ପ୍ରମୂଖ ଖବର
  • ନୂଆଦିଲ୍ଲୀରେ ବସିବ ନୀତି ଆୟୋଗ ବୈଠକ, ଅଧ୍ୟକ୍ଷତା କରିବେ ପ୍ରଧାନମନ୍ତ୍ରୀ
  • ||
  • କିଏ ନେବ ରାଜ୍ୟ କଂଗ୍ରେସ ନେତୃତ୍ୱ ? ଦିଲ୍ଲୀ ଦରବାରରେ ଛାମୁଆ ନେତା, ଚର୍ଚ୍ଚାରେ ତାରା, ମୋକିମ, ପ୍ରସାଦ ଓ ସପ୍ତଗିରି
  • ||
  • ଶନିବାରଠୁ ଶ୍ରୀଲଙ୍କା-ଭାରତ ଟି-ଟ୍ୱେଣ୍ଟି ସିରିଜ୍,ପାଲିକେଲେରେ ଖେଳାଯିବ ପ୍ରଥମ ମୁକାବିଲା
  • ||
  • ଶନିବାର ନୀତି ଆୟୋଗ ସାଧାରଣ ପରିଷଦ ବୈଠକ, ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ଲଘୁଚାପ ସକ୍ରିୟ: ଆସନ୍ତା ୪ ଦିନ ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ସତର୍କ କରାଇଲେ ଏସ୍‌ଆରସି
  • ||

LOCରେ ଅନୁପ୍ରବେଶ ବେଳେ ୨ ଆତଙ୍କବାଦୀଙ୍କୁ ହତ୍ୟା କଲା ଭାରତୀୟ ସେନା, ସର୍ଚ୍ଚ ଅପରେସନ ଜାରି...

ନୂଆଦିଲ୍ଲୀଗୁରୁବାର ଜାମ୍ମୁକାଶ୍ମୀରର ଲାଇନ୍ ଅଫ୍ କଣ୍ଟ୍ରୋଲ( LOC)ରେ ଆତଙ୍କବାଦୀଙ୍କ ଅନୁପ୍ରବେଶ ଉଦ୍ୟମକୁ ପଣ୍ଡ କରିଛି ଭାରତୀୟ ସେନା । ସୂଚନାନୁସାରେଏହି ସମୟ ମଧ୍ୟରେ ସୁରକ୍ଷା ବାହିନୀ ଦୁଇଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଛନ୍ତି । ଏହା ପରେ ସୁରକ୍ଷା ବାହିନୀ ଅନ୍ୟ ଆତଙ୍କବାଦୀଙ୍କୁ ଖୋଜିବା ପାଇଁ ସମଗ୍ର ଅଞ୍ଚଳରେ ସର୍ଚ୍ଚ ଅପରେସନ ଆରମ୍ଭ କରିଛନ୍ତି । ସର୍ଚ୍ଚ ଅପରେସନ୍ ସମୟରେ ଦୁଇଟି ପିସ୍ତଲଗୁଳିଗୋଳା ଏବଂ ଯୁଦ୍ଧ ଭଳି ଅନ୍ୟାନ୍ୟ ସାମଗ୍ରୀ ଉଦ୍ଧାର କରାଯାଇଛି ।

ସୂଚନାଥାଉକି,ଯେ ମେ ମାସରେ ସୁରକ୍ଷା ବାହିନୀ ଆଉ ତିନି ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ। ଏହାପୂର୍ବରୁ ମେ ୯ ରେ ୪୦ ଘଣ୍ଟା ନଜର ରଖିବା ପରେ ସେନା ତିନି ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲା । 'ଅପରେସନ୍ ରେଡୱାନି ପାଇନ୍ସମୟରେ ସୁରକ୍ଷା ବାହିନୀ ଏହି ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ । ଭାରତୀୟ ବାୟୁସେନା ଗାଡି ଉପରେ ଗୁଳି ଚଳାଇବା ପରେ ଏହି ଅପରେସନ ଆରମ୍ଭ କରାଯାଇଥିଲା, ଯେଉଁଥିରେ ଜଣେ ବରିଷ୍ଠ ବାୟୁସେନା ଅଧିକାରୀଙ୍କ ମୃତ୍ୟୁ ଘଟିଥିଲା।

 

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.