PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ଆସାମ-ଅରୁଣାଚଳ ସୀମାରେ ଫାୟାରିଂ , ୨ ମୃତ ଓ ୩ ନିଖୋଜ
  • ||
  • ପୁରୀ : ସ୍କୁଟି ଉପରେ ମାଡିଗଲା ଟାଉନ ବସ୍, ଚାଲିଗଲା ୩ ଜୀବନ
  • ||
  • ଝଡ଼ ତୋଫାନରେ ଲକ୍ଷ୍ନୌର ଇକାନା ଷ୍ଟାଡିୟମର ଭାଙ୍ଗି ଗଲା ବୋର୍ଡ , ଜଣେ ବ୍ୟକ୍ତି ଚାପି ହୋଇ ରହିଥିବା ସୂଚନା
  • ||
  • ରେଲୱେ ଚାକିରିକୁ ଫେରିଲେ ବଜରଙ୍ଗ , ଭିନେଶ ଓ ସାକ୍ଷୀ ମଲିକ – ଆନ୍ଦୋଳନରୁ ପଛକୁ ହଟିବାକୁ କଲେ ମନା
  • ||
  • ବରଗଡ଼: ବରଗଡ଼ରେ ଲାଇନ୍‌ଚ୍ୟୁତ୍ ହେଲା ଚୂନପଥର ବୋଝେଇ ମାଲବାହୀ ଟ୍ରେନ୍, ଟ୍ରାକ୍‌ରୁ ଖସିଲା ୫ ୱାଗନ୍
  • ||
  • ବାଲେଶ୍ୱର : ଶବକୁ ନେଇ ସାଂଘାତିକ ଖେଳ: ଆଉ କାହାର ଶବକୁ ଧରି ସ୍ତ୍ରୀ କହିଲା ସ୍ୱାମୀ ମୋର, ଦିଅ ଟଙ୍କା…
  • ||
  • ଭୁବନେଶ୍ୱର : କୋଲକାତା ଓ ଆସାମ ଫେରିଲେ ଯାତ୍ରୀ, ବସ୍‌ ସେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ
  • ||
  • ସୋର: ବାହାନଗାରେ ସ୍ଵାଭାବିକ ହେଲା ଟ୍ରେନ୍ ଚଳାଚଳ, ଗଡ଼ିଲା ୩ଟି ଟ୍ରେନ୍
  • ||
  • ବାଲେଶ୍ୱର : ବାହାନଗା ଟ୍ରେନ୍‌ ଦୁର୍ଘଟଣା: ୨୮୫ ଜଣ ନେଲେଣି ୩.୨୨ କୋଟିର ଅନୁକମ୍ପା ରାଶି
  • ||
  • ଭୁବନେଶ୍ୱର: ବାହାନଗା ବିଭୀଷିକା: ପ୍ରତିଶ୍ରୁତି ପୂରଣ କରିପାରିଲାନି ସ୍ୱାମୀ, ମଙ୍ଗଳସୂତ୍ର ଦେବା ପୂର୍ବରୁ ଚାଲିଗଲା ଜୀବନ
  • ||
  • ପୁରୀ: ରଥଖଳା ହାଲ୍‌ଚାଲ୍‌…ବୁଲିଲା ଚଉଦ ନାହାକା, ଉଠିଲା ୨ୟ ଭୂଇଁ
  • ||
  • ପୁରୀ: ଅଣସର ଘରେ ମହାପ୍ରଭୁଙ୍କ ଗୁପ୍ତ ପୂଜା ଆରମ୍ଭ, ଶ୍ରୀମନ୍ଦିରକୁ ବିଜେ କଲେ ପଟିଦିଅଁ: ଆଜିଠୁ ଶ୍ରୀଅଲାରନାଥ ଦର୍ଶନ
  • ||

ଚେକ୍ ବାଉନ୍ସ ମାମଲାରେ ଜେଲ ଓ ଜରିମାନା

ଭଦ୍ରକ, ୩୧/୩: ଚେକ୍ ବାଉନ୍ସ ମାମଲାରେ ଅଭିଯୁକ୍ତଙ୍କୁ ଜେଲ ସହ ଜରିମାନା । ଭଦ୍ରକ ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟ ଚିନ୍ମୟ କୁମାର ପାଢ଼ୀ ଅଭିଯୁକ୍ତ ସାବରଙ୍ଗ ଥାନା ଅନ୍ତର୍ଗତ ବାରିକ ଛକ ଗ୍ରାମର ରାଧାକାନ୍ତ ଓଝାଙ୍କ ପୁତ୍ର କାମିନୀକାନ୍ତ ଓଝାଙ୍କୁ ୧୦ ଲକ୍ଷ ଟଙ୍କା ଜରିମାନା ଓ ୬ ମାସ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି ।

ସୂଚନା ଅନୁଯାୟୀ, ବରାଙ୍ଗ ଗ୍ରାମର ଅବସରପ୍ରାପ୍ତ ସେନା କର୍ମଚାରୀ ପ୍ରଶାନ୍ତ କୁମାର ରାଉତଙ୍କ ସହ ବନ୍ଧୁତା ସ୍ଥାପନ କରି ତାଙ୍କ ପାଖରୁ ୬ ବର୍ଷ ପୂର୍ବେ ୫ ଲକ୍ଷ ଟଙ୍କା ମାସେ ଭିତରେ ଫେରେଇ ଦେବେ କହି ଧାର ଆକାରରେ ନେଇଥିଲା । ମାସେ ପରେ ପ୍ରଶାନ୍ତ ଟଙ୍କା ଫେରେଇବାକୁ କହିବାରୁ କାମିନୀକାନ୍ତ ତାଙ୍କୁ ଭଦ୍ରକ ଷ୍ଟେଟ ବ୍ୟାଙ୍କର ଏକ ଚେକ ଦେଇଥିଲେ । ଯାହାକି ପରବର୍ତ୍ତୀ ମୁହୂର୍ତ୍ତରେ ବାଉନ୍ସ ହୋଇଥିବା ଦେଖାଯାଇଥିଲା । ଟଙ୍କା ନ ଫେରେଇବାରୁ ସେ ଭଦ୍ରକ ଉପଖଣ୍ଡ ବିଚାର ବିଭାଗୀୟ ମାଜିଷ୍ଟ୍ରେଟଙ୍କ ଅଦାଲତରେ ୧.ସି.ସି. କେସ୍ ଆଗତ କରିଥିଲେ । ସେହି ମାମଲାର ବିଚାର କରି କୋର୍ଟ ଉକ୍ତ ରାୟ ଶୁଣାଇଛନ୍ତି I