ପ୍ରମୂଖ ଖବର
  • ରୁଷକୁ ଟ୍ରମ୍ପଙ୍କ ଅଲ୍ଟିମେଟମ୍, ୫୦ ଦିନ ମଧ୍ୟରେ ଯୁଦ୍ଧ ବନ୍ଦ ନକଲେ ଲଗାଇବେ ଶତ ପ୍ରତିଶତ ଶୁଳ୍କ
  • ||
  • ଛୋଟ ଛୋଟ କଥାରେ ବିବାଦ ଯୋଗୁଁ ବିପଦରେ ପଡ଼ୁଛି ହିନ୍ଦୁ ବିବାହ, ଚିନ୍ତା ପ୍ରକାଶ କଲେ ବମ୍ବେ ହାଇକୋର୍ଟ
  • ||
  • ବାରଙ୍ଗ ବ୍ଲକ ଛକରେ ଆମ ବସ୍ ଧକ୍କାରେ ଯୁବକ ମୃତ, ଘଟଣାସ୍ଥଳରେ ଉତ୍ତେଜନା, ରାସ୍ତାରୋକ
  • ||
  • ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା, ଏମ୍ସରେ ପୀଡିତାଙ୍କୁ ଭେଟିଲେ ରାଷ୍ଟ୍ରପତି
  • ||
  • ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣାରେ ଏଫଏମ କଲେଜ ଅଧ୍ୟକ୍ଷ ଗିରଫ
  • ||
  • ମାଲକାନଗିରି: ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ୩ ଗୁରୁତର, -ଜଙ୍ଗଲକୁ ଛତୁ ସଂଗ୍ରହ ପାଇଁ ଯାଇଥିବା ବେଳେ ଫୁଟିଲା ଲ୍ୟାଣ୍ଡମାଇନ୍‌
  • ||
  • କେନ୍ଦୁଝର : ଲଗାଣ ବର୍ଷାରେ ଅସ୍ତବ୍ୟସ୍ତ ତେଲକୋଇ, ପିଟାନାଳି ପୋଲ ଉପରେ ୩ ଫୁଟର ବନ୍ୟା ଜଳ ପ୍ରବାହିତ
  • ||
  • ଭୁବନେଶ୍ୱର : ମୃତ୍ୟୁ ସହ ସଂଘର୍ଷ କରୁଛି ଝିଅ, ସୁସ୍ଥ ହେବା ପାଇଁ ପ୍ରାର୍ଥନା କରନ୍ତୁ କହିଲେ ଏଫଏମ୍ କଲେଜ ପୀଡ଼ିତାଙ୍କ ବାପା
  • ||
  • ଗଞ୍ଜାମ : ମନ୍ଦିର ଗେଟ୍‌ରେ ପିଟିହେଲା ବାଇକ୍‌, ୨ ମୃତ
  • ||
  • ମହାମହିମଙ୍କ ଗସ୍ତ ପାଇଁ କମିଶନରେଟ୍‌ ପୁଲିସ ପକ୍ଷରୁ ଟ୍ରାଫିକ୍ କଟକଣା, ସହର ଭିତରକୁ ୨ ଦିନ ପାଇଁ ଭାରୀଯାନ ମନା
  • ||
  • ପାରାଦ୍ଵୀପର ପରିବା ମାର୍କେଟ୍‌ରେ ଅଗ୍ନିକାଣ୍ଡ, ୬ରୁ ଉର୍ଦ୍ଧ୍ଵ ଦୋକାନ ପୋଡ଼ି ପାଉଁଶ
  • ||
  • ଏଫଏମ୍‌ କଲେଜରେ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା, ଆଜି ବାଲେଶ୍ୱର ଗସ୍ତ କରିବ ପିସିସି ଅନୁଧ୍ୟାନ କମିଟି
  • ||
  • ଶ୍ରାବଣ ସୋମବାର ଉପଲକ୍ଷେ ସୁଦର୍ଶନ ପଟ୍ଟନାୟକଙ୍କ ବାଲୁକା କଳା, ବାଲିରେ ଝଲସିଲେ ଦେବ ଦେବ ମହାଦେବ
  • ||
  • ଭେଣ୍ଟିଲେଟରରେ ମୃତ୍ୟୁ ସହ ଲଢୁଛନ୍ତି FM କଲେଜ ଛାତ୍ରୀ, ଭର୍ଚୁଆଲରେ ଦିଲ୍ଲୀ ଏମ୍ସର ପରାମର୍ଶରେ ଚାଲିଛି ଡାୟାଲିସିସ୍‌
  • ||
  • ଡେଲାଙ୍ଗରେ ବ୍ୟାପିଛି ବାର୍ଡ ଫ୍ଲୁ, ଚିକେନ୍ ପ୍ରେମୀଙ୍କ ମନରେ ଛନକା, ଦୁଇ ଦିନରେ ମରାଗଲାଣି ୬,୭୩୧ କୁକୁଡ଼ା
  • ||
  • ମହାକାଶରୁ ଶୁଭାଂଶୁଙ୍କ ମେସେଜ୍, କହିଲେ ସାରେ ଜହାଁ ସେ ଅଛା, ହିନ୍ଦୁସ୍ତାନ ହମାରା, ଆଜି ମହାକାଶରୁ ପୃଥିବୀ ଅଭିମୁଖେ ଯାତ୍ରା
  • ||
  • ଲଣ୍ଡନ ସାଉଥ୍‌ଏଣ୍ଡ୍ ଏୟାରପୋର୍ଟରେ ବିମାନ ଦୁର୍ଘଟଣା, ଉଡ଼ାଣର କିଛି ସମୟ ଭିତରେ ଜଳିଗଲା ବିଚ୍‌କ୍ରାଫ୍ B200 ସୁପରକିଙ୍ଗ୍
  • ||
  • ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି: ଏମ୍‌ସ, ରେଭେନ୍ସା ବିଶ୍ୱବିଦ୍ୟାଳୟ ସମାବର୍ତ୍ତନ ସମାରୋହରେ ଦେବେ ଯୋଗ
  • ||
  • ବଙ୍ଗୋପସାଗରରେ ଯୋଡ଼ା ଲଘୁଚାପ ସକ୍ରିୟ: ଆଜି ୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି
  • ||
  • ଶ୍ରାବଣ ମାସର ପ୍ରଥମ ସୋମବାରରେ ଚଳଚଞ୍ଚଳ ଧବଳେଶ୍ଵରଙ୍କ ପୀଠ, ଶ୍ରାବଣୀ ଲିଙ୍ଗରେ ଜଳଲାଗି କଲେ କାଉଡ଼ିଆ
  • ||

କଟରାରୁ ଶ୍ରୀନଗର ଭିତରେ ବନ୍ଦେ ଭାରତ ଏକ୍ସପ୍ରେସର ପ୍ରଥମ ଟ୍ରାଏଲ ରନ୍

Published By : Anindita Ratha | January 25, 2025 10:53 AM

ନୂଆଦିଲ୍ଲୀ,୨୫/୦୧:  ଭାରତୀୟ ରେଳବାଇ ମାତା ବୈଷ୍ଣୋ ଦେବୀ ରେଳ ଷ୍ଟେସନ କଟରା ଠାରୁ ଶ୍ରୀନଗର ପର୍ଯ୍ୟନ୍ତ ପ୍ରଥମ ବନ୍ଦେ ଭାରତ ଟ୍ରେନର ଟ୍ରାଏଲ ରନ୍ ହୋଇଛି। ଯାହାର ଭିଡିଓ ମଧ୍ୟ ସାମ୍ନାକୁ ଆସିଛି। ଏହି ଟ୍ରେନଟି ଅଞ୍ଜୀ ଖାଦ୍ ବ୍ରିଜ ଦେଇ ମଧ୍ୟ  ଯିବ । ଯାହା ଭାରତର ପ୍ରଥମ କେବୁଲ ରେଳ ବ୍ରିଜ।  ଚେନାବ ବ୍ରିଜ ଦେଇ ମଧ୍ୟ ଯିବ ଯାହାକି ବିଶ୍ୱର ସର୍ବୋଚ୍ଚ ରେଳ ବ୍ରିଜ ଅଟେ। କାଶ୍ମୀର ଉପତ୍ୟକାର ଶୀତଳ ଜଳବାୟୁ ଅନୁଯାୟୀ ଏହି ଟ୍ରେନକୁ ସ୍ୱତନ୍ତ୍ର ଭାବେ ଡିଜାଇନ୍ କରାଯାଇଛି।

ବନ୍ଦେ ଭାରତ ଟ୍ରେନ୍ ନିଜର ଗତି ଏବଂ ସୁବିଧା ପାଇଁ ଜଣାଶୁଣା । ଏଥିରେ ଯାତ୍ରୀମାନଙ୍କ ଆରାମ ଏବଂ ନିରାପତ୍ତା ଉପରେ ଉତ୍ତମ ଯତ୍ନ ନିଆଯାଏ । ଏହାର ଗତି ଏତେ ଦ୍ରୁତ ଅଟେ ଯେ ଏହା ଯାତ୍ରୀମାନଙ୍କୁ ଶୀଘ୍ର ଗନ୍ତବ୍ୟ ସ୍ଥଳରେ ପହଞ୍ଚାଇଥାଏ। ନୂଆଦିଲ୍ଲୀ-କଟରା ବନ୍ଦେ ଭାରତ ଏକ୍ସପ୍ରେସ ୮ ଘଣ୍ଟା ୫ ମିନିଟରେ ଦିଲ୍ଲୀ ଏବଂ କଟରା ମଧ୍ୟରେ ଥିବା ୬୫୫ କିଲୋମିଟର ଦୂରତା ଅତିକ୍ରମ କରିଛି । ଏହି ଟ୍ରେନ୍ ଅମ୍ବାଲା , ଲୁଧିଆନା ଜଙ୍କସନ, ପଠାନକୋଟ  ଏବଂ ଜମ୍ମୁ ତବିରେ ରହିଥାଏ । ଏହି ସେମି ହାଇ-ସ୍ପିଡ୍ ଟ୍ରେନ୍ ଚେନ୍ନାଇ ସ୍ଥିତ ଆଇସିଏଫ୍ ଦ୍ୱାରା ବିକଶିତ ହୋଇଥିଲା। ଅକ୍ଟୋବର ୩,୨୦୧୯ ରେ ଏହାର ଉଦଘାଟନ କରାଯାଇଥିଲା । 

ଭାରତର ବିଭିନ୍ନ ଅଞ୍ଚଳକୁ କାଶ୍ମୀର ଉପତ୍ୟକା ସହିତ ସଂଯୋଗ କରିବା ପାଇଁ ରେଳବାଇ ଦୀର୍ଘ ଦିନ ଧରି ସଂଯୋଗ ଉପରେ କାର୍ଯ୍ୟ କରିଆସୁଛି। ଏଭଳି ପରିସ୍ଥିତିରେ ଡିସେମ୍ବର ୨୦୨୪ ରେ ଖବର ଆସିଥିଲା ଯେ ଦିଲ୍ଲୀକୁ ଶ୍ରୀନଗର ସହିତ ସିଧାସଳଖ ସଂଯୋଗ କରୁଥିବା ରେଳ ଲାଇନ ଜାନୁଆରୀରୁ ଆରମ୍ଭ ହୋଇପାରେ। ଏହି ମାର୍ଗରେ ବନ୍ଦେ ଭାରତ ପରି ଟ୍ରେନ୍ ଚଳାଇବାକୁ ପ୍ରସ୍ତୁତି ଚାଲିଥିଲା। ବନ୍ଦେ ଭାରତ ଟ୍ରେନ୍ ୧୩ ଘଣ୍ଟାରୁ କମ୍ ସମୟ ମଧ୍ୟରେ ଦିଲ୍ଲୀରୁ ଶ୍ରୀନଗର ପର୍ଯ୍ୟନ୍ତ ୮୦୦ କିଲୋମିଟର ଦୂରତା ଅତିକ୍ରମ କରିବ ।



Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.