ପ୍ରମୁଖ ଖବର
  • ଭୁବନେଶ୍ୱର : ବିଜେଡି ଛାଡ଼ିଲେ ଦେବାଶିଷ ନାୟକ । ପୂର୍ବତନ ବରୀ-ଡେରାବିସ୍ ବିଧାୟକ
  • ||
  • ୩୪ ନୂଆ ଏନ୍‌ଏସି ଘୋଷଣାରେ ଲୋଇସିଂହା ବାଦ୍, ୧୨ ଘଣ୍ଟିଆ ବନ୍ଦ ଡାକରା
  • ||
  • ମାଲକାନଗିିରି: ଛତିଶଗଡ଼ କାଙ୍କେରରେ ଏନ୍‌କାଉଣ୍ଟର, ଯବାନଙ୍କ ଗୁଳିରେ ୩ ମାଓବାଦୀ ନିହତ
  • ||
  • ବାଲିପାଟଣା ଥାନା ଭିତରେ ଯୁବକଙ୍କୁ ଛେଚିଲେ, ୨ ଅଭିଯୁକ୍ତଙ୍କୁ କାବୁ କଲା ପୋଲିସ
  • ||
  • ଚିଲିକା ମଝିରେ ଫସିଲା ଯାତ୍ରୀବାହୀ ଡଙ୍ଗା, ୧୦ ବାଇକ ସହ ୩୦ ଯାତ୍ରୀ ଫସିଲେ
  • ||
  • ଯୁକ୍ତ ୨ ପରୀକ୍ଷା ପଦାର୍ଥ ବିଜ୍ଞାନ ପ୍ରଶ୍ନପତ୍ରରେ ତ୍ରୁଟି: ୭୦ ମାର୍କର ପରୀକ୍ଷାରେ ୨୭ ମାର୍କର ସିଲାବସ୍‌ ବାହାର ପ୍ରଶ୍ନ
  • ||
  • ଡବ୍ଲ୍ୟୁପିଏଲ୍‌- ୨୦୨୪: ରୋମାଞ୍ଚକ ମୁକାବିଲା, ୟୁପି ୱାରିୟର୍ସଠୁ ୨ରନ୍‌ରେ ଜିତିଲା ରୟାଲ୍‌ ଚ୍ୟାଲେଞ୍ଜର୍ସ
  • ||
  • ‘ଦିଲ୍ଲୀ ଚଲୋ’ ସ୍ଥଗିତ ରହିବା ପରେ ଖୋଲିଲା ଦିଲ୍ଲୀ-ହରିଆଣା ସୀମା, ଶମ୍ଭୁ ସୀମାରେ ଚାଷୀଙ୍କ କ୍ୟାଣ୍ଡେଲ୍‌ ଶୋଭାଯାତ୍ରା
  • ||
  • ବାଙ୍ଖିଡି ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଗଛରେ ପିଟି ହୋଇ ବାଇକ୍ ଚାଳକ ମୃତ
  • ||
  • ବର୍ଷିଲା ପରେ ଖସିଲା ତାତି: ୨୭ ଯାଏ ବର୍ଷା ସମ୍ଭାବନା, ୧୦ରୁ ଅଧିକ ଜିଲ୍ଲାରେ ପାଗ କୋହଲା
  • ||
  • ଗୁଜରାଟ ଗସ୍ତରେ ପ୍ରଧାନମନ୍ତ୍ରୀ: ଆଜି ‘ସୁଦର୍ଶନ ସେତୁ’ ଲୋକାର୍ପଣ, ସୌରାଷ୍ଟ୍ରକୁ ଦେବେ ୫୨,୨୫୦ କୋଟିର ପ୍ରକଳ୍ପ ଭେଟି
  • ||

ଟ୍ରେଲର ଧକ୍କାରେ ବାଇକ ଆରୋହୀ ମୃତ

ନାରଦପୁର,୨୯।୧ ଚମ୍ପୁଆ ଥାନା ଅନ୍ତର୍ଗତ ୫୨୦ ନଂ ଜାତୀୟ ରାଜପଥ ରଘୁଆଳ ସାହି ଛକ ବୁଲାଣି ନିକଟରେ ଏକ ଟ୍ରେଲର ଧକ୍କା ରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି l ରବିବାର ଅପରାହ୍ନ ସମୟରେ ଏକ ଟ୍ରେଲର ( ନଂ ଏନଏଲ୦୭ଏ୨୬୫୦) ରିମୁଳି ଆଡୁ ଯୋଡ଼ା ଆଡକୁ ଯାଉଥିଲା । ରଘୁଆଳ ସାହି ଛକ ବୁଲାଣି ନିକଟରେ ଗାଡିଟି ଭାରସାମ୍ୟ ହରାଇ ରାସ୍ତାର ଡାହାଣ ପାର୍ଶ୍ୱ କୁ ମାଡି ଯାଇ ଥିଲା । ଫଳରେ ବିଳେଇପଦା ରୂ ନିଜ କାମ ସାରି ବାଇକ ଯୋଗେ ଫେରୁଥିବା ବେଳେ ତାଙ୍କ ଉପରକୁ ଟ୍ରକ ଟି ମାଡି ଯାଇଥିଲା । ଫଳରେ ଘଟଣା ସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିଲା l ମୃତକ ଜଣକ ହେଲେ ମିତ୍ର ଭାନୁ ମହାନ୍ତ ତାଙ୍କ ର ଘର ଚମ୍ପୁଆ ଥାନା ଅନ୍ତର୍ଗତ ଅlମଲାଣି ଗୋଡ ଗ୍ରାମରେ। ଖବର ପାଇ ରିମୁଳି ଫାଣ୍ଡି ପୋଲିସ ଘଟଣା ସ୍ଥଳରେ ପହଂଚି ଶବକୁ ଜବତ କରି ଚମ୍ପୁଆ ଡାକ୍ତରଖାନା କୁ ପଠାଇ ଘଟଣାର ତଦନ୍ତ ଜାରି ରଖିଛିl

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.