ପ୍ରମୂଖ ଖବର
  • ଆମେରିକାର ପୂର୍ବତନ ଏନଏସ୍ଏଙ୍କ ଘରେ ଚଢ଼ାଉ କଲା ଏଫବିଆଇ
  • ||
  • ଶ୍ରୀଲଙ୍କାର ପୂର୍ବତନ ରାଷ୍ଟ୍ରପତି ରାନିଲ ବିକ୍ରମାସିଂଘେ ଗିରଫ
  • ||
  • କଟକ : ବଡ଼ମ୍ବା ପୁଲିସର ସଫଳତା, ଦୁର୍ଦ୍ଦାନ୍ତ ଅପରାଧୀ ପପୁ ଚୌଧୁରୀ ଗିରଫ
  • ||
  • ସ୍କୁଲ୍ ଓ ଗଣଶିକ୍ଷା ମନ୍ତ୍ରୀଙ୍କ ବଡ଼ ଘୋଷଣା : ଏଣିକି ସରକାରୀ ବସ୍‌ରେ ଫ୍ରିରେ ଯାତାୟାତ କରିବେ ପ୍ରଥମରୁ ପ୍ଲସ୍ ଟୁ
  • ||
  • ବୁଲା କୁକୁର ପ୍ରସଙ୍ଗ ନେଇ ସୁପ୍ରିମକୋର୍ଟଙ୍କ ବଡ଼ ରାୟ, ସେଲ୍ଟର ହୋମ୍‌ ନୁହେଁ ବନ୍ଧ୍ୟାକରଣ ହିଁ ସମାଧାନ
  • ||
  • କଟକ : ଚନ୍ଦକାରୁ ଆଠଗଡ଼ ରେଞ୍ଜ; ଭରା ମହାନଦୀ ପାର୍ ହେଲେ ୨୨ଟିକିଆ ହାତୀପଲ
  • ||
  • ଦିଗପହଣ୍ଡି : ଝରଣାରେ ଗାଧୋଇବା ବେଳେ ପାହାଡ଼ ଉପରୁ ଖସି ଆସିଲା ପଥର, ଚାପି ହୋଇ ଷଷ୍ଠ ଶ୍ରେଣୀ ଛାତ୍ର ମୃତ
  • ||
  • ଚୌଦ୍ୱାର: କଟକ CDMOର ସିନିୟର୍ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢାଉ, ଏକକାଳନୀନ ୫ଟି ସ୍ଥାନରେ ଚାଲିଛି ରେଡ୍
  • ||
  • ମହିଳା ଏସିଆ କପ୍‌ ହକି: ଭାରତୀୟ ଦଳ ଘୋଷଣା, ସଲିମା ଟେଟେ ନେବେ ନେତୃତ୍ୱ, ଓଡ଼ିଶାରୁ ସୁନେଲିତା
  • ||
  • ଆମେରିକାରେ ଭୂକମ୍ପର ଜୋରଦାର ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୮.୦ ରେକର୍ଡ
  • ||
  • ବୁଲା କୁକୁର ଉପରେ ଆଜି ସୁପ୍ରିମ୍‌ ଶୁଣାଣି, ସ୍ଥଗିତାଦେଶ ଆବେଦନ ଉପରେ ଶୁଣାଣି କରିବେ ଖଣ୍ଡପୀଠ
  • ||
  • ଆସନ୍ତାରେ ୩୧ ହେବାକୁ ଥିବା ସ୍ପେସାଲ୍‌ ଓଟିଇଟି ପୁଣି ସ୍ଥଗିତ, ଆଶଙ୍କାରେ ୭୫ ହଜାର ଇନ୍‌ସର୍ଭିସ୍‌ ଶିକ୍ଷକ
  • ||
  • ହିନ୍ଦୋଳ : ମଦ୍ୟପ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ବୃଦ୍ଧ ବଡ଼ବାପାକୁ ଗାଁ ଦାଣ୍ଡରେ ଘୋଷାଡ଼ି ବାଡ଼େଇଲା ପୁତୁରା
  • ||
  • ଅନୁଗୁଳ କାରାଗାରର ବିଚାରାଧୀନ କଏଦୀଙ୍କ ମୃତ୍ୟୁ
  • ||
  • ଆସୁଛି ଆଉ ଦୁଇଟି ଲଘୁଚାପ: ଆସନ୍ତା ୨୬ ଯାଏ ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା, ଆଜି ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ
  • ||

ବାୟାପଡ଼ା ଘାଟିରେ ଓଲଟିଲା କମାଣ୍ଡର ଗାଡ଼ି, ୧୮ ଯାତ୍ରୀ ଆହତ

Published By : Harapriya Sethi | August 21, 2025 12:11 PM

ମାଲକାନଗିରି, ୨୧/୦୮: ହାଟକୁ ଯାଉଥିବା ବେଳେ ବାୟାପଡ଼ା ଘାଟିରେ କମାଣ୍ଡର ଗାଡ଼ି ଓଲଟି ୧୮ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ଉଦ୍ଧାର କରି କୁଡୁମୁଲୁଗୁମ୍ମା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଗାଡ଼ିକୁ ଜବତ କରି ତଦନ୍ତ ଚଲାଇଛି ।

ସୂଚନା ମୁତାବକ, ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ୍ ନାକାମାମୁଡ଼ି ପଞ୍ଚାୟତର ଆମଳିବେଡା ଗାଁରୁ କୁଡୁମୁଲୁଗୁମ୍ମା ସାପ୍ତାହିକ ହାଟକୁ ଏକ କମାଣ୍ଡର ଗାଡି ଯାଉଥିଲା । ଉକ୍ତ ଗାଡ଼ିରେ ପ୍ରାୟ ୨୫ଜଣ ଆଦିବାସୀ ମହିଳା ଓ ପୁରୁଷ ଯାଉଥିଲେ । ବାୟାପଡ଼ା ଘାଟିରେ ଭାରସାମ୍ୟ ହରାଇ ଗାଡ଼ିଟି ଘାଟି ତଳକୁ ଖସି ପଡ଼ିଥିଲା । ଏହି ଦୁର୍ଘଟଣାରେ ୧୮ଜଣ ଆହତ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ପ୍ରାୟ ୧୦ଜଣ ଗୁରୁତର ଭାବେ ଆହତ ହୋଇଥିବାର ଜଣାପଡ଼ିଛି । ଦୁର୍ଘଟଣା ସମ୍ପର୍କରେ ପୁଲିସ ଓ ଅଗ୍ନିଶମ ବାହିନୀ ଖବର ପାଇବା ପରେ ଘଟଣାସ୍ଥଳରେ କୁଡୁମୁଲୁଗୁମ୍ମା ଅଗ୍ନିଶମ ବାହିନୀ ପହଞ୍ଚିଛି । ଗାଡ଼ି ଭିତରୁ ଆହତଙ୍କୁ ଉଦ୍ଧାର କରି ପ୍ରଥମେ କୁଡୁମୁଲୁଗୁମ୍ମା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରକୁ ପଠାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଗାଡି ଜବତ କରି ତଦନ୍ତ ଚଲାଇଛି।


Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.