ପ୍ରମୂଖ ଖବର
  • ଢେଙ୍କାନାଳ : ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗସ୍ତ, ଚାପି ହୋଇ ରହିଥିବା ଡ୍ରାଇଭର ଉଦ୍ଧାର
  • ||
  • ଅସ୍ତରଙ୍ଗ ଏବଂ ଛତ୍ରପୁର ଆଇଆଇସି ନିଲମ୍ବିତ; ତଦନ୍ତ ରିପୋର୍ଟ ଦେବାକୁ ୨ ରେଞ୍ଜ ଆଇଜିଙ୍କୁ ଡିଜିପିଙ୍କ ନିର୍ଦ୍ଦେଶ
  • ||
  • ଚାଷୀ ପଞ୍ଜୀକରଣ ହେଲା ସରଳ; ବଂଶାନୁକ୍ରମିକ ପ୍ରମାଣପତ୍ର ବଦଳରେ ସେଲ୍ଫ ଡିକ୍ଲାରେସନରେ ରେଜିଷ୍ଟ୍ରେସନ
  • ||
  • ସୁନ୍ଦରଗଡ଼ : ଜୁଆ ଆଡ୍ଡାରେ ରେଡ୍‌; ୧୪ ଗିରଫ, ଲକ୍ଷାଧିକ ଟଙ୍କା ଜବତ
  • ||
  • ଶକ୍ତିଶାଳୀ ଭୂକମ୍ପ ଝଟକାରେ ଥରିଲା ଇଣ୍ଡୋନେସିଆ, ରିକ୍ଟର ସ୍କେଲରେ ତୀବ୍ରତା ୫.୭ ରେକର୍ଡ
  • ||
  • ସୁନ୍ଦରଗଡ଼: ଜୁଆ ଆଡ୍ଡା ଉପରେ ଚଢ଼ାଉ: ୧୪ ଜଣ ଗିରଫ
  • ||
  • ଶେରଗଡ ;ଦୁଇ ବସ୍ ମୁହାଁମୁହିଁ ଧକ୍କା, ଡ୍ରାଇଭର ଗୁରୁତର
  • ||
  • ଚମାଖଣ୍ଡି ଅଞ୍ଚଳର ଏକ ଗାଈ ଗୁହାଳରୁ ବିପୁଳ ପରିମାଣର ବିସ୍ଫୋରକ ଜବତ, ମାଓ ଲିଙ୍କ୍‌ ନେଇ ସନ୍ଦେହ
  • ||
  • କିସ୍ତୱାଡ଼ ପରେ କଠୁଆରେ ବାଦଳଫଟା ବର୍ଷା,୪ ମୃତ, ରେସ୍କ୍ୟୁ ଜାରି
  • ||
  • ପାକିସ୍ତାନରେ ବାଦଲଫଟା ବର୍ଷା: ମୃତ୍ୟୁ ସଂଖ୍ୟା ୩ଶହ ପାର୍, ରେସ୍କ୍ୟୁ ହେଲିକପ୍ଟର କ୍ରାସରେ ୫ ମୃତ
  • ||
  • ଉପରାଷ୍ଟ୍ରପତି ନିର୍ବାଚନ, ଆଜି ଚୂଡାନ୍ତ ହେବ NDA ପ୍ରାର୍ଥୀଙ୍କ ନାମ, ବସିବ ବିଜେପି ସଂସଦୀୟ ବୋର୍ଡ ବୈଠକ
  • ||
  • ଭାରତ ଫେରିଲେ ସୁନାପୁଅ ଗ୍ରୁପ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳା,ଦିଲ୍ଲୀରେ ଭବ୍ୟ ସ୍ୱାଗତ
  • ||
  • ୧୮ରେ ଲଘୁଚାପ, ଦକ୍ଷିଣ ଓଡ଼ିଶାରେ ବର୍ଷା ସମ୍ଭାବନା; ଆଜି ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷିବ
  • ||

ଆଠଗଡ଼ ବନ ବିଭାଗ ଓ ଅବକାରୀ ବିଭାଗର ମିଳିତ ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ ସହ ପୋଚ ନଷ୍ଟ

Published By : Harapriya Sethi | August 17, 2025 11:44 AM

ଆଠଗଡ଼,୧୭/୦୮: ଖୁଣ୍ଟୁଣୀ ଥାନା ଡାଳୁଆ ଓ ଖଣ୍ଡୁଆଳି ଗାଁରେ ଥିବା ସଂରକ୍ଷିତ ଜଙ୍ଗଲରେ ଅବକାରୀ ବିଭାଗ ଏବଂ ବନ ବିଭାଗର ପକ୍ଷରୁ ଚଢ଼ାଉ । ରେଡ୍‌ କରି ୧୯,୩୫୫ ଲିଟର ପୋଚ ସହିତ ୧,୯୯୫ ଲିଟର ଦେଶୀ ମଦ ନଷ୍ଟ କରିଛି ଅବକାରୀ ବିଭାଗ । 

ସୂଚନା ମୁତାବକ, ଆଠଗଡ଼ ବନ ବିଭାଗ ସହିତ ଅବକାରୀ ବିଭାଗର ମିଳିତ ଭାବେ ଚଢ଼ାଉ କରିଛି । ଡାଳୁଆ ଓ ଖଣ୍ଡୁଆଳି ଗ୍ରାମର ଚତୁପାର୍ଶ୍ଵର ସଂରକ୍ଷିତ ଜଙ୍ଗଲରରେ ଏହି ଚଢ଼ାଉ କରାଯାଇଛି । ଏହି ରେଡ୍‌ରେ ଚୋରା ଦେଶୀ ମଦ ରନ୍ଧା ପ୍ରସ୍ତୁତ ପାଇଁ ରଖାଯାଇଥିବା ୧୯,୩୫୫ ଲିଟର  ପୋଚ ସହିତ ୧,୯୯୫ ଲିଟର ଦେଶୀ ମଦକୁ ନଷ୍ଟ କରାଯାଇଛି । ଏହି ଚଢ଼ାଉରେ ଆଠଗଡ଼ ଅବକାରୀ ଡେପୁଟି ସୁପରିଟେଣ୍ଡଣ୍ଟ ସିଏଚ ତିରୁପତିଙ୍କ ସମେତ ୭ ଉର୍ଦ୍ଧ୍ୱ ଅଧିକାରୀ ସାମିଲ ଥିଲେ ।

 

Prameya Is Now On WhatsApp Join And Get Latest News Updates Delivered To You Via WhatsApp

Copyright © 2024 - Summa Real Media Private Limited. All Rights Reserved.