ପ୍ରମୂଖ ଖବର
  • କାମାକ୍ଷାନଗର : ସ୍ତ୍ରୀ ସମ୍ମୁଖରେ ସ୍ୱାମୀକୁ ପଥରରେ ଛେଚି ହତ୍ୟା, ୩ ଅଭିଯୁକ୍ତ ଫେରାର
  • ||
  • ଗଞ୍ଜାମ ଏସପି ଭାବେ ଦାୟିତ୍ୱ ନେଲେ ଶୁଭେନ୍ଦୁ ପାତ୍ର, ଅପରାଧ ନିୟନ୍ତ୍ରଣ ଏବଂ ଅପରାଧୀ ଦମନ ରହିବ ଲକ୍ଷ
  • ||
  • ବଦଳିଲେ ଭଦ୍ରକ ଏସପି; କାର୍ଯ୍ୟଭାର ଗ୍ରହଣ କଲେ ସନ୍ଦୀପ ସମ୍ପଦ, ନୂତନ ଏସପିଙ୍କୁ ଜିଲ୍ଲା ପୋଲିସ କାର୍ଯ୍ୟାଳୟରେ ସ୍ୱାଗତ
  • ||
  • ଟ୍ୱିନ୍‌ସିଟି ଅତିରିକ୍ତ ପୋଲିସ କମିଶନର ଭାବେ ଦାୟିତ୍ୱ ଗ୍ରହଣ କଲେ ଉମାଶଙ୍କର ଦାସ
  • ||
  • ଭୋଗରାଇ : ଶିକ୍ଷକ ବଦଳି ପ୍ରତିବାଦରେ ବିଦ୍ୟାଳୟରେ ପଡିଲା ତାଲା, ରାସ୍ତାରେ ଧାରଣା ଦେଲେ ଛାତ୍ରଛାତ୍ରୀ ଓ ଅଭିଭାବକ
  • ||
  • ବାଲିଗୁଡା : ଦୁର୍ଗାପାଙ୍ଗାରେ ମହାମାରୀ ରୂପ ନେଉଛି ଝାଡାବାନ୍ତି; ୬ ମୃତ,୧୫ରୁ ଉର୍ଦ୍ଧ୍ୱ ଆକ୍ରାନ୍ତ
  • ||
  • ହିନ୍ଦୋଳ : ପୋଖରୀରେ ବୁଡି ମହିଳା ମୃତ, ଘଟଣାର ତଦନ୍ତ କରୁଛି ପୋଲିସ
  • ||
  • ଭୁବନ : ପାରିବାରିକ କଳହର କରୁଣ ପରିଣତି, ସ୍ତ୍ରୀକୁ ହତ୍ୟା କରି କୂଅରେ ପକାଇଲା ସ୍ୱାମୀ
  • ||
  • ସାଲେପୁର : ଅନଲାଇନ୍ ଗେମ୍ ଖେଳିବା ପଡ଼ିଲା ମହଙ୍ଗା, ଲକ୍ଷାଧିକ ଟଙ୍କା ହାରି ଜୀବନ ହାରିଲେ ଯୁବକ
  • ||
  • ନୟାଗଡ : ବନ୍ଧୁକ ଦେଖାଇ କେନ୍ଦୁପତ୍ର ଫଡି ଘରୁ ଲୁଟ୍‌, ଲକ୍ଷାଧିକ ଟଙ୍କାର କେନ୍ଦୁପତ୍ର ସହ ଟଙ୍କା ଏବଂ ମୋବାଇଲ୍ ଲୁଟି ନେଲେ ଦୁର୍ବୃତ୍ତ
  • ||
  • ଜଳେଶ୍ବର : ବନ୍ଧୁକ ମୁନରେ ଲକ୍ଷାଧିକ ଟଙ୍କାର ସୂନା ଗହଣା ଏବଂ ନଗଦ ଟଙ୍କା ଲୁଟ୍‌, ଜଣେ ଅଟକ
  • ||
  • ଶୁକ୍ରବାର ମୁଖ୍ୟମନ୍ତ୍ରୀ ନିବାସ ଖାଲି କରିବେ ଅରବିନ୍ଦ କେଜରିୱାଲ, ଆପ୍‌ ମୁଖ୍ୟାଳୟ ନିକଟରେ ଚୂଡ଼ାନ୍ତ ହୋଇଛି ଘର
  • ||
  • ଭରତପୁର ଥାନାରେ ହଙ୍ଗାମା ମାମଲା, ଆଜି ୫ ପୁଲିସ ଅଧିକାରୀଙ୍କ ପଲିଗ୍ରାଫ୍‌ ପରୀକ୍ଷା
  • ||
  • କାମାକ୍ଷାନଗର : ଶୌଚ ହେବାକୁ ଯାଇଥିବାବେଳେ ଧକ୍କା ଦେଲା ଟ୍ରେନ୍, କଟିଗଲା ଯୁବକଙ୍କ ବାମ ଗୋଡ଼
  • ||
  • ବାଲେଶ୍ୱର : ରାଇସ୍‌ ମିଲ୍‌ ମାଲିକଙ୍କ ଦବଙ୍ଗଗିରି, ଖବର ସଂଗ୍ରହ ବେଳେ ସାମ୍ୱାଦିକଙ୍କୁ ଆକ୍ରମଣ
  • ||
  • UAEରେ ବାଜିବ ମହିଳା ଟି-ଟ୍ୱେଣ୍ଟି ୨୦୨୪ ବିଶ୍ୱକପ୍ ବିଗୁଲ, ୧୦ ଦଳ, ୨୩ ମ୍ୟାଚ୍‌, ୨ ଭେନ୍ୟୁରେ ଖେଳାଯିବ
  • ||
  • ଦକ୍ଷିଣ ପୂର୍ବ ବାଂଲାଦେଶ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟ, ୪ରେ ସୁଦ୍ଧା ଲଘୁଚାପ: ଆଇଏମ୍‌ଡି ଡିଜି
  • ||

ଜମ୍ମୁ-କାଶ୍ମୀରରେ ଦ୍ୱିତୀୟ ପର୍ଯ୍ୟାୟ ପ୍ରଚାର ଶେଷ, ବୁଧବାର ୬ଟି ଜିଲ୍ଲାର ୨୬ଟି ଆସନରେ ମତଦାନ

ଶ୍ରୀନଗର,୨୪/୦୯: ଜମ୍ମୁ-କାଶ୍ମୀରରେ ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ଲାଗି ସୋମବାର ସନ୍ଧ୍ୟାରେ  ପ୍ରଚାର ଅଭିଯାନ ଶେଷ ହୋଇଛି । ଏହି ପର୍ଯ୍ୟାୟରେ  ୬ଟି ଜିଲ୍ଲାର ୨୬ଟି ଆସନରେ ଆସନ୍ତା ୨୫ ତାରିଖରେ  ଭୋଟ ଗ୍ରହଣ କରାଯିବ । ମୋଟ ୨୫ ଲକ୍ଷ ୭୦ ହଜାର  ଭୋଟର ୨୩୯ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ । ସ୍ୱଚ୍ଛ  ଓ ନିରପେକ୍ଷ ମତଦାନ ପାଇଁ ୩,୫୦୨ଟି ବୁଥ ପ୍ରତିଷ୍ଠା  କରାଯାଇଥିଲା ବେଳେ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ମଧ୍ୟ  ଗ୍ରହଣ କରାଯାଇଛି । ଗତ ୧୮ ତାରିଖରେ ପ୍ରଥମ  ପର୍ଯ୍ୟାୟରେ ୨୪ ଆସନରେ ଭୋଟ ଗ୍ରହଣ ହୋଇଥିଲା  ବେଳେ ଆସନ୍ତା ଅକ୍ଟୋବର ୧ରେ ତୃତୀୟ ପର୍ଯ୍ୟାୟରେ  ଅନ୍ୟ ୪୦ ଆସନରେ ଭୋଟ ହେବ । ଅକ୍ଟୋବର ୮  ତାରିଖରେ ଭୋଟ ଗଣତି କରାଯିବ ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.