ପ୍ରମୂଖ ଖବର
  • ଯୁବକଙ୍କ ହାତଗୋଡ ବାନ୍ଧି ଭୋଗରାଇ ଥାନାରେ ନିର୍ଯାତନା ଦେବା ଘଟଣା, ଆଇଆଇସି ନିଲମ୍ବିତ
  • ||
  • ବାସୁଦେବପୁର : ଖେଳୁଥିବା ବେଳେ ପୋଖରୀରେ ପଡି ଦୁଇ ଭଉଣୀ ମୃତ
  • ||
  • ଭୁବନେଶ୍ୱର : ଜନତା ମଇଦାନରେ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ, ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ
  • ||
  • ରାଉରକେଲା : ୨ କାର୍‌ ସହ ବିପୁଳ ନକଲି ବିଦେଶୀ ମଦ ଜବତ, ଦୁଇ ମାଫିଆ ସହ ଚାଲାଣକାରୀ ଗିରଫ
  • ||
  • ରାଉରକେଲା : ଲଗାଣ ବର୍ଷାରେ ବେହାଲ ଇସ୍ପାତ ସହର, ଘରେ ଘରେ ପଶିଲା ପାଣି
  • ||
  • କନ୍ଧମାଳ : ସରକାରୀ ଟଙ୍କା ଆତ୍ମସାତ କରିବା ପଡ଼ିଲା ମହଙ୍ଗା, ପୂର୍ବତନ ପିଇଓ ଅକ୍ରୁର ମାଝୀ ଗିରଫ
  • ||
  • କେନ୍ଦୁଝର : ଘର ଭାଙ୍ଗି ପରିବା ଚାଷ ନଷ୍ଟ କଲେ ହାତୀ, କ୍ଷତିପୂରଣ ଦାବି କଲେ ଚାଷୀ
  • ||
  • ଜାପାନରେ ଭୂକମ୍ପ ଝଟକା, ରିକ୍ଟର ସ୍କେଲରେ ତୀବ୍ରତା ୬.୧ ରେକର୍ଡ
  • ||
  • ଶୁକ୍ରବାର ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ: ଆଜି ହେବ କାରକେଡ୍‌ ରିହର୍ସାଲ, ଜଗିବେ ୧୩୩ ପ୍ଲାଟୁନ୍‌ ଫୋର୍ସ
  • ||
  • ଅପରେସନ୍ ସିନ୍ଧୁ: ଇରାନରୁ ସ୍ବଦେଶ ଫେରିଲେ ୧୧୦ ଜଣ ଭାରତୀୟ, ଆର୍ମେନିଆ ଦେଇ ସୁରକ୍ଷିତ ଭାବରେ ଫେରିଲେ
  • ||
  • ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଇଟି ରେଡ୍, ୨୦ରୁ ଅଧିକ ସ୍ଥାନରେ ଚଢାଉ
  • ||
  • ଘନୀଭୂତ ହେଉଛି ଲଘୁଚାପ: ଆଜି ୯ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, କାଲି ୨ ଜିଲ୍ଲାକୁ ଆଲର୍ଟ ଜାରି
  • ||

ମିଳିତ ମାର୍କେଟ ମଞ୍ଚ ପକ୍ଷରୁ ବିଭିନ୍ନ ଦାବିରେ ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ

Published By : Bijay Swain | June 19, 2025 6:51 PM

ବରଗଡ, ୧୯/୬(ଆପ୍ର): ମିଳିତ ମାର୍କେଟ ମଞ୍ଚର ଚାଷୀ ମାନେ ବୁଧବାର ଜିଲ୍ଲାପାଳ କାର୍ଯ୍ୟାଳୟ ଘେରାଉ କରିଛନ୍ତି । ରେଶମ, ସିହେନ ପାଳି, ପଧାନପାଲି, ସାଲେପାଲି, ଅରେଇଗୁଡ଼ି, ଗୁଦରାମୁଣ୍ଡା, ଇଛାପଦାରର ଚାଷୀଙ୍କ ହଜାର ହଜାର ବସ୍ତା ଧାନ ମାର୍କେଟୟାଡ଼ ଠାରେ ପଡ଼ିଥିଲେ ମଧ୍ୟ ଧାନ ଉଠୁନାହିଁ, ଯାହାକୁ ନେଇ ଚାଷୀମାନେ ଚିନ୍ତାରେ ପଡିଛନ୍ତି ।

ତେବେ ୩ ଦଫା ଦାବି ନେଇ ବରଗଡ଼ ଅତିରିକ୍ତ ଜିଲ୍ଲାପାଳଙ୍କୁ ଚାଷୀ ମାନେ ଦାବିପତ୍ର ପ୍ରଦାନ କରିଛନ୍ତି । ମୁଖ୍ୟତଃ ଚାଷୀ ଯେଉଁ ଦିନ ମଣ୍ଡିକୁ ଧାନ ଆଣିବ ସେହି ଦିନ ଧାନର ମାନ ପରୀକ୍ଷା ଏବଂ ଓଜନ କରାଯାଇ ଅନଲାଇନ ରେଜିଷ୍ଟେସନ କରାଯାଉ,   ଚାଷୀ ଆଣିଥିବା ବସ୍ତାରେ ଧାନ ବିକ୍ରୟ କରିବା ପାଇଁ ବ୍ୟବସ୍ଥା କରାଯାଉ, ସରକାରଙ୍କ ଘୋଷଣା ମୁତାବକ ପ୍ରତ୍ୟେକ ମଣ୍ଡିରୁ ପ୍ରତିଦିନ ଯଥା ଶୀଘ୍ର ଏକ ହଜାର କ୍ୟୁଣ୍ଟାଲରୁ ଉର୍ଦ୍ଧ ଧାନ କିଣାଯାଉ ବୋଲି ଦାବି କରାଯାଇଛି । ଏହି ଦାବି ପୂରଣ ନ ହେଲେ ଆଗାମୀ ଦିନରେ ଆନ୍ଦୋଳନ ବଢିବା ସହ ରାଜ ରାସ୍ତା ଅବରୋଧ ହେବ ବୋଲି ଚାଷୀମାନେ ଚେତାବନୀ ଦେଇଛନ୍ତି ।

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.