ପ୍ରମୂଖ ଖବର
  • ବଜେଟ୍ ୨୦୨୪: ସଂସଦରେ ଜାମ୍ମୁ-କାଶ୍ମୀର ବଜେଟ୍ ଉପସ୍ଥାପିତ
  • ||
  • ବଜେଟ ୨୦୨୪: ଓଡ଼ିଶା ପର୍ଯ୍ୟଟନର ବିକାଶ ପାଇଁ ବଡ଼ ଘୋଷଣା, ପର୍ଯ୍ୟଟନର ବିକାଶ ପାଇଁ ମିଳିବ ଆର୍ଥିକ ସହାୟତା
  • ||
  • ବଜେଟ୍ ୨୦୨୪: ସରକାରୀ ସହାୟତାରେ ଛାତ ଉପରେ ଲାଗିବ ସୋଲାର ପ୍ୟାନେଲ, ପ୍ରତି ଘରୁ ମାସିକ ୩ଶହ ୟୁନିଟ ବିଜୁଳି ଉତ୍ପାଦନ ଲକ୍ଷ୍ୟ
  • ||
  • ବଜେଟ ୨୦୨୪:୧ କୋଟି ଘରକୁ ମାଗଣା ବିଜୁଳି ଯୋଗାଣ ହେବ,ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ମୁକ୍ତ ବିଜୁଳି ଯୋଜନାରେ ମିଳିବ ସୁବିଧା
  • ||
  • ବଜେଟ୍୨୦୨୪: ବନ୍ୟା ମୁକାବିଲା ପାଇଁ ବିହାରକୁ ୧୧, ୫୦୦ କୋଟିର ସହାୟତା,ଆସାମ, ହିମାଚଳ ପ୍ରଦେଶ, ଉତ୍ତରାଖଣ୍ଡ, ସିକିମ୍‌କୁ ମିଳିବ ସହାୟତା
  • ||
  • ବଜେଟ ୨୦୨୪: ବନ୍ୟା ନିୟନ୍ତ୍ରଣ ପାଇଁ ସହାୟତା ଘୋଷଣା,ବନ୍ୟା କ୍ଷତିଗ୍ରସ୍ତ ୫ଟି ରାଜ୍ୟକୁ ସ୍ୱତନ୍ତ୍ର ସହାୟତାର ଘୋଷଣା
  • ||
  • ବଜେଟ ୨୦୨୪: ଜମିବାଡ଼ି ସୁବ୍ୟବସ୍ଥିତ କରିବାକୁ ଆରମ୍ଭ ହେବ ଭୂ-ଆଧାର, ଭୂ-ଆଧାର ଜରିଆରେ ଜମିବାଡ଼ି ଡିଜିଟାଇଜେସନ ହେବ
  • ||
  • ବଜେଟ୍ ୨୦୨୪: ମୁଦ୍ରା ଲୋନ୍‌ ୨୦ ଲକ୍ଷକୁ ବୃଦ୍ଧି ଘୋଷଣା କଲେ ଅର୍ଥମନ୍ତ୍ରୀ,ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ୍‌ ପାଇପାରିବେ
  • ||
  • ବିଜେଟ୍ ୨୦୨୪-୨୫: ଗୟାରେ ହେବ ଇଣ୍ଡଷ୍ଟିଆଲ୍ କରିଡ଼ିର, ୧ ହଜାର ଆଇଟିଆଇକୁ ଅପଗ୍ରେଡ୍ କରାଯିବ
  • ||
  • ବିହାର, ଆନ୍ଧ୍ରପ୍ରଦେଶ ପାଇଁ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ, ପୋଲାଭରମ ପ୍ରକଳ୍ପ ଶୀଘ୍ର ସମାପ୍ତ ହେବ, ବିହାରରେ ଏୟାରପୋର୍ଟ, ମେଡିକାଲ କଲେଜ ବିକାଶ
  • ||
  • ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ
  • ||
  • ବିଧାନସଭା ଅଧିବେଶନର ଦ୍ବିତୀୟ ଦିନ, ୪ଟା ଯାଏଁ ଗୃହ ମୁଲତବି
  • ||

ଶ୍ରୀନଗରର ଡାଲ ହ୍ରଦରେ ୬ଟି ହାଉସ ବୋଟ୍‌ରେ ନିଆଁ, ଘଟଣାସ୍ଥଳରୁ ୩ ମୃତଦେହ ଉଦ୍ଧାର...

ନୂଆଦିଲ୍ଲୀ: ଜମ୍ମୁକାଶ୍ମୀର ଶ୍ରୀନଗରର ଡାଲ ହ୍ରଦରେ ଆଜି (ଶନିବାର) କିଛି ହାଉସ୍ ବୋଟ୍‌ରେ ଅଗ୍ନିକାଣ୍ଡ ଘଟିଛି । ନିଆଁ ଏତେ ଭୟଙ୍କର ଥିଲା ଯେ, ଛଅଟି ହାଉସ୍ ବୋଟ୍ ଜଳିପୋଡି ପାଉଁଶ ହୋଇଯାଇଛି । ଏସଡିଆରଏଫ ଯବାନ ମାନେ ଘଟଣାସ୍ଥଳରୁ ୩ ମୃତଦେହ ଜବତ କରିଛନ୍ତି । ପୋଲିସ କହିଛି ଯେ, ଏହି ମୃତଦେହ ଗୁଡିକ ବାଂଲାଦେଶ ନାଗରିକଙ୍କର । ଏମାନଙ୍କୁ ଚିହ୍ନଟ କରାଯାଉଛି । 

ଏନେଇ ଅଧିକାରୀ ମାନେ କହିଛନ୍ତି ଯେ, ୯ ନମ୍ବର ଘାଟ ପାଖରେ ହାଉସବୋଟ୍‌ରେ ଅଗ୍ନିକାଣ୍ଡ ଘଟିଥିଲା । ନିଆଁକୁ ଆୟତ କରିବା ପୂର୍ବରୁ ଏହା ଆଖପାଖରେ ଥିବା ବୋଟ୍‌କୁ ଲାଗି ଯାଇଥିଲା । ନିଆଁ ଲାଗିବା କାରଣରୁ କୋଟି କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇ ଯାଇଛି । ତେବେ ନିଆଁର ପ୍ରକୃତ କାରଣ ଜଣାପଡିନାହିଁ । ଏନେଇ ଅଧିକ ତଦନ୍ତ ଚାଲିଛି ।   

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.