ଜହ୍ନାପଙ୍କ, ୨/୬: ମୁର୍ଶୁଣ୍ଢ ୧ ସ୍ଥିତ ବୌଦ୍ଧ ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧୀକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ସୁବ୍ରତ କୁମାର ପଣ୍ଡା ଓ ଆରକ୍ଷୀ ଅଧୀକ୍ଷକ ରାହୁଲ୍ ଗୋୟଲ ଶିବିରରେ ଉପସ୍ଥିତ ରହି ଆସିଥିବା ବ୍ୟକ୍ତିଗତ ଓ ସାମୁହିକ ଅଭିଯୋଗ ଗୁଡିକର ସମାଧାନ କରିଥିଲେ । ବୌଦ୍ଧ ବିଡ଼ିଓ ଯୁଧିଷ୍ଠିର ମେହେରଙ୍କ ସଂଯୋଜନାରେ ଅନୁଷ୍ଠିତ ଜନ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ, ଉପ ଜିଲ୍ଲାପାଳ ପ୍ରବୀଣ କୁମାର ବାଣୁଆଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ଅଭିଯୋଗ ସମାଧାନରେ ସହଯୋଗ କରିଥିଲେ ।

ବିହାରରେ ୩ଟି ପର୍ଯ୍ୟାୟରେ ହୋଇପାରେ ବିଧାନସଭା ନିର୍ବା...