ପ୍ରମୂଖ ଖବର
  • ଏଫଏମ କଲେଜରେ ଛାତ୍ରୀ ଆତ୍ମାହୁତି ଉଦ୍ୟମ ଘଟଣା , କ୍ରାଇମବ୍ରାଞ୍ଚର ତଦନ୍ତ ଆରମ୍ଭ
  • ||
  • ଲର୍ଡସ୍ ଟେଷ୍ଟ: ଦ୍ୱିତୀୟ ଇନିଂସରେ ଇଂଲଣ୍ଡ ଅଲଆଉଟ୍, ଭାରତ ଆଗରେ ୧୯୩ ରନର ବିଜୟ ଲକ୍ଷ୍ୟ
  • ||
  • ନିର୍ବାଚନ ପୂର୍ବରୁ ନୀତୀଶ କୁମାରଙ୍କ ବଡ଼ ଘୋଷଣା, ଆସନ୍ତା ୫ ବର୍ଷ ମଧ୍ୟରେ ଏକ କୋଟି ଚାକିରି ଦେବେ ସରକାର
  • ||
  • ଆଇପିଏସ୍ ସୋନାଲି ମିଶ୍ର ଆରପିଏଫର ପ୍ରଥମ ମହିଳା ମହାନିର୍ଦ୍ଦେଶକ
  • ||
  • କୋଲାକାତା ଆଇଆଇଏମରେ ଦୁଷ୍କର୍ମ ମାମଲା, ତଦନ୍ତ ଲାଗି ଏସ୍ଆଇଟି ଗଠିତ
  • ||
  • ଭୁବନେଶ୍ୱର : ଏମ୍ସରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ; ଏମ୍ସର ନିର୍ଦ୍ଦେଶକଙ୍କ ସହ କରିଲେ ଆଲୋଚନା
  • ||
  • FM କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ ଘଟଣା; ପୀଡ଼ିତାଙ୍କ ପରିବାରକୁ ଭେଟିବେ ମୁଖ୍ୟମନ୍ତ୍ରୀ
  • ||
  • ରାଜ୍ୟସଭାକୁ ୪ ମନୋନୀତ, ମନୋନୀତ କଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
  • ||
  • ବାଲେଶ୍ବର: ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ବସ୍‌, ୨୦ରୁ ଉର୍ଦ୍ଧ୍ୱ ଗୁରୁତର
  • ||
  • ଏନ୍‌ସିଇଆର୍‌ଟି ବିଏଡ୍‌ ପ୍ରବେଶିକା ପରୀକ୍ଷା, ଆଜି ରାଜ୍ୟର ୪୪ କେନ୍ଦ୍ରରେ ୨୨ ହଜାର ଛାତ୍ରଛାତ୍ରୀ ଦେବେ ପରୀକ୍ଷା
  • ||
  • ସୋମବାର ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି: ଆଜି ପୁଲିସର କାର୍‌କେଡ୍‌ ରିହର୍ସାଲ, ଜଗିବେ ୫୦ ପ୍ଲାଟୁନ୍‌ ଫୋର୍ସ
  • ||
  • ଗାଜା ଉପରେ ଇସ୍ରାଏଲର ଭୟଙ୍କର ହମଲା, ୧୧୦ ପାଲେଷ୍ଟାନୀୟ ମୃତ
  • ||
  • ୧୬ରେ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସମ୍ଭାବନା, ଆଜି ବର୍ଷା ନେଇ ଅଧା ଓଡ଼ିଶାକୁ ୟେଲୋ ଓ୍ବାର୍ଣ୍ଣିଂ
  • ||

ରାଜ୍ୟରେ ୨୦୨୫ ଜାନୁଆରୀ ଥିଲା ଅପରାଧର ମାସ, ଘଟିଛି ସର୍ବାଧିକ ଅପରାଧ

Published By : Rasmita Pradhan | March 10, 2025 12:48 PM

ଭୁବନେଶ୍ଵର, ୧୦/୦୩ : ଅପରାଧର ମାସ ଥିଲା ଜାନୁଆରୀ। ଚଳିତ ବର୍ଷ ଜାନୁଆରୀ ମାସରେ ରାଜ୍ୟରେ ସର୍ବାଧିକ ଅପରାଧ ଘଟିଛି। ୧୧ଟି ହତ୍ୟା, ୨୦ ଡକାୟତି, ୧୫୦୯ ଚୋରି, ୧୦୧ ଦଙ୍ଗା, ୧୯୪ ସାଇବର ଅପରାଧ, ୬୫୫ ଅସଦାଚରଣ, ୭୯ ଯୌନ ନିର୍ଯାତନା ଘଟଣା ଘଟିଛି। ସେହିପରି ୧୪୯ଟି ସର୍ବସାଧାରଣରେ ମହିଳାଙ୍କୁ ଅସଦାଚରଣ ଘଟଣା, ୧୧ ଅଶ୍ଳୀଳ ଭିଡିଓ ଉତ୍ତୋଳନ, ୩୧ ମହିଳାଙ୍କୁ ହଇରାଣ କରିବା ମାମଲା ରୁଜୁ ହୋଇଛି। ବିଧାୟକ ରମେଶ ବେହେରାଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଲିଖିତ ଉତ୍ତର ରଖିଛନ୍ତି। 

ସେହିପରି ୨୦୨୪ରେ ୧୨୫୮ ହତ୍ୟା, ୩୫୬ ଡକାୟତି, ୧୭୮୦୫ ଚୋରି, ୧୪୭୧ ଦଙ୍ଗା, ୨୫୦୧ ସାଇବର ଅପରାଧ, ୭୨୯୯ ଅସଦାଚାରଣ, ୧୦୮୨ ଯୌନ ନିର୍ଯାତନା, ୧୮୩୯ ସର୍ବସାଧାରଣ ମହିଳାଙ୍କୁ ଅସଦାଚାରଣ, ୧୧୧ ଅଶ୍ଳୀଳ ଭିଡିଓ ଉତ୍ତୋଳନ, ୩୬୫ ମହିଳାଙ୍କୁ ହଇରାଣ କରିବା ମାମଲା ରୁଜୁ ହୋଇଛି। 

ଏହି ଖବରଟିକୁ ପଢନ୍ତୁ-ବିଧାନସଭାରେ ଅଚଳାବସ୍ଥା ଜାରି, ବିରୋଧୀଙ୍କ ଜରଦାର୍ ହଙ୍ଗାମା ଯୋଗୁଁ ଗୃହ ମୁଲତବୀ


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.