PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ବସ୍ ଓଲଟି ଜଣେ ମୃତ, ୩ ଗୁରୁତର

ନୟାଗଡ ,୫।୧୦ : ରାସ୍ତା କଡକୁ ବସ୍ ଓଲଟି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ  ଡ୍ରାଇଭର୍ ସମେତ ତିନି ଜଣ  ଗୁରୁତର ହୋଇଛନ୍ତି । ମୃତକ ଜଣକ ହେଲେ  ଦଶପଲ୍ଲା  ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର କଲ୍ୟାଣୀ ପଣ୍ଡା । କାଲେଶ୍ବର ନାମକ ବସଟି ବ୍ରହ୍ମପୁରରୁ ଦଶପଲ୍ଲା ଆସୁଥିଲା । ବସରେ ୪ ଯାତ୍ରୀଙ୍କ ସହ ୩ ବସ କର୍ମଚାରୀ ଥିଲେ । ଅଭୟପୁର ଠାରେ ରାସ୍ତାକଡକୁ ବସଟି ଓଲଟି ପଡିଥିଲା । ଦଶପଲ୍ଲା  ଓଡିଶା ଗ୍ରାମ୍ୟବ୍ୟାଙ୍କର ମ୍ୟାନେଜର କଲ୍ୟାଣୀ ପଣ୍ଡାଙ୍କ ମୃତ୍ୟୁ ଘଟିଥିଲା। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରାଯାଇ ଦଶପଲ୍ଲା ଡାକ୍ତରଖାନାରେ ଭର୍ତ୍ତି  କରାଯାଇଛି।