PRAMEYA

Prameya News Portal, Prameya Daily, Odisha Latest News, Odisha Current Headlines, Odisha News Online

ପ୍ରମୁଖ ଖବର
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • ଭୁବନେଶ୍ଵର : ରାଜଧାନୀରୁ ଲୁଟେରା ଗ୍ୟାଙ୍ଗ ଗିରଫ, ୧୭୧ ଗ୍ରାମର ସୁନା ଜବତ
  • ||
  • ଢେଙ୍କାନାଳ : କପି ଯାଞ୍ଚ୍ ବାହାନାରେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗ, ପରୀକ୍ଷା କେନ୍ଦ୍ର ସମ୍ମୁଖରେ ଛାତ୍ରଛାତ୍ରୀଙ୍କ ଧାରଣା
  • ||
  • ଝାରସୁଗୁଡ଼ା : ଏସଏମସି ପାୱାର ଜେନେରେସନ କାରଖାନାରେ ଦୁର୍ଘଟଣା, ନିଆଁରେ ପୋଡ଼ି ହୋଇ ଶ୍ରମିକ ଗୁରୁତର
  • ||
  • ଭୁବନେଶ୍ଵର : ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ କୁଲତା ସମାଜ, ନୃସିଂହନାଥ ପୀଠର ଉନ୍ନତିକରଣ ପଦକ୍ଷେପ ପାଇଁ ଦେଲେ ଧନ୍ୟବାଦ
  • ||
  • ମାର୍ଶାଘାଇ : ଦିନ ଦ୍ଵିପ୍ରହରେ ଲୁଟ୍, ମହିଳାଙ୍କୁ ଭୁଜାଲି ଦେଖାଇ ଅଳଙ୍କାର ଲୁଟିନେଲେ ୨ ଦୁର୍ବୃତ୍ତ
  • ||
  • ବିଜୟ ହଜାରେ ଟ୍ରଫି: ଇତିହାସ ରଚିଲେ ଋତୁରାଜ, ଗୋଟିଏ ଓଭରରେ ମାରିଲେ ୭ ଛକା
  • ||
  • କେନ୍ଦ୍ରାପଡ଼ା : ସିମେଣ୍ଟ ଇଟାଭାଟି ମାଲିକଙ୍କୁ ବିଭତ୍ସ ଭାବେ ହତ୍ୟା, ରକ୍ତ ଜୁଡୁବୁଡୁ ମୃତଦେହ ଉଦ୍ଧାର
  • ||
  • କେନ୍ଦ୍ରାପଡ଼ା: ବାଲିଆ ବାଣ ବିସ୍ଫୋରଣ ଅଘଟଣ: ଏସ୍‌ସିବିରେ ଆଉ ଜଣଙ୍କ ମୃତ୍ୟୁ, ଆହୁରି ୧୧ ଜଣଙ୍କ ଅବସ୍ଥା ଗୁରୁତର
  • ||
  • କଟକ: ଡିସେମ୍ବର ୯ରୁ ମାଟ୍ରିକ୍‌ ଏସ୍‌ଏ-୧ ଖାତା ଦେଖା, ୫୬ଟି କେନ୍ଦ୍ରରେ ହେବ ମୂଲ୍ୟାୟନ
  • ||
  • ଭୁବନେଶ୍ୱର: ରାଜ୍ୟରେ ଶୀତ ଲହରୀ ଅସମ୍ଭାଳ: ୧୦ ଡିଗ୍ରୀ ତଳେ ୭ ସହର, ସେମିଳିଗୁଡା ସବୁଠୁ ଥଣ୍ଡା
  • ||

ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ୍ ଯଶୱନ୍ତ ସିଂହ, ସୁପ୍ରିମକୋର୍ଟ କଲେଜିୟମର ନିଷ୍ପତ୍ତି

ଭୁବନେଶ୍ଵର, ୩୦/୦୯ : ଜଷ୍ଟିସ୍ ଯଶୱନ୍ତ ସିଂହ ହେବେ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି। ମୁଖ୍ୟ ବିଚାରପତି ନିଯୁକ୍ତି ନେଇ ସୁପ୍ରିମକୋର୍ଟ କଲେଜିୟମର ନିଷ୍ପତ୍ତି। ଏବେ ଓଡ଼ିଶା ହାଇକୋର୍ଟର ବରିଷ୍ଠ ବିଚାରପତି ଅଛନ୍ତି ଜଷ୍ଟିସ୍ ସିଂହ।

୧୯୬୧ ମହିହା ଫେବୃଆରୀ ୨୧ ତାରିଖରେ ରୋହତକରେ ଜନ୍ମଗ୍ରହଣ କରିଥିବା ଜଷ୍ଟିସ୍ ଯଶୱନ୍ତ ସିଂହ ପଞ୍ଜାବ ଏବଂ ହରିଆଣା ହୋଇକୋର୍ଟରେ ଜଜ୍ ଥିଲେ। ଏହାପରେ ଓଡ଼ିଶା ହାଇକୋର୍ଟରେ ଶପଥ ଗ୍ରହଣ କରିଥିଲେ। ଜଷ୍ଟିସ୍ ଏସ୍ ମୁରଲୀଧରଙ୍କୁ ମାଡ୍ରାସ ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯିବା ପରେ ଜଷ୍ଟିସ୍ ଯଶୱନ୍ତ ସିଂହଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ କରାଯାଇଛି।

ସମ୍ବନ୍ଧିତ ଖବର