣ୍ଡରେ ବନ୍ଦ ହୋଇଥିଲା ବିମାନ ଇଞ୍ଜିନ୍‌
  • ||
  • ମେଗା ରୋଜଗାର ମେଳା, ଆଜି ୫୧ ହଜାର ନିଯୁକ୍ତିପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି
  • ||
  • ଘୂର୍ଣ୍ଣିବଳୟ ସକ୍ରିୟ: ଆଜି ୧୩ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୩ରୁ ଅଧିକ ବର୍ଷା ହୋଇପାରେ
  • ||

ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ଜଗମୋହନ ମୀନା, କହିଲେ ଅପରାଧିଙ୍କୁ ଧରିବା ପାଇଁ ବ୍ୟବହାର ହେବ ନୂଆ ଟେକ୍ନୋଲୋଜି

Published By : Harapriya Sethi | March 5, 2025 11:41 AM

ଭୁବନେଶ୍ୱର,୦୫ /୦୩: ଭୁବନେଶ୍ୱରର ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ଆଇପିଏସ୍‌ ଅଫିସର ଜଗମୋହନ ମୀନା । ବର୍ତ୍ତମାନ ଡିସିପି ପିନାକ ମିଶ୍ରଙ୍କ ଠାରୁ ଦାୟିତ୍ୱ ନେଲେ ଜଗମୋହନ ମୀନା । ଦାୟିତ୍ୱ ନେବା ପରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଥିଲା । ଏହି ସାମ୍ବାଦିକ ସମ୍ମିଳନୀରେ ଜଗମୋହନ ମୀନା କହିଛନ୍ତି ଯେ, ଅପରାଧ ତଦନ୍ତ ଏବଂ ଅଭିଯୁକ୍ତକୁ ତୁରନ୍ତ ଗିରଫ କରିବାକୁ ଗୁରୁତ୍ୱ ଦିଆଯିବ । ସାଧାରଣ ଲୋକଙ୍କ ପ୍ରତି ଯତ୍ନବାନ ହେବୁ । ଚାରିଆଡେ ସିସିଟିଭି ସର୍ଭେଲାନ୍ସ ବଢାଯିବ । ଆଗକୁ ସାଇବର ଥାନାକୁ ମଧ୍ୟ ସୁଦୃଢ କରାଯିବ । ନବନିଯୁକ୍ତ କନେଷ୍ଟବଳକୁ କିପରି ବ୍ୟବହାର କରାଯିବ, ସେନେଇ ତୁରନ୍ତ ପଦକ୍ଷେପ ନିଆଯିବ । 

ସେହିପରି ଅପରାଧିଙ୍କୁ ଧରିବା ପାଇଁ ନୂଆ ଟେକ୍ନୋଲୋଜିର ବ୍ୟବହାର କରାଯିବ । ଗତ କିଛି ଦିନ ହେବ ଆପାର୍ଟେମେଣ୍ଟମାନଙ୍କରୁ ଲୁଟ୍‌ ହୋଇଥିଲା । ଏହାକୁ ରୋକିବାକୁ ନୂଆ ଟିମ୍‌ ଗଠନ ହେବ । ସହରରେ ଟ୍ରାଫିକ ସମସ୍ୟା କିପରି ଦୂର ହେବ, ସେଥିପାଇଁ ସ୍ପେଶାଲ ରଣନୀତି କରାଯିବ ବୋଲି କହିଛନ୍ତି ନୂଆ ଡିସିପି ଜଗମୋହନ ମୀନା । 


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.