PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • ନୂଆଦିଲ୍ଲୀ: ଅବକାରୀ ନୀତି ମାମଲାରେ ମନୀଷ ସିସୋଦିଆଙ୍କୁ ଝଟକା, ଜାମିନ ଆବେଦନ ଖାରଜ କଲେ କୋର୍ଟ
  • ||
  • ମନମୁଣ୍ଡା ଏବଂ ବିଳାଶପୁରରେ ସମବାୟ ବ୍ୟାଙ୍କିଙ୍ଗ୍‌ ସେବା ଓ ଋଣ କର୍ମଶାଳା ଅନୁଷ୍ଠିତ
  • ||
  • ଭୁବନେଶ୍ବର: ଝାରସୁଗୁଡ଼ା ଉପନିର୍ବାଚନ; ଦିବଂଗତ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସ ହେଲେ ବିଜେଡି ପ୍ରାର୍ଥୀ
  • ||
  • ନୀଳଗିରି : ଜାମୁଡିସାହି ଗ୍ରାମରେ ଅଭିଯୁକ୍ତକୁ ନୋଟିସ୍ ଦେବାକୁ ଯାଇ ପାଲଟା ଆକ୍ରମଣର ଶିକାର ହେଲେ ନୀଳଗିରି ପୋଲିସ। ୫ ପୋଲିସଙ୍କୁ ହାଣିଲା ଅଭିଯୁକ୍ତ
  • ||
  • ହରଭଙ୍ଗା : ଦଣ୍ଡ ଯାତ୍ରାରେ ଆଖିବୁଜିଲେ କାଳିସୀ, ମୃତ୍ୟୁର କାରଣ ଅସ୍ପଷ୍ଟ
  • ||
  • ଭୁବନେଶ୍ୱର : ଏପ୍ରିଲ ୩ରୁ ଜାପାନ ଯିବେ ନବୀନ, ଓଡ଼ିଶା ପାଇଁ ପୁଞ୍ଜିନିବେଶ ଖୋଜିବେ
  • ||
  • ଭୁବନେଶ୍ୱର : ଆଜି ପ୍ରବଳ ବର୍ଷା ସମ୍ଭାବନା, ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷିବ: ୭ ଜିଲ୍ଲାକ ଅରେଞ୍ଜ ୱାର୍ଣ୍ଣିଂ
  • ||

ଟ୍ରେଲର ଧକ୍କାରେ ବାଇକ ଆରୋହୀ ମୃତ

ନାରଦପୁର,୨୯।୧ ଚମ୍ପୁଆ ଥାନା ଅନ୍ତର୍ଗତ ୫୨୦ ନଂ ଜାତୀୟ ରାଜପଥ ରଘୁଆଳ ସାହି ଛକ ବୁଲାଣି ନିକଟରେ ଏକ ଟ୍ରେଲର ଧକ୍କା ରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି l ରବିବାର ଅପରାହ୍ନ ସମୟରେ ଏକ ଟ୍ରେଲର ( ନଂ ଏନଏଲ୦୭ଏ୨୬୫୦) ରିମୁଳି ଆଡୁ ଯୋଡ଼ା ଆଡକୁ ଯାଉଥିଲା । ରଘୁଆଳ ସାହି ଛକ ବୁଲାଣି ନିକଟରେ ଗାଡିଟି ଭାରସାମ୍ୟ ହରାଇ ରାସ୍ତାର ଡାହାଣ ପାର୍ଶ୍ୱ କୁ ମାଡି ଯାଇ ଥିଲା । ଫଳରେ ବିଳେଇପଦା ରୂ ନିଜ କାମ ସାରି ବାଇକ ଯୋଗେ ଫେରୁଥିବା ବେଳେ ତାଙ୍କ ଉପରକୁ ଟ୍ରକ ଟି ମାଡି ଯାଇଥିଲା । ଫଳରେ ଘଟଣା ସ୍ଥଳରେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଥିଲା l ମୃତକ ଜଣକ ହେଲେ ମିତ୍ର ଭାନୁ ମହାନ୍ତ ତାଙ୍କ ର ଘର ଚମ୍ପୁଆ ଥାନା ଅନ୍ତର୍ଗତ ଅlମଲାଣି ଗୋଡ ଗ୍ରାମରେ। ଖବର ପାଇ ରିମୁଳି ଫାଣ୍ଡି ପୋଲିସ ଘଟଣା ସ୍ଥଳରେ ପହଂଚି ଶବକୁ ଜବତ କରି ଚମ୍ପୁଆ ଡାକ୍ତରଖାନା କୁ ପଠାଇ ଘଟଣାର ତଦନ୍ତ ଜାରି ରଖିଛିl