ପ୍ରମୂଖ ଖବର
  • ଜେଲ୍‌ରୁ ଫେରି ପୀଡିତାଙ୍କୁ ଅପହରଣ କରି ହତ୍ୟା କଲା ଅଭିଯୁକ୍ତ: ଏଆଇ କ୍ୟାମେରାରେ କଏଦ ହେଲା ଦୃଶ୍ୟ, ୨ ଗିରଫ
  • ||
  • ସୁନ୍ଦରଗଡ଼ : ହଜିଗଲା ମାନବିକତା: ୮ ବଙ୍ଗୀୟ ମିସ୍ତ୍ରୀଙ୍କୁ ଉଲଗ୍ନ କରି ରାସ୍ତାରେ ଚଲାଇଲେ ଲୋକେ
  • ||
  • ମାଲକାନଗିରି ସୀମାନ୍ତରେ ଏନ୍‌କାଉଣ୍ଟର, ଯବାନଙ୍କ ଗୁଳିରେ ୭ ମାଓବାଦୀ ନିପାତ
  • ||
  • ମାଲକାନଗିରି ମୋଟୁରେ NIA ରେଡ୍, ମାଓ ଲିଙ୍କ ସନ୍ଦେହରେ ତନାଘନା
  • ||
  • ଆନନ୍ଦପୁର : ବିଲରେ ଚାଷ କାମ ତଦାରଖ ବେଳେ କାମୁଡ଼ିଲା ସାପ, ଚାଷୀ ମୃତ
  • ||
  • ରାଜଧାନୀ ରାଜରାସ୍ତାରେ ଯୁବକଙ୍କ ଆତଙ୍କରାଜ: ଗାଡି ସାଇଡ୍‌ ମରାକୁ ନେଇ ମାରପିଟ,୫ ଅଟକ
  • ||
  • କୋରାପୁଟରେ ଅପରେସନ ଗ୍ରୀନ୍‌ କ୍ଲିନ୍‌, ୫୧ ହଜାରରୁ ଉର୍ଦ୍ଧ୍ୱ ଗଞ୍ଜେଇ ଗଛ ନଷ୍ଟ
  • ||
  • କରଞ୍ଜିଆ : ଟ୍ରାକ୍ଟର ସହ ଧକ୍କା ହେଲା ପିଆଜ ବୋଝେଇ ଟ୍ରକ୍: ଜଣେ ମୃତ, ୨ ଗୁରୁତର
  • ||
  • ବୌଦ୍ଧରେ ଅପରେସନ୍‌ ଗ୍ରୀନ୍‌ କ୍ଲିନ, ୨ ଦିନରେ ୨୦ କୋଟିର ଗଞ୍ଜେଇ ଗଛ ନଷ୍ଟ
  • ||
  • ଦୈତନଗରୀରେ ଗଡିବ ୩୦ ଇଆର୍‌ଏସ୍‌ଏସ୍‌ ଯାନ, ଆଜି ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
  • ||
  • ବଣାଇ : ଲୁଟ୍ କରିବାକୁ ଆସି ଗର୍ଭବତୀଙ୍କୁ ହତ୍ୟା କଲେ ଦୁର୍ବୃତ୍ତ, ଲୁଟେରା ଫେରାର
  • ||
  • ବଣାଇରେ ଗର୍ଭବତୀଙ୍କୁ ଗୁଳି କରି ହତ୍ୟା, ବିଳମ୍ବିତ ରାତିରେ ଲୁଟ୍‌ ପାଇଁ ଆସି ହତ୍ୟା କଲେ ଦୁର୍ବୃତ୍ତ
  • ||
  • କୁହୁଡିର ଚାଦର ତଳେ ପାଟଣା, ଯାନବାହନ ଚଳାଚଳରେ ସମସ୍ୟା
  • ||
  • ରାଜ୍ୟରେ ବଢ଼ିଲା ଶୀତର ପ୍ରକୋପ, ଦିନକରେ ୫ ଡିଗ୍ରୀ ଖସିଲା ପାରଦ: ୧୫ ଡିଗ୍ରୀ ତଳେ ୧୩ ସହର ତାପମାତ୍ରା
  • ||

ଜାମ୍ମୁ କାଶ୍ମୀରରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲ୍‌ରେ ତୀବ୍ରତା ୫.୮

Published By : Anindita | November 29, 2024 8:38 AM

ନୂଆଦିଲ୍ଲୀ,୨୯/୧୧:ଜାମ୍ମୁ କାଶ୍ମୀରରେ ଭୂକମ୍ପ ଝଟକା । ରିକ୍ଟର ସ୍କେଲରେ ଏହାର ତୀବ୍ରତା ୫.୮  ରେକର୍ଡ କରାଯାଇଛି । ତେବେ ଏହି ଭୂକମ୍ପଜନିତ ଆହତ କିମ୍ବା କ୍ଷୟକ୍ଷତି ସମ୍ବନ୍ଧରେ ଏବେ ସୁଦ୍ଧା କୌଣସି ସୂଚନା ମିଳିପାରିନାହିଁ । ଅଧିକାରୀଙ୍କ ଅନୁଯାୟୀ, ଗତକାଲି ଅପରାହ୍ନ ୪.୧୯ ରେ ଏହି ଭୂକମ୍ପ ହୋଇଥିବା ଜଣାପଡିଛି । 

ସୂଚନା ଅନୁଯାୟୀ, ଭୂକମ୍ପର କେନ୍ଦ୍ର ଆଫଗାନିସ୍ତାନରେ ୩୬.୪୯ ଡିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୭୧.୨୭ ଡିଗ୍ରୀ ପୂର୍ବ ଦ୍ରାଘିମାରେ ଅବସ୍ଥିତ । ଅଧିକାରୀଙ୍କ ଅନୁଯାୟୀ, ପୃଥିବୀ ପୃଷ୍ଠରୁ ୧୬୫ କିଲୋମିଟର ଗଭୀରରେ ଏହି ଭୂକମ୍ପ  ହୋଇଛି । ଅପରାହ୍ନ ୪:୧୯ ରେ ଏହି ଭୂକମ୍ପ ରେକର୍ଡ କରାଯାଇଥିବା ବେଳେ ସ୍ଥାନୀୟ ବାସିନ୍ଦା ଭୟଭୀତ ଥିବା ଜଣାପଡିଛି ।  ତେବେ କାଶ୍ମୀର ଉପତ୍ୟକାରେ ଏପର୍ଯ୍ୟନ୍ତ କୌଣସି ଧନଜୀବନ ନଷ୍ଟ ହେବାର ଖବର ନାହିଁ ବୋଲି ଅଧିକାରୀମାନେ ସୂଚନା ଦେଇଛନ୍ତି । ଅଧିକାରୀମାନେ  ଜନସାଧାରଣଙ୍କ ସୁରକ୍ଷା ନିଶ୍ଚିତ କରିବାକୁ ପରିସ୍ଥିତି ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି । ତେବେ ପରିବେଶ ସନ୍ତୁଳନ ହରାଉଥିବାରୁ ଅନେକ ପ୍ରାକୃତିକ ବିପର୍ଯ୍ୟୟ ଘଟୁଛି । ନିୟମିତ ଭାବେ କେଉଁଠି ନା କେଉଁଠି ଭୂକମ୍ପ ଝଟକା ଅନୁଭୂତ ହେଉଛି । 

  • prameyanews
  • PrameyaOdia
  • prameya
  • Prameya Is Now On WhatsApp Join And Get Latest News Updates Delivered To You Via WhatsApp

    Copyright © 2024 - Summa Real Media Private Limited. All Rights Reserved.