ପ୍ରମୂଖ ଖବର
  • ବରଗଡ ମୁଖ୍ୟ କାରାଗାରରେ ଅଘଟଣ, ବିଚାରଧୀନ କଏଦୀଙ୍କ ସନ୍ଦେହଜନକ ମୃତ୍ୟୁ
  • ||
  • ସୁନ୍ଦରଗଡ଼ : ଧାର ଟଙ୍କା ମାଗିବାରୁ ଟାଙ୍ଗିଆରେ ଆକ୍ରମଣ କଲା ଦୁର୍ବୃତ୍ତ, ଯୁବକ ମୃତ
  • ||
  • ଚମ୍ପୁଆ ରେଞ୍ଜରେ ହାତୀପଲଙ୍କ ଉପଦ୍ରଦବ ପରେ ଜଳକ୍ରୀଡା, ମନୋରମ ଦୃଶ୍ୟ ଦେଖିବାକୁ ଲୋକଙ୍କ ଭିଡ଼
  • ||
  • କୋରାପୁଟ : ସ୍କୁଟି ଉପରେ ଚଢିଗଲା ଟ୍ରକ୍‌; ଜଣେ ମୃତ, ଜଣେ ଆହତ
  • ||
  • ବଣାଇ : ନଦୀକୁ ମାଛ ଧରିବାକୁ ଯାଇ ନିଖୋଜ ହୋଇଥିଲେ ବୃଦ୍ଧ, ଉଦ୍ଧାର ହେଲା ମୃତଦେହ
  • ||
  • ଦଶମଥର ଅପରିବର୍ତ୍ତିତ ରହିଲା ରେପୋ ରେଟ୍ , ୬.୫%ରେ ହିଁ ରେପୋ ରେଟ୍ ସ୍ଥିର
  • ||
  • ଚାନ୍ଦବାଲି : ମଦ୍ୟପଙ୍କ ଆତ୍ମହତ୍ୟା ଉଦ୍ୟମ, ପଚାଶ ଫୁଟ ବିଜୁଳି ଖୁଣ୍ଟିରୁ ଜଳି ଜଳି ତଳକୁ ଖସିଲେ ଯୁବକ
  • ||
  • ଖୋର୍ଦ୍ଧା : ଫାଟିଲା ଏୟାର ପ୍ରେସର ଟାଙ୍କି; ଜଣେ ମୃତ, ୨ ଗୁରୁତର
  • ||
  • ସୋସିଆଲ ମିଡିଆ ପୋଷ୍ଟରୁ ଅଶାନ୍ତ ଭଦ୍ରକ: ଧାମନଗର ଓ ଦୋବଲରୁ ହଟିଲା ୧୬୩ ଧାରା
  • ||
  • ମହିଳା ଟି-ଟ୍ୱେଣ୍ଟି ବିଶ୍ୱକପ୍‌: ଆଜି ଭାରତ-ଶ୍ରୀଲଙ୍କା ଟକ୍କର, ଏସିଆ କପ୍‌ ପରାଜୟ ପ୍ରତିଶୋଧ ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଆଜିଠୁ ବିଜେଡିର ସଭ୍ୟ ସଂଗ୍ରହ, ଶଙ୍ଖ ଭବନରେ ଶୁଭାରମ୍ଭ କରିବେ ସୁପ୍ରିମୋ ନବୀନ ପଟ୍ଟନାୟକ
  • ||
  • ଲମତାପୁଟ : ୧୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୨ ଗିରଫ
  • ||
  • ଭାରତ ଓ ବାଂଲାଦେଶ ଦ୍ୱିତୀୟ ଟି-ଟ୍ୱେଣ୍ଟି: ଫୋକସ୍‌ରେ ବିସ୍ଫୋରକ ବ୍ୟାଟିଂ, ସିରିଜ କବ୍‌ଜା ଲକ୍ଷ୍ୟରେ ଟିମ୍ ଇଣ୍ଡିଆ
  • ||
  • ଖଲ୍ଲିକୋଟ : ୨ ମାସ ପରେ ମିଳିଲା ଚୋରି ସୁନା, ସୁନା ଜବତ କରି ମାଲିକକୁ ହସ୍ତାନ୍ତର କଲା ପୋଲିସ
  • ||
  • ଆଜି ୩୫ ଲକ୍ଷ ହିତାଧିକାରୀଙ୍କୁ ମିଳିବ ସୁଭଦ୍ରା ଟଙ୍କା, ବାରିପଦାରେ ବାଣ୍ଟିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
  • ||
  • ପୀଠରେ ଆରମ୍ଭ ହେବ ତ୍ରିଦିନାତ୍ମକ ପୂଜା: ଆଜି ଶ୍ରୀମନ୍ଦିରରେ ମହାସପ୍ତମୀ, ନିଶାର୍ଦ୍ଧରେ ଠାକୁରାଣୀଙ୍କୁ ଆମିଷ ଭୋଗ ଲାଗିବ
  • ||

ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମାମଲା: ଜବାବ ଦାଖଲ ପାଇଁ ସମୟ ନେଲେ ବିଧାୟକ

କଟକ, ୨୪/୦୯: ଝାରସୁଗୁଡ଼ା ବିଧାନସଭା ନିର୍ବାଚନ ମାମଲାରେ ସୋମବାର ଜବାବ ଦାଖଲ କରିନପାରି ଅଦାଲତଙ୍କଠାରୁ ସମୟ ଲୋଡ଼ିଛନ୍ତି ବିଧାୟକ ଟଙ୍କଧର ତ୍ରିପାଠୀ । ମାମଲାର ଶୁଣାଣି ଅବସରରେ ବିଧାୟକ ଜବାବ ଦାଖଲ ପାଇଁ  ହାଇକୋର୍ଟଙ୍କଠାରୁ ୬ସପ୍ତାହ ସମୟ ଲୋଡ଼ିଥିଲେ । ଅଦାଲତ ମହଲତ ପ୍ରଦାନ  କରି ମାମଲାର ଶୁଣାଣି ଅକ୍ଟୋବର ୨୮ ତାରିଖକୁ ଧାର୍ଯ୍ୟ କରିଛନ୍ତି । ବିଜେଡିର ପରାଜିତ ପ୍ରାର୍ଥୀ ଦୀପାଳି ଦାସଙ୍କ ପକ୍ଷରୁ ଦାଏର ଏହି ମାମଲାର ଶୁଣାଣି କରି  ହାଇକୋର୍ଟର ବିଚାରପତି ଜଷ୍ଟିସ୍‌ ଶଶିକାନ୍ତ ମିଶ୍ର ଏହି ନିର୍ଦ୍ଦେଶ ଦେଇଛନ୍ତି ।  

ଆବେଦନକାରିଣୀ ଦୀପାଳି ଦାସ ଦାଖଲ କରିଥିବା ପିଟିସନ୍‌ରେ ଉଲ୍ଲେଖ  କରିଛନ୍ତି ଯେ, ଟଙ୍କଧର ତ୍ରିପାଠୀ ଯେଉଁ ସତ୍ୟପାଠ ଦାଖଲ କରିଥିଲେ ସେଥିରେ  ନିଜ ସମ୍ପର୍କରେ ଅନେକ ତଥ୍ୟ ଲୁଚାଇଛନ୍ତି । ସେହିପରି ନିଜର ସମ୍ପତ୍ତିକୁ ନେଇ  ମଧ୍ୟ ସେ ସବୁ ତଥ୍ୟ ଦେଇନହାନ୍ତି । ତେଣୁ ତାଙ୍କ ବିଧାନସଭା ସଦସ୍ୟତା ରଦ୍ଦ  କରିବା ସହ ସାନି ନିର୍ବାଚନ ପାଇଁ ନିର୍ଦ୍ଦେଶ ଦେବାକୁ ଆବେଦନକାରିଣୀ ପ୍ରାର୍ଥନା  କରିଛନ୍ତି । ଆବେଦନକାରିଣୀଙ୍କ ପକ୍ଷରୁ ବରିଷ୍ଠ ଆଇନଜୀବୀ ବିଦ୍ୟାଧର ମିଶ୍ର ମାମଲା  ପରିଚାଳନା କରୁଥିଲାବେଳେ ଆଇନଜୀବୀ ତରଣୀକାନ୍ତ ବିଶ୍ୱାଳ ସହଯୋଗ କରୁଛନ୍ତି ।

News7 Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.